• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Kali Puja

Kali Puja 2023
ପୂଜା ପାଉଛନ୍ତି ମାଆ, ଚଳଚଞ୍ଚଳ ଶକ୍ତିପୀଠ ଓ ପୂଜାମଣ୍ଡପ

ମା’ କାଳୀଙ୍କ ଆରାଧନା ପାଇଁ ଚଳଚଞ୍ଚଳ ଶକ୍ତିପୀଠ ଓ ପୂଜାମଣ୍ଡପ । ମଧ୍ୟ ରାତ୍ରରେ ରୀତିନୀତି ଅନୁଯାୟୀ ମାଆଙ୍କ ପୂଜାପାଠ କରାଯାଇଛି ।

Kali Puja 2023
Kali Puja 2023: ଦୀପାବଳିରେ କାହିଁକି ହୁଏ କାଳୀ ପୂଜା; କ’ଣ କୁହେ କାହାଣୀ

ଦୀପାବଳି ରାତିରେ କାଳୀ ମା’ଙ୍କୁ ପୂଜା କରାଯାଏ। ପ୍ରତିବର୍ଷ କାର୍ତ୍ତିକ ମାସର କୃଷ୍ଣ ପକ୍ଷର ଚତୁର୍ଦଶୀରେ କାଳୀ ମା’ଙ୍କୁ ଧୂମଧାମରେ ପୂଜା ଅର୍ଚ୍ଚନା କରାଯାଏ। ଏହି ଦିନଟି ମା’ କାଳୀଙ୍କ ପାଇଁ ଉତ୍ସର୍ଗୀକୃତ।

Bholanath acknowledged Maa Kali as his mother
Kali Puja 2023: ଭୋଳାନାଥ କାଳୀଙ୍କୁ ମା’ ରୂପେ କରିଥିଲେ ସ୍ୱୀକାର; କାହିଁକି…

ରାକ୍ଷସମାନଙ୍କୁ ହତ୍ୟାକରିବା ପାଇଁ ଜଗତ ଜନନୀ ମା’ ଅମ୍ବା, ମା’ କାଳୀଙ୍କ ବିକରାଳ ରୂପ ଧାରଣ କରିଥିଲେ। ପରେ ସେ ପୁଣି ଶାନ୍ତ ରୂପକୁ ଫେରିଥିଲେ। କିପରି ହେଲେ ଶାନ୍ତ ଆସନ୍ତୁ ଜାଣିବା।

According to different religion significance of celebrating diwali festival
Diwali 2023: କେଉଁ ଧର୍ମରେ କିପରି ପାଳନ ହୁଏ ଦୀପାବଳି

କେହି କେହି ଦୀପାବଳିରେ ଶ୍ରୀଗଣେଶଙ୍କୁ ଆରାଧନା କରନ୍ତି ତ ଆଉ କେହି ଧନର ଦେବୀ ଲକ୍ଷ୍ମୀଙ୍କ ପୂଜାପାଠ ପାଇଁ ଅଧିକ ଫଳପ୍ରଦ ବୋଲି ବିବେଚନା କରନ୍ତି। ସେହିପରି ଅନ୍ୟ ବିଚାରର ଲୋକେ ଏହାକୁ ନିଜ ଆରାଧ୍ୟ କିମ୍ବା ନିର୍ବାଣ ବା ପୁନର୍ଜନ୍ମର ଖୁସିରେ ପାଳନ କରନ୍ତି।

Bhadrak Kali Puja
ଭଦ୍ରକରେ ମାଆ ଭଦ୍ରକାଳୀଙ୍କୁ ଆଜି ବେଦମାତା ରୂପରେ କରାଯାଉଛି ପୂଜା। ଜାଣନ୍ତୁ ଏହାର ମହତ୍ୱ...

କରୋନା କଟକଣା ମଧ୍ୟରେ ମାଆ କାଳୀଙ୍କର ଚାଲିଛି ପୂଜାର୍ଚ୍ଚନା। ଆଜି ଆଦୀ ମାତା ରୂପରେ ପୂଜା ପାଉଛନ୍ତି ମାଆ ଭଦ୍ରକାଳୀ

kali puja
ଚୂଡ଼ାନ୍ତ ପର୍ଯ୍ୟାୟରେ ଭଦ୍ରକ କାଳୀପୂଜା ପ୍ରସ୍ତୁତି : ବିନା ଭକ୍ତରେ ୭ଜଣ ସେବାୟତରେ ମାଆଙ୍କ ପୂଜା ପାଇଁ ନିଷ୍ପତ୍ତି

ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମାଆ ଭଦ୍ରକାଳୀଙ୍କ ପୀଠରେ ମାଆଙ୍କୁ ପୂଜାର୍ଚ୍ଚନା ପାଇଁ ଟ୍ରଷ୍ଟ ପକ୍ଷରୁ କୋଭିଡ କଟକଣା ଭିତରେ ସମସ୍ତ ପ୍ରକାର ଆୟୋଜନ କରାଯାଇଛି । ମାଆଙ୍କ ପୀଠରେ କାଳୀପୂଜା ଅବସରରେ ସପ୍ତଦିବସ ବ୍ୟାପି ସପ୍ତମାତୃକା ବେଶରେ ମାଆ ଭଦ୍ରକାଳୀଙ୍କୁ ପୂଜାର୍ଚ୍ଚନା କରାଯିବା ସହ ମନ୍ଦିର ପରିସରରେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେବ