• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Journalist Death

Israel Palestine Conflict
ଗ୍ରାଉଣ୍ତ ଜିରୋରୁ ଲାଇଭ୍‌ ଦେଲା ବେଳେ ଟଳିପଡ଼ିଲେ ଭିଡିଓ ସାମ୍ବାଦିକ

ଶୁକ୍ରବାର ଦକ୍ଷିଣ ଲେବାନନ୍‌ରେ ଇସ୍ରାଏଲ୍‌ ଆଡୁ ଆସିଥିବା ଗୋଟାଏ ‌କ୍ଷେପଣାସ୍ତ୍ର ପଡ଼ିବାରୁ ‘ରଏଟର୍ସ’ର ଜଣେ ଭିଡିଓ ସାମ୍ବାଦିକଙ୍କର ମୃତ୍ୟୁ ଘଟିଛି ଓ ଆଉ ୬ଜଣ ସାମ୍ବାଦିକ ଆହତ ହୋଇଛନ୍ତି ।

Journalist Killed
କବାଟ ଖୋଲୁ ଖୋଲୁ ସାମ୍ବାଦିକଙ୍କ ଉପରେ ଗୁଳି ବର୍ଷା...

ଗୁଳି କରିବା ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ।

Journalist Death
କାଳ ହେଲା ବାହାଘର : ଅଧା ରାସ୍ତାରୁ ଟାଣିନେଲା ଯମ

ଦୁର୍ଘଟଣାରେ ସୁନ୍ଦରଗଡ଼ର ଯୁବ ସମ୍ବାଦିକ ଖଗେଶ୍ବର ତରେଇଙ୍କର ମୃତ୍ୟୁ ହେବା ପରେ ପରିବାର ମଧ୍ୟରେ ଖେଳିଯାଇଛି ଶୋକର ଛାୟା। ଖଗେଶ୍ଵର ନିଜ ବନ୍ଧୁଙ୍କ ସହ ବାଇକ୍ ଯୋଗେ କୋଇଡାରୁ ଯାଜପୁରକୁ ଏକ ବିବାହ ଭୋଜି ପାଇଁ ଯାଉଥିଲେ। କିନ୍ତୁ ବାଟରେ ମୃତ୍ୟୁ ଯେମିତି ତାଙ୍କୁ ଅନେଇ ବସିଥିଲା। କେନ୍ଦୁଝର ଦମକଳ କେନ୍ଦ୍ର ସାମ୍ନାରେ ତାଙ୍କୁ ଏକ ହାଇୱା ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ହୋଇଥିଲା। ଆଉ ମୃତ୍ୟୁ ପରେ ଯେବେ ଘରେ ଶବ ପହଞ୍ଚିଲା ତାହାର ଦୃଶ୍ୟ ବଡ କଷ୍ଟଦାୟକ ଥିଲା।

Journalist Death
ଖବର ସଂଗ୍ରହ କରିବାକୁ ଯାଇ ଖବର ପାଲଟିଗଲେ ସାମ୍ବାଦିକ

ଖବର ସଂଗ୍ରହ ପାଇଁ ଯାଇ ଖବର ପାଲଟିଗଲେ ସାମ୍ବାଦିକ। ଲାଲବାହିନୀର ଲ୍ୟାଣ୍ଡମାଇନ୍ ବ୍ଲାଷ୍ଟରେ ଆଖି ବୁଜିଲେ ଖବରଦାତା । ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁରରେ ।

Journalist Death
ମାଓ ଜାଲରେ ପଡି ସାମ୍ବାଦିକଙ୍କ ମୃତ୍ୟୁ

ଖବର ସଂଗ୍ରହ ପାଇଁ ଯାଇ ଖବର ପାଲଟିଗଲେ ସାମ୍ବାଦିକ। ଲାଲବାହିନୀର ଲ୍ୟାଣ୍ଡମାଇନ୍ ବ୍ଲାଷ୍ଟରେ ଆଖି ବୁଜିଲେ ଖବରଦାତା । ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁରରେ ।

Journalist Susil Death
ଏମିତି ବି ଆସେ ମୃତ୍ୟୁ ! ବାପା-ମାଆ ମେଡିକାଲ ବେଡ୍‌ରେ, ଆଉ ପୁଅ..

କେହି କିଛି ଭାବିବା ଆଗରୁ ହଠାତ ଲିଭିଯାଏ ଜୀବନ ଦୀପ । ଆପଣାର ଲୋକଙ୍କୁ ଆଖି ସାମ୍ନାରେ ହାତ ଧରି ଡାକି ନେଇଯାଏ କାଳ ଯମ ।

Journalist Death
କରୋନାରେ ପୁଣି ଜଣେ ସାମ୍ବାଦିକଙ୍କ ଦେହାନ୍ତ

ଗଜପତି: ପୁଣି ଜଣେ ସାମ୍ବାଦିକଙ୍କ କରୋନାରେ ଆକ୍ରାନ୍ତ ହୋଇ ଦେହାନ୍ତ । ଗଜପତି ଜିଲ୍ଲା ଗୋଷାଣୀ ବ୍ଲକର ତେଲୁଗୁ ଖବରକାଗଜ ଇନାଡୁ ପ୍ରତିନିଧି କେ.କୃଷ୍ଣ ପ୍ରସାଦ ରାଓଙ୍କ ପରଲୋକ । କୋଭିଡରେ ଆକ୍ରାନ୍ତ ହୋଇ ସେ ପ୍ରାଣ ହରାଇଥିବା ସୂଚନା ।…