କଟକ ସହରର ଅନ୍ୟତମ ଲାଇଫଲାଇନ୍ କାଠଯୋଡ଼ି ଏବେ ବିଷାକ୍ତ । କାରଣ ବର୍ଷ ତମାମ ଏ ନଦୀରେ ମିଶୁଛି ସହର ଯାକର ଆବର୍ଜନା ପାଣି । ଲୋକେ ହେଉଛନ୍ତି ରୋଗାକ୍ରାନ୍ତ ।
କାଠଯୋଡ଼ିକୁ ସ୍ୱଚ୍ଛ ରଖିବାକୁ ଗତ ବର୍ଷ ମାର୍ଚ୍ଚ ୨୧ରେ ତାଗିଦ୍ କରିଥିଲେ ହାଇକୋର୍ଟ । ସହରର ନର୍ଦ୍ଦମା ପାଣି କାଠଯୋଡ଼ିକୁ ନଦୀକୁ ନଛାଡ଼ିବାକୁ ଉଭୟ କଟକ ମହାନଗର ନିଗମ ଓ ୱାଟକୋକୁ ନିର୍ଦ୍ଦେଶ ଦେଇଥିଲେ ଉଚ୍ଚ ନ୍ୟାୟାଳୟ ।
କଟକ କାଠଯୋଡ଼ି ନଦୀକୁ ଡେଇଁ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି ।