• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Labour

minor daughter
ଦାଦନ ଦହନର ଦୟନୀୟ କାହାଣୀ; ବାପାଙ୍କ ପରଲୋକ ପରେ ବନ୍ଧାପଡ଼ିଛି ନାବାଳିକା ଝିଅ

ପତ୍ନୀ ପ୍ରତିବାଦ କରିବାରୁ ରୋଗୀଣା ସ୍ୱାମୀ ସହ ସ୍ତ୍ରୀ ଓ ଜଣେ ଦୃଷ୍ଟିବାଧିତ ଝିଅକୁ ଗାଁକୁ ପଠାଇ ଦେଇଥିଲା । ଏଣେ ଗାଁରେ ପହଞ୍ଚିବାର କିଛିଦିନ ପରେ ପ୍ରାଣ ହରାଇଛନ୍ତି ଅସୁସ୍ଥ କାହ୍ନୁ ମଲ୍ଲିକ । ତେଣେ ୧୧ ବର୍ଷର ନାବାଳିକା ଝିଅକୁ ଅଟକ ରଖିଛି ସର୍ଦ୍ଦାର ।

Sankirtan artists roar in the capital
ରାଜଧାନୀରେ ଗର୍ଜିଲା ଘଣ୍ଟ ଘଣ୍ଟା, ସଂକୀର୍ତ୍ତନ କଳାକାରଙ୍କ ହଲ୍ଲାବୋଲ୍

ରାଜଧାନୀରେ ଭାରତୀୟ ମଜଦୁର ସଂଘର ଗର୍ଜନ । ଠିକା ନିଯୁକ୍ତି ଉଚ୍ଛେଦ, ସମାନ କାମକୁ ସମାନ ଦରମା ଦାବିରେ ଅଙ୍ଗନୱାଡ଼ି, ପାଚିକା, ଆଶା କର୍ମୀଙ୍କ ମିଳିତ ସମାବେଶ । ସେପଟେ ଲୋୟର ପିଏମଜିରେ ୫ ଦଫା ଦାବି ନେଇ ହଜାର ହଜାର କଳାକାରଙ୍କ ସଂକୀର୍ତ୍ତନ ଆନ୍ଦୋଳନ ।

Meritorious girl in Odisha turns labourer to meet education cost
ମଜୁରି ଖଟୁଛନ୍ତି ଜିଲ୍ଲା ଟପ୍ପର; ରମାଦେବୀର ଛାତ୍ରୀ, ଗାଁରେ ନିର୍ମାଣ ଶ୍ରମିକ

ଖାଲି କର୍ମା ନୁହଁନ୍ତି, ତାଙ୍କ ପରି ଅନ୍ୟ କିଛି ଯୁବତୀଙ୍କର ମଧ୍ୟ ସମାନ ଅବସ୍ଥା । +୩ ପ୍ରଥମ ବର୍ଷରେ ପଢ଼ୁଥିବା ବଣ୍ଡାଘାଟିର ସମିତା ମୁଦୁଲି ମଧ୍ୟ ପଢ଼ା ଖର୍ଚ୍ଚ ଉଠାଇବା ପାଇଁ ସେ ବି କର୍ମାଙ୍କ ହାତରେ ହାତ ମିଶାଇ ବାଲି ମୁଣ୍ଡେଇ ଦେଉଛନ୍ତି ।

world labour day
କେବେ ପାହିବ ଶ୍ରମିକଙ୍କ ଦୁଃଖର ରାତି ? ଚାଖଣ୍ଡେ ପେଟ ପାଇଁ ଚାଲିଛି ପ୍ରତି ମୁହୂର୍ତ୍ତରେ ସଂଘର୍ଷ

ଆଉ ଦାଦନର ଯନ୍ତ୍ରଣା କହିଲେ ନସରେ । ବଲାଙ୍ଗୀର ବେଲପଡ଼ା ବ୍ଲକ୍ ଡେବରୀପାଲି ଗାଁର ଲାଲବାହାଦୂର ନାଏକ । ନିଜ ଅଞ୍ଚଳରେ କାମ ନ ପାଇ ଆନ୍ଧ୍ର ବିଜୟନଗର ଇଟାଭାଟିରେ ଦାଦନ ଖଟିବାକୁ ଯାଇଥିଲେ । କାମ କରୁ କରୁ ଦୁର୍ଘଟଣାର ଶିକାର ହେଲେ । ମାଲିକ ମୁହଁ ମୋଡ଼ିଦେବା ପରେ ଚାଷ ଜମି ବନ୍ଧା ପକାଇ ନିଜ ସାଧ୍ୟମତେ ଚିକିତ୍ସା କରି ଫେଲ ମାରିବା ପରେ ୬ ମାସ ଧରି ଶଯ୍ୟାଶାୟୀ ।

Odisha girl turns bonded labourer to feed sister & mother after father & brother’s death
ବାପା-ଭାଇ ଯିବା ପରେ ଭଉଣୀ ଲାଗି ଦାଦନ ଖଟୁଛି ରୂପା

ସାଙ୍ଗ ହୋଇ ଚାଲିଗଲେ ବାପା-ଭାଇ । ଅସୁସ୍ଥ ହୋଇ ପଡ଼ିଲା ବିଧବା ମାଆ...ତିନି ଭଉଣୀଙ୍କୁ ପାଠ ପଢାଇବା ଲାଗି ବାହାର ରାଜ୍ୟରେ ଦାଦନ ଖଟୁଛି ବଡ଼ ଝିଅ ରୂପା । ଦୁଃଖ ଯେମିତି ୟାଙ୍କ ଭାଗ୍ୟରେ ଲେଖା