ନର୍ଥ କୋରିଆର ଏକଛତ୍ରବାଦୀ ନେତା କିମ୍ ଇଲ୍ ସୁଙ୍ଗ । ୩୪ ଘଣ୍ଟା ବିଳମ୍ବରେ ହୋଇଥିଲା ମୃତ୍ୟୁର ଘୋଷଣା । ୧୦ ଦିନ ବାଧ୍ୟତାମୂଳକ ଥିଲା କାନ୍ଦିବା । ସତରେ କାନ୍ଦୁଛନ୍ତି କି ନାହିଁ ନଜର ରଖିବାକୁ ନିଯୁକ୍ତ ହୋଇଥିଲେ ଜାସୁସ ।
ଉତ୍ତର କୋରିଆର ଶାସକ କିମ୍ ଜଙ୍ଗ ଉନ୍ ତାଙ୍କ ଝିଅ ସହ ନଜର ଆସିଥିଲେ । ଏକ କାର୍ଯ୍ୟକ୍ରମରେ ପତ୍ନୀ ଓ ଝିଅଙ୍କ ସହ ଯୋଗଦେଇଥିଲେ କିମ୍ ଜଙ୍ଗ ଉନ୍ । ସେହି ସମୟରେ ଉତ୍ତର କୋରିଆର ସେନା ଅଧିକାରୀ ତାଙ୍କୁ ସ୍ୱାଗତ ଜଣାଇଥିଲେ ।
ପୁଣି ବିବାଦରେ କିମ୍। କହିଲେ, ଏଥର ଆମେରିକା ଉପରେ ହେବ ପରମାଣୁ ଆକ୍ରମଣ। ବିଜୟ ହେବ ଉତ୍ତର କୋରିଆ...ଆମେରିକାର ଅବସ୍ଥା ହେବ ଏମିତି...
ଆମେରିକା ଉପରେ ପରମାଣୁ ବୋମା ପକାଇବାକୁ ଧମକ ଦେଇଛି ଉତ୍ତର କୋରିଆ...
ଉତ୍ତରକୋରିଆର ସେମଜିୟନ ସହରରେ କିମ୍ ଜୋଙ୍ଗ ଉନଙ୍କ ପିତା କିମ ଜୋଙ୍ଗ ଇଲଙ୍କ ୮୦ତମ ଜନ୍ମ ବାର୍ଷିକୀରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । କିମ୍ ଜୋଙ୍ଗ ଇଲଙ୍କ ଜୟନ୍ତୀରେ ଏକ ପ୍ରକାର ସ୍ୱତନ୍ତ୍ର ଫୁଲ ଲାଗିଥାଏ । ହେଲେ ମାଳିମାନେ ଅନବରତ କାମ କରିବା ଦ୍ୱାରା ମଧ୍ୟ ସେହି ଦିନ ଫୁଲ ଫୁଟିପାରିନଥିଲା ।
ଉତ୍ତର କୋରିଆରେ ଦେଖା ଦେଇଛି ଗୁରୁତର ଖାଦ୍ୟ ସଙ୍କଟ । ସରି ସରି ଯାଉଛି ଖାଦ୍ୟ ଭଣ୍ଡାର । ଆଉ ଏହାର ମୁକାବିଲା ପାଇଁ ଅଜବ ଆଦେଶ ଜାରି କରିଛନ୍ତି ରାଷ୍ଟ୍ରପତି କିମ୍ ଜଙ୍ଗ ଉନ୍ ।
ଦକ୍ଷିଣ କୋରିଆ ରାଷ୍ଟ୍ରପତିଙ୍କୁ କିମ ୟୋ ଜୋଙ୍ଗଙ୍କ ଖୋଲା ଚ୍ୟାଲେଞ୍ଜ । ଉତ୍ତର କୋରିଆ ଶାସକ କିମ ଜୋଙ୍ଗ ଉନଙ୍କ ଭଉଣୀ ବୁଧବାର ଦିନ ଦକ୍ଷିଣ କୋରିଆର ରାଷ୍ଟ୍ରପତିଙ୍କୁ ଆଲୋଚନା କରିବା ପରେ ସିଧାସଳଖ ଧମକ ଦେଇଛନ୍ତି । ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ସମ୍ପୂର୍ଣ୍ଣ ଶେଷ କରିଦେବାକୁ ସେ ଚେତାବନୀ ଦେଇଛନ୍ତି ।
କିଛି ଦିନ ତଳେ ନିଜର ସ୍ୱାସ୍ଥ୍ୟକୁ ନେଇ ବେଶ ଚର୍ଚ୍ଚାରେ ଥିଲେ ଉତ୍ତର କୋରିଆ ସୁପ୍ରିମୋ କିମ୍ ଜୋଙ୍ଗ ଉନ (Kim Jong Un)। ହେଲେ କିମ୍ ଜୋଙ୍ଗଙ୍କର କ’ଣ ହୋଇଥିଲା ସେ ବିଷୟରେ କିଛି ତଥ୍ୟ ମିଳି ନ ଥିଲା। ହେଲେ ଏବେ ବଦଳି ଯାଇଛି ତାଙ୍କର ସ୍ୱାସ୍ଥ୍ୟ । ଦେଖାନ୍ତୁ କେମିତି ଦିଶୁଛନ୍ତି କିମ୍ ଜୋଙ୍ଗ।