କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମରେ ଆନ୍ଧ୍ର ଅଧିକାରୀମାନେ ପୁଣି ପ୍ରବେଶ କରି ପେନସନ ହିତାଧିକାରୀ, ଛାତ୍ରଛାତ୍ରୀ, ଦିବ୍ୟାଙ୍ଗଙ୍କୁ ଏକତ୍ରିତ କରି କରୁଛନ୍ତି ଇ-କେୱାଇସି । ଲୋକଙ୍କ ଆଙ୍ଗୁଠିକୁ ମେସିନରେ ଲଗାଇ କରୁଛନ୍ତି ଆଧାର ଅପଡେଟ । ଲୋକଙ୍କୁ ଆନ୍ଧ୍ର ମୁହାଁ କରିବା ନିମନ୍ତେ ଏଭଳି ପ୍ରୟାସ କରୁଥିବା ଦେଖିବାକୁ ମିଳିଛି।
କୋଟିଆ କଦଳୀର ଆଦର ବଢୁଥିବା ବେଳେ ନିଜ ମାଟିରେ ଚାଷୀଙ୍କୁ କରାଯାଉଛି ହତାଦର। ବିନା ସରକାରୀ ସହାୟତାରେ ଚାଷୀ କରୁଛନ୍ତି କଦଳୀ ଚାଷ ।
ଓଡ଼ିଶା ସହ ଲାଗିରହିଥିବା ପଡୋଶୀ ରାଜ୍ୟର ସୀମା ବିବାଦ ନେଇ ଉତ୍ତର ରଖିଲେ ବିଭାଗୀୟ ମନ୍ତ୍ରୀ। କହିଲେ ପଡ଼ୋଶୀ ରାଜ୍ୟ ସହ ୧୪ଟି ଜିଲ୍ଲାର ସୀମା ବିବାଦ ରହିଛି।
ଘଞ୍ଚ ଜଙ୍ଗଲରୁ ବାଉଁଶ କାଟି ନେଉଛନ୍ତି ଆନ୍ଧ୍ର ବ୍ୟବସାୟୀ । ଦିନ ଦ୍ବିପ୍ରହରେ ବାଉଁଶ ବୋହି ନେଉଛନ୍ତି । କୋରାପୁଟ ଡିଏଫଓଙ୍କ ହସ୍ତକ୍ଷେପ ପରେ ବନ୍ଦ ହେଲା ବାଉଁଶ କଟା।
କିଏ ହାତେଇବ ୨୧ ଖଣ୍ଡ ଗ୍ରାମପୁଞ୍ଜ କୋଟିଆର ଭୋଟ୍? ଓଡ଼ିଶା ଖାତାରେ ପଡ଼ିବ କେତେ, ଆନ୍ଧ୍ର ଖାତାକୁ ଯିବ କେତେ ? ସୀମା ବିବାଦର ପଶାପାଲିରେ ଥିବା କୋଟିଆରେ ଆରମ୍ଭ ହେଲାଣି ଛକାପଞ୍ଝା, ଜୋର ଧରିଲାଣି ଟଣାଭିଡ଼ା ।
କେଉଁ ରାଜ୍ୟର ହୋଇ ଭୋଟ୍ ଦେବେ କୋଟିଆବାସୀ ? ଲୋକସଭା ସହ ଦୁଇ ରାଜ୍ୟର ବିଧାନସଭା ନିର୍ବାଚନ । ଉଭୟପଟୁ ଜୋର ଧରିଲାଣି ପ୍ରସ୍ତୁତି ଓ ସଚେତନତା କାର୍ଯ୍ୟକ୍ରମ ।
କୋଟିଆ ଗ୍ରାମପୁଞ୍ଜରେ ଆଦାନୀ ଗ୍ରୁପ ତିଆରି କରିବ ପମ୍ପ ଚାଳିତ ଜଳ ବିଦ୍ୟୁତ ପ୍ରକଳ୍ପ ଏବଂ ବିଦ୍ୟୁତ ସରବରାହ କରିବ ଟାଟା ପାୱାର । ପାଖାପାଖି ୫୦୦୦ କୋଟି ଟଙ୍କାର ଏହି ପ୍ରକଳ୍ପରେ ୨୨୦୦ ମେଗାୱାଟର ବିଦ୍ୟୁତ ଉତ୍ପନ୍ନ ହେବା ସୂଚନା ରହିଛି ।
ଗାଁ କୁ ବ୍ଲକ୍ ଏବଂ ଜିଲ୍ଲା ମୁଖ୍ୟାଳୟ ସହ ଯୋଡିବାକୁ ସରକାର ଆରମ୍ଭ କଲେ ଲକ୍ଷ୍ମୀ ବସ୍ ସେବା । ସ୍ୱତନ୍ତ୍ର ଭାବେ ପଟାଙ୍ଗି ଠାରୁ କୋଟିଆକୁ ଏକ ବସ୍ ଚଳାଚଳ ପାଇଁ ବ୍ୟବସ୍ଥା ରହିଥିଲାବେଳେ ଏଯାଏଁ କିନ୍ତୁ ବସ ଚାଲିପାରି ନାହିଁ ।
ଆନ୍ଧ୍ରର ଡିଜିଟାଲ୍ ଥୋପ.. ନିର୍ବାଚନ ପୂର୍ବରୁ ବିଛାଇଛି ଟାଓ୍ୱାର୍ ଜାଲ.. ଓଡ଼ିଶା ସରକାରର ତର ନାହିଁ.. ଫସିଯିବ କି କୋଟିଆ !
ଓଡିଶା ଓ ଆନ୍ଧ୍ର ମଧ୍ୟରେ କୋଟିଆ ପଂଚାୟତର ଗାଁ ଗୁଡିକୁ ନେଇ ସୀମା ବିବାଦ ଚାଲିଥିବାବେଳେ ଉପର ସେମ୍ବିରେ ପୋଷ୍ଟ ଅଫିସ ଖୋଲିବା ସହ ସେହି ଗାଁ ଠିକଣାକୁ ଆନ୍ଧ୍ରରେ ସାମିଲ କରିବାକୁ ଚକ୍ରାନ୍ତ କରିଥିଲା ଆନ୍ଧ୍ର।
ସାଲୁର ମଣ୍ଡଳମ୍ ହସ୍ପିଟାଲର ଡାକ୍ତର, ମେଡିକାଲ ଷ୍ଟାଫ୍ ଉପସ୍ଥିତ
ଆନ୍ଧ୍ର ପକ୍ଷରୁ ଏଭଳି କ୍ୟାମ୍ପ କରିବା ପ୍ରଥମ ନୁହେଁ। ବିଭିନ୍ନ ସମୟରେ ଅନୁପ୍ରବେଶ କରି ରାଜ୍ୟର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ଦେଖିବାକୁ ମିଳୁଛି।
କୋଟିଆରେ ଅନ୍ୟ ଲଘୁ ବନଜାତ ଦ୍ରବ୍ୟ ଭଳି ଫୁଲଝାଡୁର ସମ୍ଭାବନାକୁ ଦେଖି କିଛି ବର୍ଷ ଆଗରୁ ଏଠାରେ ଅଞ୍ଚଳବାସୀଙ୍କୁ ଫୁଲଝାଡୁ ଚାଷକୁ ବ୍ୟବସ୍ଥିତ କରିବାକୁ ପ୍ରୋତ୍ସାହନ ଯୋଗାଇ ଦେଇଛନ୍ତି ଓଡ଼ିଶା ସରକାର ।
କୋଟିଆରେ ଅନ୍ୟ ଲଘୁ ବନଜାତ ଦ୍ରବ୍ୟ ଭଳି ଫୁଲଝାଡୁର ସମ୍ଭାବନାକୁ ଦେଖି କିଛି ବର୍ଷ ଆଗରୁ ଏଠାରେ ଅଞ୍ଚଳବାସୀଙ୍କୁ ଫୁଲଝାଡୁ ଚାଷକୁ ବ୍ୟବସ୍ଥିତ କରିବାକୁ ପ୍ରୋତ୍ସାହନ ଯୋଗାଇ ଦେଇଛନ୍ତି ଓଡ଼ିଶା ସରକାର ।
୩ ଦିନିଆ ସରକାରୀ ଯୋଜନାର ପ୍ରଚାରରେ ଡେପୁଟି ସିଏମ୍ । ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ପରେ ଖଡ୍ଗହସ୍ତ ଓଡ଼ିଶା ନେତା ।
୩ ଦିନିଆ ସରକାରୀ ଯୋଜନାର ପ୍ରଚାରରେ ଡେପୁଟି ସିଏମ୍ । ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ପରେ ଖଡ୍ଗହସ୍ତ ଓଡ଼ିଶା ନେତା ।
ଆନ୍ଧ୍ର ଗୋ' ବ୍ୟାକ୍... ଉତ୍କଳ ଦିବସ ଅବସରରେ କୋଟିଆ ଗସ୍ତ କରି ଏହି ନାରା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୋରାପୁଟ ଜିଲ୍ଲାର ବହୁ ବିବାଦୀୟ ସୀମାବର୍ତ୍ତି ଗ୍ରାମପୁଞ୍ଜ 'କୋଟିଆ' ଉପରେ, ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଲୋଲୁପ ଦୃଷ୍ଟି ପକାଇଥିବା ବେଳେ; ଆଜି ସେଠାରେ ଆଡ଼ମ୍ବର ସହକାରେ ଉତ୍କଳ ଦିବସ ପାଳିଛନ୍ତି ଧର୍ମେନ୍ଦ୍ର ।
ରାଜ୍ୟ ସରକାରର ତଥା ବିଭିନ୍ନ ଘରୋଇ ସଂସ୍ଥା ଏବଂ ସଂଗଠନ ପକ୍ଷରୁ ମଧ୍ୟ ଉତ୍କଳ ଦିବସ ପାଳନ କରାଯାଉଛି ।
ଗୃହରେ ଉଠିଲା ରାଜ୍ୟ ସୀମା ସୁରକ୍ଷା ପ୍ରସଙ୍ଗ । ବିଧାନସଭାର ଶୂନ୍ୟକାଳରେ ଉଠିଲା ରାଜ୍ୟର ସୀମା ସୁରକ୍ଷା ପ୍ରସଙ୍ଗ ।
ରାଜ୍ୟ ସରକାରଙ୍କ ପାଖରେ ଏଭଳି ଘଟଣାର ଦୃଷ୍ଟିଗୋଚର ହୋଇନି । ବିଧାନସଭାରେ ଉତ୍ତର ରଖିଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।
କୋରାପୁଟ ଜିଲ୍ଲାପରିଷଦ ସଦସ୍ୟ ଟିକାଈ ଗେମେଲ ଏନେଇ ଆଶଙ୍କା ପ୍ରକାଶ କରିଛନ୍ତି ।
କିଛି ଦିନର ନୀରବତା ପରେ ପୁଣିଥରେ ଆନ୍ଧ୍ର ସରକାର କୋଟିଆ ଅଞ୍ଚଳରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରୁଥିବା ଦେଖିବାକୁ ମିଳିଛି ।
ପୂର୍ବ ଭଳି ସବୁ କିଛି ପ୍ରତିଶ୍ରୁତିରେ ରହିବ ନା ଫଳପ୍ରଦ ହେବ ତାହା ଏବେ ଆଶା ଓ ଆଶଙ୍କାରେ ।
ନୂଆ ୧୩ଟି ଜିଲ୍ଲା ମଧ୍ୟରୁ ମାନ୍ୟମ୍ ଜିଲ୍ଲାରେ କୋଟିଆର ୨୮ଟି ଗାଁ ଓ ୧୨ଟି ପଡ଼ାକୁ ସ୍ଥାନ ଦେଇଛନ୍ତି ଜଗନ୍ ସରକାର । ପୂର୍ବରୁ ୧୩ଟି ଜିଲ୍ଲା ଥିଲା ଆନ୍ଧ୍ରରେ ।