ପିକେଟିଂ ଯୋଗୁଁ ଆଜି ଦିନ ତମାମ ବହୁ ସ୍ଥାନରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା । କିଛି ସ୍ଥାନରେ ବନ୍ଦ ରହିଥିଲା ଶିକ୍ଷାନୁଷ୍ଠାନ ।
ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କୋଶଳ ସେନା ଓ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।