ପୋଷ୍ଟାଲର କିସାନ ବିକାଶ ପତ୍ର ଯୋଜନା । ଯେଉଁ ଯୋଜନାରେ ଆପଣ ଭଲ ଫାଇଦା ଉଠାଇପାରିବେ । ଆପଣଙ୍କୁ ଏହି ଯୋଜନାରେ ୭ ପ୍ରତିଶତରୁ ଅଧିକ ସୁଧ ମିଳିବ । ଆର୍ଥାତ୍ ଆପଣ ୭.୫ ପ୍ରତିଶତ ସୁଧ ପାଇବେ । କିସାନ ବିକାଶ ପତ୍ର ଯୋଜନାରେ ଆପଣ ସର୍ବନିମ୍ନ ୧୦୦୦ ଟଙ୍କା ବିନିଯୋଗ କରିପାରିବେ ।