• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: L T

L&T
୨୦ କୋଟି ଦେଲେନି, ଏବେ ୧୦୦ କୋଟି ତଣ୍ଡ ଗଣିବେ ସରକାର

୧୯ ବର୍ଷ ତଳର ଏଲ୍-ଆଣ୍ଡ-ଟି କଂପାନୀକୁ ଠିକା କାମ, ଚୁକ୍ତି ଅନୁସାରେ ୨୦ କୋଟି ଟଙ୍କା ପଇଠ କଲେନି । ମାମଲା କୋର୍ଟକୁ ଗଲା ଓ ଶେଷରେ ଶହେ କୋଟି ଜରିମାନା ପୈଠ ନିର୍ଦ୍ଦେଶ ଆସିଛି । ସୁଧମୂଳ ସହ ଏବେ ଏତେ ଟଙ୍କା ଗଣାହେବ ରାଜ୍ୟ ରାଜ୍ୟକୋଷରୁ ।

L&T
ସରକାର ଦେଲେନି ଟଙ୍କା, ସରକାରୀ କାର୍ଯ୍ୟାଳୟରୁ ଜିନିଷ ଉଠାଇନେଲା L&T

ଘରୋଇ କମ୍ପାନୀର ବାକି ସୁଝି ପାରିଲେନି ସରକାର । ରାସ୍ତା ଓ ଗୃହ ନିର୍ମାଣ ବିଭାଗର ଉପକରଣ ନେଇଗଲା କମ୍ପାନୀ ।