କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିରେ ବସ୍ ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡିଲା ଯାତ୍ରୀବାହୀ ବସ୍ । ୧୦ରୁ ଅଧିକ ଯାତ୍ରୀ ଆହତ । ପଢନ୍ତୁ ପୁରା ଖବର
ଗତକାଲି ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ କଳିଙ୍ଗା ଘାଟିରେ ବଡ଼ଧରଣର ଦୁର୍ଘଟଣା ଘଟିଛି। ଟୁରିଷ୍ଟ ବସ୍ ଓଲଟି ୬ ଜଣଙ୍କ ଜୀବନ ଚାଲି ଯାଇଛି।