ବନ ବିଭାଗର ଏହି କେନ୍ଦୁପତ୍ର ଫଡ଼ି ଅର୍ଥାତ ଗୋଦାମରେ ଗତକାଲି ରାତିରେ ମୁଖା ପିନ୍ଧା ୧୦ ଜଣ ଡକାୟତ ପଶିଥିଲେ ।
କନ୍ୟା ବିବାହ ସହାୟତା ରାଶିକୁ ୨୫ ହଜାର, ସିଜିନାଲ କର୍ମଚାରୀଙ୍କ ବୋନସ ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରିଛନ୍ତି ସରକାର । ରେଢ଼ାଖୋଲରେ ଆୟୋଜିତ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ବିଶାଳ ସମାବେଶରେ ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ।
କେନ୍ଦୁପତ୍ର ସରକାରଙ୍କ ରାଜସ୍ୱ ଆୟର ଏକ ପ୍ରମୁଖ ମାଧ୍ୟମ। ଏହା ନିରିହ ଆଦିବାସୀଙ୍କ ପାଇଁ ଏକମାତ୍ର ସାହାରା କହିଲେ ଚଳେ । ତଥାପି ସେମାନଙ୍କ ସମସ୍ୟାର ସମାଧାନ ହୋଇ ପାରୁନି। ଏନେଇ ଖଡ଼ିଆଳ ରୁ ଦେଖିବା ଏଇ ବିଶେଷ ରିପୋର୍ଟ……
ଧାମନଗର ପରାଜୟ ପରେ ବିଜେଡି ପାଇଁ ସମ୍ମାନର ପ୍ରଶ୍ନ ହୋଇଛି ପଦ୍ମପୁର। କେତେବେଳେ ପଦ୍ମପୁର ପାଇଁ ପ୍ୟାକେଜ ତ ଆଉ କେତେବେଳେ ଚାଷୀଙ୍କ ପାଇଁ ଇନ୍ପୁଟ୍ ସବ୍ସିଡି ଘୋଷଣା କରୁଛନ୍ତି ରାଜ୍ୟ ସରକାର।
କେନ୍ଦୁପତ୍ର ତୋଳାଳିଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାଦ୍ୱାରା ରାଜ୍ୟର ୭ ଲକ୍ଷ ୫୦ ହଜାର କେନ୍ଦୁପତ୍ର ତୋଳାଳି ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇବେ ବୋଲି ଆକଳନ ହୋଇଛି।