ମେ' ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ । ତାରିଖ ଘୋଷଣା ହେଉ ହେଉ ଶାସକ ଦଳଠାରୁ ଆରମ୍ଭ କରି ବିରୋଧୀ ଏବେ ପୁରା ସକ୍ରିୟ।
ଯୁବକଙ୍କୁ ଅପହରଣ କରି ଦୁର୍ବୃତ୍ତମାନେ ନେବାବେଳେ, ଚଳନ୍ତା କାର୍ରୁ ଯୁବକ ଜଣକ ଡେଇଁ ପଡ଼ିଥିଲେ। ତେବେ ଥାନାରେ ପହଞ୍ଚିବା ପରେ ସମ୍ପୃକ୍ତ ଯୁବକଙ୍କ ମୃତ୍ୟୁ ହୋଇଛି।
ଫିଲ୍ମ ଷ୍ଟାଇଲରେ ଗୁଣ୍ଡାରାଜ୍। ପୁଅକୁ ଅପହରଣ କରିବାକୁ ଆସିଥିଲେ। ହେଲେ ପୁଅକୁ ନପାଇ ବାପାକୁ ଅପହରଣ କରି ନେଇଥିବା ଅଭିଯୋଗ।
ଭୁବନେଶ୍ୱର ଡିସିପି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ପରେ ଯୁବକ ଜଣକ ମନିଷ ବୋଲି ଜଣାପଡ଼ିଥିଲା। ଗତକାଲି ଇନଫୋସିସ୍ ଥାନା ଅଞ୍ଚଳରୁ ଜଣେ ଯୁବକଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ତେବେ ସେହି ଯୁବକ ଜଣକ କିଏ ସେ ସମ୍ପର୍କରେ ଏବେ ତଦନ୍ତ କରାଯାଇଥିଲା।
ବ୍ରହ୍ମପୁର: ବାପାଙ୍କ ବ୍ୟବସାୟୀକ ଶତ୍ରୁତାକୁ ନେଇ ପୁଅକୁ ଅପହରଣ। ବକେୟା ଟଙ୍କାକୁ ନେଇ ଛାତ୍ରଙ୍କୁ ଅପହରଣ ୪ଦିନ ଧରି ନିର୍ଯାତନା ପରେ କୌଶଳକ୍ରମେ ଖସିଆସିଲେ ଛାତ୍ର। ଏଭଳି ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଗୁଡ଼ଇାପଲ୍ଲୀ ଗାଁରୁ। ସୂଚନା ଅନୁସାରେ ଗତ ୧୪ ତାରିଖରେ ଗାଁର ପ୍ରଦୀପ ସାହୁଙ୍କ ପୁଅ ଅଜୟ ସାହୁ ଗତ ୧୪ ତାରିଖରୁ ନିଖୋଜ ଥିଲେ। ଏନେଇ ଖୋଜାଖୋଜି କରି ନପାଇବା ପରେ କବିସୂର୍ଯ୍ୟନଗର ଥାନାରେ ଏତଲା ଦେଇଥିଲେ। ତେବେ ଗତକାଲି […]