• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Kartika Brata

Importance of Boating in Kartik Purnima
Kartika Purnima 2023: କାର୍ତ୍ତିକ ମାହାତ୍ମ୍ୟ: ସାଧାରଣ ଜନଜୀବନକୁ ପ୍ରଭାବିତ କରେ ‘ଆ କା ମା ବୈ’

ଧାର୍ମିକ ଭାବନା ଦୃଷ୍ଟିରୁ କାର୍ତ୍ତିକର ଶେଷ ପାଞ୍ଚ ଦିନ ଅତ୍ୟନ୍ତ ପବିତ୍ର। ଓଡ଼ିଶାରେ କାର୍ତ୍ତିକ ପୂର୍ଣ୍ଣିମାକୁ ‘ବୋଇତ ବନ୍ଦାଣ’ ଦିବସ ଭାବରେ ପାଳନ କରାଯାଏ ଆଉ ସବୁ ଜଳାଶୟ ଡଙ୍ଗାରେ ପୂରିଉଠେ। କ’ଣ ରହିଛି ଏହାର ମହତ୍ତ୍ୱ ଆସନ୍ତୁ ଜାଣିବା।

Kartik snan benefits and importance
Kartika Purnima 2023: କାର୍ତ୍ତିକ ମାସରେ ଶୀତଳ ଜଳରେ କାହିଁକି କରାଯାଏ ପ୍ରାତଃ ସ୍ନାନ

କାର୍ତ୍ତିକ ମାସରେ ଭୋର୍‌ରୁ ଉଠି ସ୍ନାନ କରିବାର ବିଧି ରହିଛି। ଏହାକୁ ଅନେକ ପବିତ୍ର ସ୍ନାନ ବୋଲି ବିବେଚନା କରନ୍ତି। କିନ୍ତୁ ପଛରେ ମଧ୍ୟ ରହିଛି ବୈଜ୍ଞାନିକ କାରଣ। ଏହି ସ୍ନାନ ଯୋଗୁଁ ଶରୀର ରୋଗମୁକ୍ତ ହୁଏ। କିପରି ଆସନ୍ତୁ ଜାଣିବା।

Why is the sound of 'Aka ma bai' heard in rivers and ponds on Kartik Purnima
Kartika Purnima 2023: କାର୍ତ୍ତିକ ପୂର୍ଣ୍ଣିମାରେ କାହିଁକି ନଦୀ-ପୋଖରୀରେ ଗୁଞ୍ଜରିତ ହୁଏ ‘ଆ କା ମା ବୈ’

କାର୍ତ୍ତିକ ପୂର୍ଣ୍ଣିମା ଦିନ ଡଙ୍ଗା ଭସା ଅତି ଉତ୍ସାହର ସହ ପାଳନ କରାଯାଏ। ପ୍ରତି ନଦୀ ଆଉ ପୋଖରୀରେ ଓଡ଼ିଆମାନେ ଡଙ୍ଗା ଭସେଇ ‘ଆ କା ମା ବୈ’ର ଡାକ ଦେଇଛନ୍ତି। କ’ଣ ରହିଛି ଏହାର ଗୁରୁତ୍ୱ? ଏହିଦିନ କାହିଁକି ପ୍ରତି ଓଡ଼ିଆଙ୍କୁ ମୁହଁରୁ ଭାସିଆସେ ଏହି ଶବ୍ଦ?

ପଞ୍ଚୁକର ପ୍ରଥମ ଦିନ
ପଞ୍ଚୁକର ପ୍ରଥମ ଦିନରେ ଜଗନ୍ନାଥ ଭକ୍ତଙ୍କୁ ଦର୍ଶନ ଯନ୍ତ୍ରଣା, ବ୍ୟାରିକେଡ୍‌ରେ ଶ୍ରଦ୍ଧାଳୁ କଲବଲ

ଜଗନ୍ନାଥ ଧାମରେ କାଳିଆକୁ ଦର୍ଶନ ପାଇଁ ଭକ୍ତଙ୍କୁ ଯନ୍ତ୍ରଣା। ଶ୍ରୀମନ୍ଦିରରେ ଆଜି ଠାକୁରଙ୍କୁ ଲକ୍ଷ୍ମୀ ନାରାୟଣ ବେଶରେ ଦର୍ଶନ ପାଇଁ ଅସମ୍ଭବ ଭିଡ଼ ହୋଇଛି। ନୀତିକାନ୍ତିରେ ବିଳମ୍ବ ସାଙ୍ଗକୁ ପଶ୍ଚିମଦ୍ୱାର ବନ୍ଦ ଯୋଗୁଁ ଶ୍ରଦ୍ଧାଳୁ ଘଣ୍ଟା ଘଣ୍ଟା ଲାଇନ୍‌ରେ ରହି କଲବଲ ହୋଇଛନ୍ତି।

Kartika Habisa
ସାରା ଓଡ଼ିଶାରେ ଏହି ଗୋଟିଏ ସ୍ଥାନ, ୫ ଟଙ୍କାରେ ହବିଷ୍ୟାଳିଙ୍କୁ ମିଳୁଛି ହବିଷାନ୍ନ

୫ ଟଙ୍କାରେ ହବିଷ୍ୟାଳିଙ୍କୁ ଦିଆଯାଉଛି ହବିଷାନ୍ନ । ପ୍ରତିଦିନ ରାଧାରାଣୀ ମଠରେ ପ୍ରସ୍ତୁତ ହୋଇଥାଏ ଏହି ଖାଦ୍ୟ ।

Kartika Brata
ଆଜିଠୁ କାର୍ତ୍ତିକ ବ୍ରତ; ବାବା ଧବଳେଶ୍ୱରଙ୍କ ପୀଠରେ ଜମିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଆଜିଠାରୁ ପବିତ୍ର କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି । ଦୁଇ ବର୍ଷ ଧରି କରୋନା ଯୋଗୁଁ ପୁରୀରେ ହବିଷ୍ୟାଳି ଶିବିର ବନ୍ଦ ରହିଥିବା ଯୋଗୁ ନିରାଶ ହୋଇଥିଲେ ହବିଷ୍ୟାଳି ।