ବିଚାର ବ୍ୟବସ୍ଥାରେ ସଂସ୍କାର ପାଇଁ ଆବଶ୍ୟକତା ଅନୁଯାୟୀ ନଗଣ୍ୟ ସଂଖ୍ୟାରେ ଥିବା ବିଚାରପତି ମାନଙ୍କ ନିଯୁକ୍ତି, ଜିଲ୍ଲା କୋର୍ଟଠୁ ନେଇ ହାଇକୋର୍ଟ ପର୍ଯ୍ୟନ୍ତ ଭିତ୍ତିଭୂମିର ବିକାଶ ଏବଂ ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ଖାଲିଥିବା ସମସ୍ତ ପଦକୁ ଯଥାଶୀଘ୍ର ପୂରଣ କରାଯିବା ଦରକାର ।
ଗୋଟିଏ ପଟେ ଆର୍ଥିକ ଅନଟନ ଆଉ ଗୋଟିଏ ପଟେ ପରିବାରର ବୋଝ । ହେଲେ ଏହା ପରେ ବି ସଫଳତା ପାଇଛନ୍ତି ଔରଙ୍ଗାବାଦର ମଦନପୁର ବ୍ଲକ ଶିବଗଞ୍ଜ ଗାଁର ଆଦର୍ଶ କୁମାର। ପ୍ରଥମ ପ୍ରୟାସରେ ସେ ବିହାର ଜନସେବା ଆୟୋଗ ଦ୍ୱାରା କରାଯାଇଥିବା ନ୍ୟାୟିକ ପରୀକ୍ଷାରେ ୧୨୦ତମ ସ୍ଥାନ ହାସଲ କରି ବାପା-ମା’ଙ୍କ ସ୍ୱପ୍ନକୁ ସାକାର କରିଛନ୍ତି।
ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ଦେବଦତ୍ତ ପଟ୍ଟନାୟକ । କାଳି ପୂଜା ଛୁଟିରେ ସାର ଯାଇଛନ୍ତି ଗାଁକୁ । ଘରେ ତାଲା ପଡ଼ିଛି । ଦୁବୃର୍ତ୍ତଙ୍କୁ ଏ ଖବର ମିଳିବା ପରେ ସେମାନେ ନିଜ ଅଭିଯାନ ଆରମ୍ଭ କରନ୍ତି ।
ଚୋରି ହେଲା ଜଜ୍ଙ୍କ କୁକୁର । ୨୪ରୁ ଅଧିକ ଲୋକଙ୍କ ନାଁରେ ରୁଜୁ ହେଲା ମାମଲା । ଉତ୍ତର ପ୍ରଦେଶର ଜଣେ ଜଜ୍ଙ୍କ ଘରୁ ତାଙ୍କ ପୋଷା କୁକୁରକୁ ଚୋରି ହୋଇଯାଇଥିବା ନେଇ ଥାନାରେ ମାମଲା ରୁଜୁ ହୋଇଛି।
ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଦୀପକ ବର୍ମା, କୃଷ୍ଣ ମୁରାରୀ, ଦୀନେଶ ମାହେଶ୍ୱରୀ ଏବଂ ଏମଆର ଶାହାଙ୍କ ସମେତ ପୂର୍ବତନ ବିଚାରପତିମାନେ କୋର୍ଟ ଏବଂ ବିଚାରପତିଙ୍କ ସଚ୍ଚୋଟତା ଉପରେ ପ୍ରଶ୍ନ କରିଛନ୍ତି। ପତ୍ରର ଶୀର୍ଷକ ‘ନ୍ୟାୟପାଳିକାକୁ ଅନାବଶ୍ୟକ ଚାପରୁ ମୁକ୍ତ କରିବାର ଆବଶ୍ୟକତା ରହିଛି’।
ଭାରତର ପୁଅ ଏବେ ଆମେରିକାର ବିଚାରପତି। ଏନେଇ ତାଙ୍କୁ କମ୍ କଷ୍ଟ କରିବାକୁ ପଡିନି। ପରିବାର ଥିଲା ଦିନ ମଜୁରିଆ। ନିଜେ ବିଡି କମ୍ପାନୀରେ କାମ କରୁଥିଲେ। ଇଛାଥିଲା ଓକିଲ୍ ହେବା। ଭାଗ୍ୟ ସାଥ୍ ଦେଲା, ଆମେରିକାରେ ହୋଇଗଲେ ଜଜ୍।
ବାପାଙ୍କୁ ଚାପୁଡା ମାରିଥିଲା ପୋଲିସ୍। ଏବେ ଜଜ୍ ହେଲା ପୁଅ...ଯେଉଁ ପୋଲିସ ବାପାଙ୍କୁ ଚାପୁଡା ମାରିଥିଲା ତାଙ୍କୁ....
ବିଭିନ୍ନ ରାଜ୍ୟର ୧୫ ହାଇକୋର୍ଟ ବିଚାରପତିଙ୍କ ବଦଳି କରାଯାଇଛି। ଏଥିରେ ଅନ୍ୟ ହାଇକୋର୍ଟରୁ ବଦଳି ହୋଇ ୨ ଜଣ ବିଚାରପତି ଓଡ଼ିଶା ହାଇକୋର୍ଟକୁ ଆସିବେ। କଲିକତା ହାଇକୋର୍ଟ ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଛି। ସେହିଭଳି ପଞ୍ଜାବ ହରିୟାଣା ହାଇକୋର୍ଟର ଜଜ୍ ଜଷ୍ଟିସ ଯଶୋବନ୍ତ ସିଂ, ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଛନ୍ତି।
ହାଇକୋର୍ଟର ୧୭ ବିଚାରପତିଙ୍କ ବଦଳି ନେଇ ସୁପାରିଶ। ସୁପ୍ରିମକୋର୍ଟ କଲେଜିୟମ କଲେ ସୁପାରିଶ। ଜଷ୍ଟିସ୍ ଜସବନ୍ତ ସିଂହ ପଞ୍ଜାବ-ହରିୟାଣା ହାଇକୋର୍ଟରୁ ଓଡିଶା ଆସିବେ। ଜଷ୍ଟିସ୍ ସଞ୍ଜୟ କୁମାର ମିଶ୍ର ଓଡିଶା ହାଇକୋର୍ଟରୁ ଉତ୍ତରାଖଣ୍ତ ଯିବେ। ଜଷ୍ଟିସ୍ ସୋମେନ୍ ସେନ୍ ଓ ଅରିନ୍ଦମ୍ ସିନ୍ହା ଓଡିଶା ହାଇକୋର୍ଟ ଆସିବେ।