ଜଣେ ବାପା ସାରା ଜୀବନ ଅନେକ କଷ୍ଟ କରି ଦୁଇ ପୁଅଙ୍କୁ ମଣିଷ କରିଛନ୍ତି । ବହୁ କଷ୍ଟ କରି ଦୁଇ ପୁଅଙ୍କୁ ପାଠ ପଢ଼ାଇ ଡାକ୍ତର କରିଛନ୍ତି । ହେଲେ ସେହି ବାପା-ମା’ଙ୍କୁ ମିଳିଛି ନା ସାହା ନା ମିଳିଛି ପୁଅ, ବୋହୂ ଓ ନାତି ନାତୁଣୀଙ୍କ ସୁଖ ।