• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Kalinga Stadium

Netherlands vs Argentina
ହଲାଣ୍ଡକୁ ହରାଇ ସେମିରେ ଆର୍ଜେଣ୍ଟିନା 

ପ୍ରଥମ କ୍ୱାର୍ଟର ଫାଇନାଲ୍ ମ୍ୟାଚରେ ସ୍ପେନକୁ ହରାଇ ସେମି ଫାଇନାଲରେ ପ୍ରବେଶ କରିଛି ଜର୍ମାନୀ। ଜର୍ମାନୀ ବିପକ୍ଷରେ ଆସନ୍ତା ୩ତାରିଖରେ ସେମିଫାଇନାଲ ମ୍ୟାଚ ଖେଳିବ ଆର୍ଜେଣ୍ଟିନା।

quarter Final Match
ଫ୍ରାନ୍ସ ବିପକ୍ଷରେ କରିଥିବା ଭୁଲ୍‌ର ପୁନରାବୃତ୍ତି ହେବନି: ଦିଲ୍ଲୀପ ତିର୍କୀ

ସମସ୍ତ କ୍ୱାର୍ଟର ଫାଇନାଲ୍ ମଧ୍ୟରୁ ସମସ୍ତଙ୍କ ନଜର ରହିଛି ଭାରତ ଓ ବେଜିୟମ ଉପରେ। ଜୁନିୟର ବିଶ୍ୱକପର ସେମିଫାଇନାଲ୍ ଟିକଟ ପାଇଁ ହେବ କଡା ଟକ୍କର। ଡିଫେଣ୍ଡିଂ ଚାମ୍ପିୟନ ଭାରତ ଆଗରେ ରହିଛି ବେଲଜିୟମ।

ARJENTINA vs GERMANY
ଆର୍ଜେଣ୍ଟିନାକୁ ୩-୨ ଗୋଲରେ ହରାଇଲା ଜର୍ମାନୀ

ଆରମ୍ଭରୁ ହିଁ ଦୁଇ ଦଳ ଆକ୍ରମଣାତ୍ମକ ଢଙ୍ଗରେ ଖେଳିଥିଲେ। ମ୍ୟାଚର ୧୧ମିନିଟରେ ଜର୍ମାନୀ ତାର ଦଳୀୟ ପ୍ରଥମ ଗୋଲ ଦେଇଥିଲା। ଦଳ ପକ୍ଷରୁ ପୋଲଜାରିକ ମାଟେଓ ଆର୍ଜେଣ୍ଟିନା ଡିଫେନଣ୍ଡରଙ୍କୁ ଚକମା ଦେଇ ଗୋଲଟି କରିଥିଲେ।

Spain vs Holland
ଶେଷ ମିନିଟ୍‌ରେ ସ୍ପେନ୍‌ ଠାରୁ ମ୍ୟାଚ୍‌ ଛଡାଇ ନେଲା ହଲାଣ୍ଡ

ଶେଷ ଅଧଘଣ୍ଟା ଖେଳିବାକୁ ଆସିଥିବା ଦୁଇ ଦଳ ପାର୍ଶ୍ଵ ପରିବର୍ତ୍ତନ କରି ପୁଣି ନୂଆ ଷ୍ଟ୍ରାଟେଜିରେ ଖେଳ ଆରମ୍ଭ କରିଥିଲେ। ତୃତୀୟ  କ୍ୱାର୍ଟରରେ ୨ଟି ଗୋଲ ଦେଖିବାକୁ ମିଳିଥିଲା। ଏହି ଦୁଇଟି ଗୋଲ ଦେଇଥିଲା ସ୍ପେନ।

canada vs poland
କାନାଡାକୁ ୧-୦ ଗୋଲରେ ହରାଇଲା ପୋଲାଣ୍ଡ

ଫାଷ୍ଟ ହାଫ ଶେଷ ସୁଦ୍ଧା ଉଭୟ ଦଳ ଖାତା ଖୋଲି ପାରିନଥିଲେ। ତୃତୀୟ କ୍ୱାର୍ଟର ବେଳକୁ ଆଉଏକ ରଣନୀତି ପ୍ରସ୍ତୁତ କରି ପାର୍ଶ୍ଵ ପରିବର୍ତ୍ତନ କରି ପଡିଆକୁ ଓହ୍ଲାଇଥିଲା ପୋଲାଣ୍ଡ।

Hockey Men's Junior World Cup
ଜୁନିୟର ହକି ବିଶ୍ୱକପ୍ ମ୍ୟାଚ୍‌: ଭାରତୀୟ ଦଳରେ ସ୍ଥାନ ପାଇଲେ ୩ ଓଡ଼ିଆ

ଜୁନିଅର ହକି ବିଶ୍ୱକପ୍‌ ମ୍ୟାଚ୍‌ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି। ଏଥିରେ ଓଡ଼ିଶାର ୩ ଜଣ ସ୍ଥାନ ପାଇଛନ୍ତି। ବିବେକ ସାଗର ପ୍ରସାଦଙ୍କୁ ଦଳର ଅଧିନାୟକ ଘୋଷଣା କରାଯାଇଛି। 

Kalinga Stadium
ବିନା ଦର୍ଶକରେ ଭୁବନେଶ୍ୱରରେ ହେବ ଜୁନିୟର ହକି ବିଶ୍ୱକପ୍ ମ୍ୟାଚ୍‌

ବିନା ଦର୍ଶକରେ ହେବ ପୁରୁଷ ଜୁନିୟର ହକି ବିଶ୍ୱକପ୍। ନଭେମ୍ବର ୨୪ ତାରିଖରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଥିବା ଏହି ବିଶ୍ୱକପ୍ ବିନା ଦର୍ଶକରେ ଖେଳା ଯିବାକୁ ନିଷ୍ପତ୍ତି ନିଆଯାଇଛି।

Youth Attacked Over Past Enmity Near Kalinga Stadium In Bhubaneswar
ଦଶହରା ଘଡ଼ିରେ ଉତ୍ପାତ କରୁଛନ୍ତି ଦୁର୍ବୃତ୍ତ

ରାଜଧାନୀରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ। ଦଶହରା ଘଡ଼ିରେ ଉତ୍ପାତ କରୁଛନ୍ତି ଦୁର୍ବୃତ୍ତ। ଗତ ସନ୍ଧ୍ୟାରେ କଳିଙ୍ଗ ଷ୍ଟାଡିୟମ୍ ଛକରେ ଜଣେ ବାଇକ୍ ଆରୋହୀଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି।