ରାଜ୍ୟ ଆଇନ ବିଭାଗର ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି ଯେ, ଉକ୍ତ ଅଭିଯୁକ୍ତ ଜଜ୍ଙ୍କୁ ହାଇକୋର୍ଟ ପକ୍ଷରୁ ବର୍ତ୍ତମାନ ପାଇଁ ବ୍ୟାନ୍ କରାଯାଇଛି । ଏହାସହ ଷ୍ଟେସନ୍ ଛାଡ଼ି ବିନା ଅନୁମତିରେ କୁଆଡ଼େ ନଯିବା ପାଇଁ ମଧ୍ୟ କୁହାଯାଇଛି ।
ଆଦିତ୍ୟ କୁମାର ଏକ ନକଲି ହ୍ୱାଟ୍ସଆପ୍ ଆକାଉଣ୍ଟ ଖୋଲି ପ୍ରୋଫାଇଲ୍ରେ ଜଣେ ପୂର୍ବତନ ମୁଖ୍ୟ ବିଚାରପତିଙ୍କ ଫଟୋ ଲଗାଇଥିଲେ। ପରେ ପରେ ଏହି ଆକାଉଣ୍ଟ ଜରିଆରେ ସେ ତାଙ୍କ କାରନାମା ଆରମ୍ଭ କରିଥିଲେ।
ସର୍ବୋଚ୍ଚ ନ୍ୟାୟାଳୟ ଅହୁରି କହିଛନ୍ତି କି, ନ୍ୟାୟିକ ପ୍ରକ୍ରିୟା ସଠିକ୍ ନହେଲେ ବିଚାରପତିଙ୍କ ନ୍ୟାୟିକ କାର୍ଯ୍ୟ ପ୍ରତ୍ୟାହାର କରାଯିବ ଏବଂ ତାଙ୍କୁ ତାଲିମ ପାଇଁ ନ୍ୟାୟିକ ଏକାଡେମୀକୁ ପଠାଯିବ ।
ଟେକ୍ସାସ୍ ଭଳି ଅଗ୍ରଣୀ ସହରରେ ଜଜ୍ ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିଯୁକ୍ତ ହୋଇଛନ୍ତି ।
ବାପା ବିକୁଥିଲେ ବରା, କାକରା ଆଉ ସିଙ୍ଗଡା। ଏବେ ଝିଅ ହେବ ଜଜ୍…ସଫଳତା ଜାଣିବା ପରେ ଖୁସିରେ କାନ୍ଦି ପକାଇଲେ ବାପା
୨୦୧୮ରେ ଏକ ଦୁର୍ଘଟଣା ଯୋଗୁଁ ଦ୍ୱାରକା ପ୍ରସାଦ କଂୱର ଗୁରୁତର ଆହତ ହେବାସହ ପକ୍ଷାଘାତରେ ଆକ୍ରାନ୍ତ ହୋଇଥିଲେ । ସ୍ଥିତି ଭଲ ନଥିବାରୁ ଶୁଣାଣି ଦିନ ସେ କୋର୍ଟ ପରିସରକୁ ଯିବାକୁ ଅସମର୍ଥ ଥିଲେ । ଏହା ପରେ ସେସନ୍ କୋର୍ଟର ବିଚାରପତି ବିପି ଭର୍ମା ନିଜେ ବାହାରକୁ ଆସିଥିଲେ ଏବଂ ଲୋକ ଅଦାଲତରେ ଦ୍ୱାରକା ପ୍ରସାଦଙ୍କ କ୍ଷତିପୂରଣ ସମ୍ମର୍କିତ ଆବେଦନର ଶୁଣାଣି କରିଥିଲେ ।