କଳ୍ପନା ସୋରେନ୍। ଦିନେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ ଭାବେ ଲୋକେ ତାଙ୍କୁ ଜାଣୁଥିଲେ। ଏବେ ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ଟପ୍ ଲିଡର। ବିଧାନସଭା ନିର୍ବାଚନରେ JMM ପାଇଥିବା ବଡ଼ ବିଜୟର ଶ୍ରେୟ ଦିଆଯାଉଛି କଳ୍ପନାଙ୍କୁ। ଏପରିକି ଗାଣ୍ଡେ ଆସନରୁ ଜିତି ବିଧାୟିକା ବି ହୋଇଛନ୍ତି ଏହି ଓଡ଼ିଆ ଝିଅ।
ଜେଲରୁ JMM ସରକାର 2.O । ଝାଡ଼ଖଣ୍ଡରେ ପୁଣି ହେମନ୍ତ ସୋରେନ ସରକାର । ଆସନ୍ତା ୨୮ରେ ଶପଥ ଗ୍ରହଣ । ହେଲେ JMMର ଏହି ଧୂଆଁଧାର ବିଜୟର କ୍ରେଡିଟ୍ ଦିଆଯାଉଛି ଓଡ଼ିଆ ଝିଅ କଳ୍ପନା ସୋରେନଙ୍କୁ ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନୀତା କେଜ୍ରିୱାଲଙ୍କୁ ଆଜି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ଭେଟିଛନ୍ତି ।
ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ୍ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି।
୨୦୦୬ ମସିହାରେ ହେମନ୍ତଙ୍କୁ ବିବାହ କରିବା ପରେ କଳ୍ପନା ରାଜନୀତିକୁ ବେଶ୍ ପାଖରୁ ଦେଖିଛନ୍ତି । ତେଣୁ ବର୍ତ୍ତମାନ ସ୍ଥିତିରେ ସ୍ୱାମୀଙ୍କ ଆସନରେ ସେ ବସିଲେ ସବୁ ପରିସ୍ଥିତିର ମୁକାବିଲା କରିପାରିବେ । ଏହାସହ ହେମନ୍ତଙ୍କ ପାଇଁ ବି ରାଜନୈତିକ ଫାଇଦା ଅଧିକ ରହିବ ।