ଏପ୍ରିଲ ୧୮ରୁ ୨୮ ତାରିଖ ଯାଏ କଳିଙ୍ଗ ସୁପର୍ କପ୍ ଖେଳାଯିବ। ଏଥିରେ ସାମିଲ ହେବେ ବଛା ବଛା କ୍ଲବ୍। ଦେଶର ଶ୍ରେଷ୍ଠ କ୍ଲବ୍ ମାନଙ୍କ ମଧ୍ୟରେ ହେବ ପ୍ରତିଯୋଗିତା। AIFF ରାଜ୍ୟ କ୍ରୀଡ଼ା ବିଭାଗକୁ ଚିଠି ଲେଖି ଏହା ସ୍ପଷ୍ଟ କରିଥିବା ବେଳେ, କ୍ରୀଡ଼ା ବିଭାଗ ପକ୍ଷରୁ ସୋଶାଲ ମିଡିଆରେ ମଧ୍ୟ ଏନେଇ ଘୋଷଣା କରାଯାଇଛି।
ରବିବାର ଭାରତ ପକ୍ଷରୁ ନବନୀତ କୌର ଓ ରୁତୁଜା ଦାଦାସାଓ ପିସାଲ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଅନ୍ୟ ପକ୍ଷରେ ଇଂଲଣ୍ଡ ପକ୍ଷରୁ ପେଜ ଗିଲଟ ଓ ଟେସା ହାୱାର୍ଡ ଗୋଟିଏ ଲେଖାଏ ଗୋଲ ଦେଇଥିଲେ।
କ୍ରିକେଟ୍ ମ୍ୟାଚ୍ ଟିକେଟ୍ କିଣିବା ପାଇଁ ସମସ୍ତଙ୍କ ମନରେ ଥାଏ ବେଶ୍ ଉତ୍କଣ୍ଠା । ଟିକେଟ୍ର ମୂଲ୍ୟ ଯେତେ ହେଉ ନା କାହିଁ ସମସ୍ତେ ଚାହାନ୍ତି ଟିକେଟ ଖଣ୍ଡ କିଣି ଷ୍ଟାଡିୟମରେ ବସି ମ୍ୟାଚ୍ ଦେଖିବାକୁ ।
ଏହି ୧୦ ଦିନ ହକିର ମହାକୁମ୍ଭ ଆୟୋଜିତ ହେବାକୁ ଯାଉଥିବା ବେଳେ ଏଥିପାଇଁ ମାଗଣା ଟିକେଟର ବ୍ୟବସ୍ଥା କରାଯାଇଛି। ଅନଲାଇନରେ ଆବେଦନ କରିବା ଦ୍ବାରା ଜଣଙ୍କୁ ମାଗଣାରେ ମ୍ୟାଚ ଦେଖିବାକୁ ସୁଯୋଗ ମିଳିବ। ଜଣେ ବ୍ୟକ୍ତି ଚାହିଁଲେ ଏକା ସାଥୀରେ ୬ଟି ଟିକେଟ କିଣି ପାରିବେ।
କଳିଙ୍ଗ ଷ୍ଟାଡିୟମ୍ ଆଥଲେଟିକ ଟ୍ରାକରେ ଗାଡ଼ି ଗଡ଼ାଇବା ପ୍ରସଙ୍ଗ। ଅଯଥା ବିବାଦୀୟ କରାଯାଉଥିବା କହିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ । ପାଣ୍ଡିଆନଙ୍କୁ ସୂର୍ଯ୍ୟବଂଶୀଙ୍କ ଡାଇରେକ୍ଟ ଟାର୍ଗେଟ୍ । କହିଲେ ଭୈରବାନନ୍ଦ ସନ୍ନ୍ୟାସୀ ବିଜେଡିକୁ ବୁଡେଇଲେ । ବିବାଦକୁ ନେଇ ବିଜେପି-ବିଜେଡି ମୁହାଁମୁହିଁ ।
ବ୍ୟାଡମିଣ୍ଟନ କର୍କ ଆକୃତିର ବିରାଟ ଷ୍ଟାଡିୟମ୍। ବିଶ୍ବସ୍ତରୀୟ ଟ୍ରେନିଂ ଏକାଡେମୀ 'ଦ ସଟଲ'। ରାତିରେ ଉଡନ୍ତା କର୍କ ଭଳି ଲାଗୁଥିବା ହାଇ ପରଫରମାନ୍ସ ସେଣ୍ଟରରେ ଏବେ ଲାଗିବ ଅନ୍ତର୍ଜାତୀୟ ସ୍ତରର ଖେଳାଳିଙ୍କ ଗହଳି।
ରାଜଧାନୀରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ପ୍ରତିଷ୍ଠା କରିବେ ମୋହନ ସରକାର। ଭୁବନେଶ୍ବର ଗୋଠପାଟଣାରେ ଦେଢ଼ ଶହ ଏକର ଜମିରେ ନିର୍ମାଣ ହେବାକୁ ଯାଉଛି ମେଗା ସ୍ପୋର୍ଟସ ଭ୍ୟାଲି।
ଭୁବନେଶ୍ୱରରେ ପହଞ୍ଚିଲେ ପ୍ୟାରିସ୍ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମ୍ । ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ ଖେଳାଳିଙ୍କୁ ଭବ୍ୟ ସ୍ୱାଗତ ।
ଗତରାତିରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଭାରତ ଓ ଲେବାନନ୍ ମଧ୍ୟରେ ଚାଲିଥିଲା ଇଣ୍ଟର କଣ୍ଟିନେଣ୍ଟାଲ ଫୁଟବଲ ମ୍ୟାଚ୍। ହାଫ୍ ଟାଇମରେ ଖେଳାଳିମାନେ ଡ୍ରେସିଂ ରୁମକୁ ଯିବା ବେଳେ, ଅଚାନକ କଟିଗଲା ଲାଇନ୍।
ମ୍ୟାଚ୍ ଚାଲିଥିବା ବେଳେ ହଠାତ୍ ହେଲା ପାୱାରକଟ୍। ଆଉ ଅନ୍ଧାର ହୋଇଗଲା ଡ୍ରେସିଂ ରୁମ୍। ଗତକାଲି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଭାରତ ଓ ଲେବାନନ୍ ମଧ୍ୟରେ ଇଣ୍ଟର କଣ୍ଟିନେଣ୍ଟାଲ ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଏଭଳି କିଛି ବିଦ୍ୟୁତ୍ ବିଭ୍ରାଟ ଘଟିଥିଲା।
ଭାରତ ଶେଷଥର ୧୯୭୫ରେ ମାଲେସିଆର କୁଆଲାଲମ୍ପୁର ଠାରେ ଆୟୋଜିତ ପୁରୁଷ ହକି ବିଶ୍ୱକପ୍ରେ ଚାମ୍ପିଅନ୍ ହୋଇଥିଲା। ଏହା ପରଠାରୁ ଭାରତକୁ ଆଉ କେବେ ଏହି ସମ୍ମାନଜନକ ଟ୍ରଫି ଉଠାଇବାର ସୌଭାଗ୍ୟ ମିଳି ନାହିଁ। ୪୭ ବର୍ଷ ପରେ ବିଶ୍ୱକପ୍ ଟାଇଟଲ୍ ଜିତିପାରିବ କି ଭାରତ? ଆୟୋଜକ ଟିମ୍ ଏଥିପାଇଁ କେତେ ପ୍ରସ୍ତୁତ?
ଗତକାଲି ଇଣ୍ଡିଆନ୍ ସୁପର୍ ଲିଗ୍ର ଏକ ମ୍ୟାଚ୍ ଚାଲିଥିବା ବେଳେ ହଠାତ ଫ୍ଲଡ୍ ଲାଇଟ୍ ବନ୍ଦ ହୋଇଯିବାରୁ ପ୍ରାୟ ୧୫ ମିନିଟ୍ ଧରି ବ୍ୟାଘାତ ହୋଇଥିଲା ମ୍ୟାଚ୍।
ଏଥିପାଇଁ ନବୀନ ସରକାର, ମ୍ୟାନେଜମେଣ୍ଟ ଦାୟୀ ବୋଲି କହିଲେ।
ଭୁବନେଶ୍ୱରର ବିଭିନ୍ନ ଛକରେ ଫୁଟବଲ୍ ଫିଭର ଦେଖିବାକୁ ମିଳିଛି। ପୋଷ୍ଟର, ବ୍ୟାନର୍ରେ ଝଲସୁଛି ରାସ୍ତାଘାଟ। ଆୟୋଜକ ଭାରତ ସମେତ ବ୍ରାଜିଲ, ମରୋକୋ ଏବଂ ଆମେରିକା ଟିମ୍ କଳିଙ୍ଗ ଷ୍ଟାଡିୟମରେ ଖେଳିବେ।
ଆସନ୍ତା ୧୧ ତାରିଖରୁ ଆରମ୍ଭ ହେଉଛି ୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ୍ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ସମସ୍ତ ମ୍ୟାଚ୍ ଖେଳାଯିବ ।
କଳିଙ୍ଗରେ ଖେଳିବେ ନବୀନ ବାବୁ। ସାଙ୍ଗରେ ପୁଣି ଅଛନ୍ତି ମୁଖ୍ୟ କୋଚ୍...କଳା ପ୍ୟାଣ୍ଟ ସାଙ୍ଗକୁ ଧଳା ସାର୍ଟ ଦେଖିଲେ କିଏ କହିବ ମୁଖିଆଙ୍କୁ ୭୫ ଛୁଇଁଲାଣି ବୋଲି? ଜାଗା ମୁଣ୍ଡରେ ଶହେ ଶହେରେ ହେଲା ଖେଳ…
ଷ୍ଟାଡିୟମ ପରିସରରେ ର୍ନିମାଣାଧୀନ ଇଣ୍ଡୋର ଆଥଲେଟିକ୍ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ।
ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ । ମାଳ ମାଳ ଯୋଜନା ଘୋଷଣା କରୁଛନ୍ତି ବିଜେଡ଼ି ସରକାର । ଆଗକୁ ପଞ୍ଚାୟତ ନିର୍ବାଚନ ଥିବାରୁ ଶିକ୍ଷକଙ୍କୁ ଥୋପ ପକାଇଥିବା ଉଭୟ ବିଜେପି ଓ କଂଗ୍ରେସ ଅଭିଯୋଗ କରିଥିବାବେଳେ କାଉଣ୍ଟର କରିଛି ବିଜେଡି ..
୨୦୧୫ ବ୍ୟାଚ୍ର ଓଡ଼ିଶା କନିଷ୍ଠ ଶିକ୍ଷକ ଲୋୟର ପିଏମ୍ଜିରେ ଗର୍ଜୁଛନ୍ତି। ଏମାନଙ୍କ ଦାବି ନିୟମିତ କରାଯାଉ। ଏଭଳି ସ୍ଥିତିରେ ଗୋଟିଏ ପଟେ ଠିକାରେ ନିଯୁକ୍ତି ଦେଇ ରାଜ୍ୟ ସରକାର ବାହାବା ନେଉଛନ୍ତି।
ମନେପକାନ୍ତୁ, ୨ ଦିନ କଣ କହିଥିଲା ପୋଲିସ କମିଶନରେଟ୍। ରାଜଧାନୀରେ ଡିଜେ ବାଜିଲେ, ବାଣ ଫୁଟିଲେ ଜଣାଇବାକୁ ସାଧାରଣ ଲୋକଙ୍କୁ ପରାମର୍ଶ ଦେଇଥିଲା କମିଶନରେଟ ପୋଲିସ।
ଜୁନିଅର ବିଶ୍ୱକପ୍ ହକିରେ ପଶିଲା କରୋନା। ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଖେଳା ଯାଉଥିବା ଜୁନିଅର ପରୁଷ ବିଶ୍ୱକପ୍ ହକିରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି।
ଜର୍ମାନୀ ୪ଟି ଗୋଲ ଦେଇ ଭାରତକୁ ବିଦାୟ ରାସ୍ତା ଦେଖାଇଥିଲା। ଭାରତ ପକ୍ଷରୁ ଉତ୍ତମ ସିଂ ଏବଂ ବବି ସିଂ ଧାମି ୨ଟି ଗୋଲ ଦେଇଥିଲେ।
ମ୍ୟାଚର ବାକି ସମୟ ଉଭୟ ଦଳ ପରସ୍ପରକୁ କଡ଼ା ଟକ୍କର ଦେଇଥିଲେ। ଉଭୟ ଭାରତ ଓ ବେଲଜିୟମର ଆଟାକ୍ ଦମଦାର ଥିଲା