ଜର୍ମାନୀ ୪ଟି ଗୋଲ ଦେଇ ଭାରତକୁ ବିଦାୟ ରାସ୍ତା ଦେଖାଇଥିଲା। ଭାରତ ପକ୍ଷରୁ ଉତ୍ତମ ସିଂ ଏବଂ ବବି ସିଂ ଧାମି ୨ଟି ଗୋଲ ଦେଇଥିଲେ।
ମ୍ୟାଚର ବାକି ସମୟ ଉଭୟ ଦଳ ପରସ୍ପରକୁ କଡ଼ା ଟକ୍କର ଦେଇଥିଲେ। ଉଭୟ ଭାରତ ଓ ବେଲଜିୟମର ଆଟାକ୍ ଦମଦାର ଥିଲା
ପ୍ରଥମ କ୍ୱାର୍ଟର ଫାଇନାଲ୍ ମ୍ୟାଚରେ ସ୍ପେନକୁ ହରାଇ ସେମି ଫାଇନାଲରେ ପ୍ରବେଶ କରିଛି ଜର୍ମାନୀ। ଜର୍ମାନୀ ବିପକ୍ଷରେ ଆସନ୍ତା ୩ତାରିଖରେ ସେମିଫାଇନାଲ ମ୍ୟାଚ ଖେଳିବ ଆର୍ଜେଣ୍ଟିନା।
ସମସ୍ତ କ୍ୱାର୍ଟର ଫାଇନାଲ୍ ମଧ୍ୟରୁ ସମସ୍ତଙ୍କ ନଜର ରହିଛି ଭାରତ ଓ ବେଜିୟମ ଉପରେ। ଜୁନିୟର ବିଶ୍ୱକପର ସେମିଫାଇନାଲ୍ ଟିକଟ ପାଇଁ ହେବ କଡା ଟକ୍କର। ଡିଫେଣ୍ଡିଂ ଚାମ୍ପିୟନ ଭାରତ ଆଗରେ ରହିଛି ବେଲଜିୟମ।
ଆରମ୍ଭରୁ ହିଁ ଦୁଇ ଦଳ ଆକ୍ରମଣାତ୍ମକ ଢଙ୍ଗରେ ଖେଳିଥିଲେ। ମ୍ୟାଚର ୧୧ମିନିଟରେ ଜର୍ମାନୀ ତାର ଦଳୀୟ ପ୍ରଥମ ଗୋଲ ଦେଇଥିଲା। ଦଳ ପକ୍ଷରୁ ପୋଲଜାରିକ ମାଟେଓ ଆର୍ଜେଣ୍ଟିନା ଡିଫେନଣ୍ଡରଙ୍କୁ ଚକମା ଦେଇ ଗୋଲଟି କରିଥିଲେ।
ଶେଷ ଅଧଘଣ୍ଟା ଖେଳିବାକୁ ଆସିଥିବା ଦୁଇ ଦଳ ପାର୍ଶ୍ଵ ପରିବର୍ତ୍ତନ କରି ପୁଣି ନୂଆ ଷ୍ଟ୍ରାଟେଜିରେ ଖେଳ ଆରମ୍ଭ କରିଥିଲେ। ତୃତୀୟ କ୍ୱାର୍ଟରରେ ୨ଟି ଗୋଲ ଦେଖିବାକୁ ମିଳିଥିଲା। ଏହି ଦୁଇଟି ଗୋଲ ଦେଇଥିଲା ସ୍ପେନ।
ଫାଷ୍ଟ ହାଫ ଶେଷ ସୁଦ୍ଧା ଉଭୟ ଦଳ ଖାତା ଖୋଲି ପାରିନଥିଲେ। ତୃତୀୟ କ୍ୱାର୍ଟର ବେଳକୁ ଆଉଏକ ରଣନୀତି ପ୍ରସ୍ତୁତ କରି ପାର୍ଶ୍ଵ ପରିବର୍ତ୍ତନ କରି ପଡିଆକୁ ଓହ୍ଲାଇଥିଲା ପୋଲାଣ୍ଡ।
ଜୁନିଅର ହକି ବିଶ୍ୱକପ୍ ମ୍ୟାଚ୍ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି। ଏଥିରେ ଓଡ଼ିଶାର ୩ ଜଣ ସ୍ଥାନ ପାଇଛନ୍ତି। ବିବେକ ସାଗର ପ୍ରସାଦଙ୍କୁ ଦଳର ଅଧିନାୟକ ଘୋଷଣା କରାଯାଇଛି।