• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Khallikote University

Khallikote University
ୟୁଜିସି ୱେବସାଇଟରେ ନାହିଁ ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟ ନାଁ

ୟୁନିଭର୍ସିଟି ହେବାର ୨୧ ମାସ ପରେ ବି ୟୁଜିସି କିମ୍ବା ଏନସିଟିଇ ତାଲିକାରେ ନାହିଁ ଖଲିକୋଟ ଏକକ ବିଶ୍ୱବିଦ୍ୟାଳୟର ନାଁ ।

Khallikote University
ଛାତ୍ରଛାତ୍ରୀଙ୍କ ବଡ଼ ଦ୍ୱନ୍ଦ୍ୱ!! ଖଲିକୋଟ ସ୍ୱୟଂଶାସିତ କଲେଜ ନା ଖଲିକୋଟ ବିଶ୍ୱବିଦ୍ୟାଳୟ ?

ନାମଫଳକ ବଦଳିଲା, କୁଳପତି ନିଯୁକ୍ତ ହେଲେ। କିନ୍ତୁ ଏହା ଭିତରେ ୟୁନିଭର୍ସିଟି ଗଠନକୁ ଦୁଇ ବର୍ଷ ହେବାକୁ ଯାଉଥିଲା ବେଳେ, ଛାତ୍ରଛାତ୍ରୀଙ୍କ ଅଭିଯୋଗ ନା ଖଲିକୋଟ ବିଶ୍ୱବିଦ୍ୟାଳୟକୁ ଏଯାଏଁ ୟୁଜିସି ସ୍ୱୀକୃତି ମିଳିଛି, ନା ଏନ୍‌ସିଟିଇ ବା ନ୍ୟାସନାଲ କାଉନସିଲ ଫର ଟିଚର ଏଜୁକେନ୍ ତାଲିକାରେ ୟୁନିଭର୍ସିଟିର ନାଁ ଅଛି ।

Faculty crunch hits Khallikote University
୫୩ ଗେଷ୍ଟ ଫ୍ୟାକଲ୍ଟିଙ୍କୁ ଛଟେଇ; ଧାରଣାରେ ବସିଲେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ

ନାହିଁ ନାହିଁରେ ଚାଲିଛି ବ୍ରହ୍ମପୁରର ପୁରାତନ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ । ଅଧ୍ୟାପକ ମରୁଡ଼ି ପଡିଥିବାବେଳେ ୧୮ଟି ବିଭାଗରେ ୮୮ଟି ପୋଷ୍ଟରୁ ମାତ୍ର ୨୨ ଜଣ ସ୍ଥାୟୀ ଅଧ୍ୟାପକ ଏବଂ ବଳକା ଗେଷ୍ଟ ଫ୍ୟାକଲ୍ଟିରେ ଚାଲୁଛି କଲେଜ ।

khallikote university
ମାନ୍ୟତା ପରେ ମିଳୁଛି ମାନ୍ୟତା, ହେଲେ ବଦଳୁନି ଭିତ୍ତିଭୂମି

ମାନ୍ୟତା ପରେ ମିଳୁଛି ମାନ୍ୟତା। ହେଲେ ବଦଳୁନି ଭିତ୍ତିଭୂମି। ନା ଅଛନ୍ତି ଆବଶ୍ୟକ ସଂଖ୍ୟକ ଅଧ୍ୟାପକ ନା ଆରମ୍ଭ ହୋଇପାରୁଛି ଦ୍ୱିତୀୟ କ୍ୟାମ୍ପସ।ବ୍ରହ୍ମପୁରର ଖଲ୍ଲିକୋଟ ଏକକ ବିଶ୍ୱ ବିଦ୍ୟାଳୟରେ ଏଭଳି ଅସୁବିଧା ଦେଖିବାକୁ ମିଳିଛି।