• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Junior Engineer

je
JEରୁ କାଠ ବେପାରୀ

#JEରୁ_କାଠ_ବେପାରୀ ଭିଜିଲାନ୍ସ ରେଡରେ ସାଧାରଣତଃ ନଜରକୁ ଆସିଥାଏ ଟଙ୍କା-ସୁନା, କୋଠା-ବାଡ଼ି, ଗାଡ଼ି। ଦୁଇ ଲକ୍ଷ ନଗଦ କ୍ୟାସ୍ ସହ କାଲି ଧରାପଡ଼ିଥିବା ଯାଜପୁର ଆରଡି ବିଭାଗର କନିଷ୍ଠ ଯନ୍ତ୍ରୀ ଭୀମସେନ ମହାରଣାଙ୍କର ଏସବୁ ତ ଅଛି। ହେଲେ ବାବୁଙ୍କ ବେପାର ନିଶା ଭିଜିଲାନ୍ସକୁ ତାଜୁବ କରିଛି। ସାମ୍ନାକୁ ଆସିଛି ଭୀମସେନଙ୍କ ଭୁବନେଶ୍ବର ଉପକଣ୍ଠ ଆଲିସାନ୍ ବଙ୍ଗଳା ପରିସରରେ ଥିବା ତିନି ତିନିଟି ଫ୍ୟାକ୍ଟ୍ରି।

bribe
Presumptuous JEE: ଲାଞ୍ଚୁଆ କନିଷ୍ଠ ଯନ୍ତ୍ରୀଙ୍କ ବେପାର ନିଶାକୁ ଦେଖି ତାଜୁବ୍ ଭିଜିଲାନ୍ସ: ତିନି ତିନିଟି ଫ୍ୟାକ୍ଟ୍ରି ଠାବ

ଭିଜିଲାନ୍ସ ରେଡରେ ସାଧାରଣତଃ ନଜରକୁ ଆସିଥାଏ ଟଙ୍କା-ସୁନା, କୋଠା-ବାଡ଼ି, ଗାଡ଼ି। ଦୁଇ ଲକ୍ଷ ନଗଦ କ୍ୟାସ୍ ସହ କାଲି ଧରାପଡ଼ିଥିବା ଯାଜପୁର ଆରଡି ବିଭାଗର କନିଷ୍ଠ ଯନ୍ତ୍ରୀ ଭୀମସେନ ମହାରଣାଙ୍କର ଏସବୁ ତ ଅଛି। ହେଲେ ବାବୁଙ୍କ ବେପାର ନିଶା ଭିଜିଲାନ୍ସକୁ ତାଜୁବ କରିଛି। ସାମ୍ନାକୁ ଆସିଛି ଭୀମସେନଙ୍କ ଭୁବନେଶ୍ବର ଉପକଣ୍ଠ ଆଲିସାନ୍ ବଙ୍ଗଳା ପରିସରରେ ଥିବା ତିନି ତିନିଟି ଫ୍ୟାକ୍ଟ୍ରି।

Vigilance Raid
Vigilance Raid: ସରକାରୀ ବାବୁଙ୍କ ଏତେ ସମ୍ପତ୍ତି ! ଘର ଦେଖି ଭିଜିଲାନ୍ସ ଟେରା...

ଯାଜପୁରର କନିଷ୍ଠ ଯନ୍ତ୍ରୀ ଭୀମସେନ ମହାରଣାଙ୍କ ଉପରେ ଭିଜିଲାନ୍ସ ଯାଞ୍ଚ ବେଳେ ସାମ୍ନାକୁ ଆସିଛି ଆଶ୍ଚର୍ଯ୍ୟଜନକ ଘଟଣା। ଭୀମସେନଙ୍କ ବଙ୍ଗଲା ପରିସରରେ ପାଣି ଫ୍ୟାକ୍ଟ୍ରି ରହିଛି। ତାସହ ଏକ ବଡ଼ ଫର୍ଣ୍ଣିଚର ଫ୍ୟାକ୍ଟ୍ରି ବି ରହିଛି ।

Junior Engineer
ବନ୍ଦ ଘରୁ ଉଦ୍ଧାର ହେଲା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ; ଆତ୍ମହତ୍ୟା ନା ହତ୍ୟା ?

କାହିଁକି ପ୍ରଦୀପ କୁମାର ଘୋଷ ଆତ୍ମହତ୍ୟା କଲେ ? ନା ଏହା ହତ୍ୟା ? ଯଦି ଏହା ଆତ୍ମହତ୍ୟା ତେବେ ଏହା ପଛର କାରଣ କ’ଣ ହୋଇଥାଇପାରେ ? ଏ ସବୁ ଦିଗକୁ ନେଇ ପୋଲିସ ତଦନ୍ତ କରୁଛି ।

ACB Raids Residence Of PWD Junior Engineer In Karnataka
ରେଡ଼୍‌କୁ ଡରି ପାଇଖାନା ପାଇପ୍‌ରେ ଟଙ୍କା ପୂରାଇ ଦେଲେ କନିଷ୍ଠ ଯନ୍ତ୍ରୀ

PWD ବିଭାଗର କନିଷ୍ଠ ଯନ୍ତ୍ରୀଙ୍କ ଘରେ ରେଡ୍‌ ମାରିଲା #ACB । ଆଉ ରେଡ୍‌ର ଖବର ପାଇ ପାଇଖାନା ପାଇପ୍‌ ଭିତରେ ୫୦୦ ଟଙ୍କିଆ ବିଡ଼ା ପୂରାଇ ଦେଲେ ସରକାରୀ ବାବୁ...ଆଉ ତା'ପରେ ଯେତେ କାଢିଲେ ସରିବାର ନା ଧରିଲା ନାହିଁ ଟଙ୍କା...ଦେଖନ୍ତୁ ଏହି ଭିଡ଼ିଓ