ତ୍ରୁଟିପୂର୍ଣ୍ଣ ହେଲିକପ୍ଟରକୁ ଆଜି ସକାଳ ପ୍ରାୟ ୭ଟା ସମୟରେ MI 17 ହେଲିକପ୍ଟର ଯୋଗେ ଗୌଚାର ଏୟାରଷ୍ଟ୍ରିପକୁ ମରାମତି ପାଇଁ ନିଆଯାଉଥିଲା। ତେବେ ବାୟୁସେନା ହେଲିକପ୍ଟର ଭାରସାମ୍ୟ ହରାଇ ବସିଥିଲା।
ହେଲିକପ୍ଟର ବାହାରେ ସେଲ୍ଫି ନେବାବେଳେ ଅଧିକାରୀଙ୍କ ଜୀବନ ଚାଲିଗଲା ।
କଣ ହେଲା, କେମିତି ହେଲା କିଛି ବୁଝିବା ପୂର୍ବରୁ ସବୁ କିଛି ସରିଯାଇଥିଲା, ଆଉ ଆଖି ବୁଜିସାରିଥିଲେ କେଦାରନାଥଙ୍କ ଭକ୍ତ ।
ଦର୍ଶନ ପରେ ମୋଦି କେଦାରନାଥ ରୋପୱେ ପ୍ରକଳ୍ପର ମୂଳଦୁଆ ପକାଇବେ ।
କେଦାରନାଥରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶିତ ହୋଇଛି।
କେଦାରନାଥ ପୀଠରେ ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତି ସ୍ଥାପନ। ଶଙ୍କରାଚାର୍ଯ୍ୟଙ୍କ ପୁନଃର୍ନିମିତ ସମାଧି ଏବଂ ମନ୍ଦିର ପରିସରରେ ତାଙ୍କର ବିଶାଳ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତକୁ ନେଇ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ବ୍ୟବସ୍ଥା ରହିଛି। ଅକ୍ଟୋବର ୭ରେ ପ୍ରଧାନମନ୍ତ୍ରୀ ଉତ୍ତରପ୍ରଦେଶର ଜଲି ଗ୍ରାଣ୍ଟ ବିମାନବନ୍ଦର ଟର୍ମିନାଲକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି।