ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ କେକେଆର ଫାଇନାଲ୍ ମ୍ୟାଚ୍ରେ ସନ୍ ରାଇଜର୍ସ ହାଇଦ୍ରାବାଦକୁ ... ୱିକେଟ୍ରେ ପରାସ୍ତ କରି ତୃତୀୟ ଥର ପାଇଁ ହାତେଇଛି ଆଇପିଏଲ ଟାଇଟଲ ।
ଆଜି ଆଇପିଏଲ୍ ଟ୍ରଫି ଟକ୍କର। ଚେନ୍ନାଇର ଏମ୍ଏ ଚିଦାମ୍ବରମ୍ ଷ୍ଟାଡିୟମ୍ରେ ଖେଳାଯିବ ଚଳିତ ଆଇପିଏଲ୍ ସିଜନ୍ର ଫାଇନାଲ ମୁକାବିଲା।
ଆଜି ଖେଳାଯାଇଥିବା ଦ୍ୱିତୀୟ କ୍ୱାଲିଫାଇଂ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ୩୬ ରନରେ ମାତ୍ ଦେଇଛି ହାଇଦ୍ରାବାଦ।
ଆଇପିଏଲ୍ ପ୍ରଥମ କ୍ୱାଲିଫାୟାର ମ୍ୟାଚ୍ ଜିତିଲା କୋଲକାତା । ହାଇଦ୍ରାବାଦକୁ ୮ ୱିକେଟ୍ ରେ ହରାଇ ଫାଇନାଲରେ କୋଲକାତା ।
ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି କୋଲକାତା ନାଇଟ୍ ରାଇଡର୍ସ । ଏହା ସହ ଏକତରଫା ଭାବେ ଏହି ମ୍ୟାଚ ଜିତି ନେଇଛି KKR । ପ୍ରଥମ ଦଳ ଭାବେ ଫାଇନାଲରେ ପହଞ୍ଚିଯାଇଛି କେକେଆର୍ ।
ଭଭୟ ଟିମ୍ ମଧ୍ୟରୁ ଆଜି ଯିଏ ବି ଜିତିବ, ସିଏ ସିଧା ଫାଇନାଲ୍ରେ ଏଣ୍ଟ୍ରି କରିବ। ପରାସ୍ତ ହୋଇଥିବା ଟିମ୍ କ୍ୱାଲିଫାୟାର୍-୨ରେ ଖେଳିବ।
କୋଲକାତା ଇଡେନ୍ ଗାର୍ଡେନ୍ ଷ୍ଟାଡିୟମରେ ଆମ୍ନାସାମ୍ନି ହେବେ କେକେଆର୍ ଓ ସନ୍ରାଇଜର୍ସ ହାଇଦ୍ରାବାଦ ।
ପୁଣେର ଏମସିଏ ଷ୍ଟାଡିୟମରେ କେକେଆର୍ ଓ ହାଇଦ୍ରାବାଦ ମଧ୍ୟରେ ମ୍ୟାଚ୍ ଖେଳାଯିବ । ଟସ୍ ଜିତି କେକେଆର୍ ବ୍ୟାଟିଂର ନିଷ୍ପତ୍ତି ନେଇଛି ।