ପରୀକ୍ଷା ପୂର୍ବରୁ ଫର୍ମ ଫିଲପ୍ ପାଇଁ ହନିଟ୍ରାପ୍ କ୍ୱିନ୍ ଅର୍ଚ୍ଚନା ନାଗଙ୍କୁ ଅନୁମତି ମିଳିଛି। ଜେଲ୍ ମାନୁଆଲ୍ ଅନୁସାରେ ପରୀକ୍ଷା ପାଇଁ ମଧ୍ୟ ଅନୁମତି ମିଳିପାରେ।
ହନିଟ୍ରାପ୍ କ୍ୱିନ୍ ଅର୍ଚ୍ଚନା ନାଗ ସିନେ ପ୍ରଯୋଜକ ପ୍ରମୋଦଙ୍କୁ କେମିତି ଯୌନ ନିର୍ଯାତନା ଜାଲରେ ଛନ୍ଦି ଟଙ୍କା ଆଦାୟ କରିଥିଲେ ତା’ର ଗୁମର ଖୋଲିଛି ଇଡି। ନାଗ ଦମ୍ପତିଙ୍କୁ ସିନେ ପ୍ରଯୋଜକ ୩୩ ଲକ୍ଷ ଟଙ୍କା ଦେଇଥିଲେ।
ବିଦେଶକୁ ମଧ୍ୟ ଲମ୍ବିଥାଇପାରେ ଅର୍ଚ୍ଚନାର ଟଙ୍କା କାରବାର ଚେର।
ଅର୍ଚ୍ଚନା ଓ ସହଯୋଗୀ ଖଗେଶ୍ୱରଙ୍କ ୨ ଜଣ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହାଜର ।
ପ୍ରଡ୍ୟୁସର ଅକ୍ଷୟ ପରିଜା ବ୍ଲାକମେଲ ମାମଲାରେ ଏହି ଚାର୍ଜସିଟ୍ ଦାଖଲ କରାଯାଇଛି ।
ମନି ଲଣ୍ଡରିଂ ମାମଲାରେ ପ୍ରମାଣ ପାଇବା ପରେ ଗିରଫ କଲା ଇଡି
ଅର୍ଚ୍ଚନା ଥିବା ବେଳେ ମାଗି ମାଗି ଦେଲେନି, ଏବେ ଆସିଲା ଡିଜିଟାଲ ଫରେନସିକ୍ ରିପୋର୍ଟ
ପ୍ରଥମଥର ପାଇଁଁ ମୁହଁ ଖୋଲିଲେ ଅର୍ଚ୍ଚନାର ବାପା । ଝିଅକୁ ଫସାଇ ଦିଆଯାଇଥିବା ଅଭିଯୋଗ ଆଣିଲେ ।
ବ୍ଲାକମେଲ କ୍ୱିନ୍ର କଳା କାରବାରର ଚାଞ୍ଚଲ୍ୟକର ତଥ୍ୟ..ରାଜଧାନୀରେ କେମିତି ଚାଲୁଥିଲା ସେକ୍ସ ସ୍କାଣ୍ଡାଲ, କିଭଳି ଫଶୁଥିଲେ ବଡ଼ ବଡ଼ିଆ..ଆଉ କିଏ ହେଉଥିଲେ ମାଲାମାଲ୍?
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ତଦନ୍ତରେ ଆଦୌ ସହଯୋଗ କରୁନି ଅର୍ଚ୍ଚନା । ଫଳରେ ଆର୍ଥିକ ଦିଗରେ ଖୋଳତାଡ଼ କରିବା ପାଇଁ ଅଡୁଆ ପରିସ୍ଥିତି ଉପୁଜିଛି ।
ଜେଲ୍ରେ ଭଲ ଲାଗୁଥିଲା, ଇଡି ଅଫିସ୍ରେ ଭଲ ଲାଗୁନି। ଅଧ ରାତିରେ ମହିଳା କନେଷ୍ଟବଳଙ୍କୁ ଏମିତି କହିଲେ ଅର୍ଚ୍ଚନା..
ଅର୍ଚ୍ଚନା ନାଗକୁ ଗିରଫ ସବୁ ନିୟମ ଅନୁସାରେ କରିଛୁ କହିଲେ ଭୁବନେଶ୍ୱର ଡିସିପି ।
ମୋତେ ଫସାଇବା ପଛରେ ନେତା-ମନ୍ତ୍ରୀ କି କିଏ, ପ୍ରମାଣ ଦେବି କହିଲେ ଅର୍ଚ୍ଚନା । ଇଡିଠୁ ବି ବଡ଼ ଯାଞ୍ଚ ଏଜେନ୍ସିକୁ ସାମ୍ନା ପାଇଁ ପ୍ରସ୍ତୁତ ଅଛି ।
କ୍ୟାପିଟାଲ ହସ୍ପିଟାଲରେ ଗଣମାଧ୍ୟମ ଆଗରେ ଆସି ସେ ଏଭଳି ବିସ୍ଫୋରକ ବୟାନ ଦେଇଛନ୍ତି। ମୁଁ କାହାକୁ ଛାଡ଼ିବିନି ବୋଲି ଚେତାବନୀ ଦେଇଛନ୍ତି ଅର୍ଚ୍ଚନା ନାଗ। ସବୁ ଗୁମର ଖୋଲିବ, ମୁଁ କାହାକୁ ଛାଡ଼ିବିନି କହିଲେ ଅର୍ଚ୍ଚନା।
ଗତକାଲି କୋର୍ଟରେ ହାଜର ବେଳେ ପୋଲିସ ବିରୋଧରେ ଗର୍ଜିଥିବା ଅର୍ଚ୍ଚନା ସବୁ ଗୁମର ଖୋଲିପାରେ ବୋଲି ଚର୍ଚ୍ଚା ହେଉଛି।
କୋର୍ଟ ହାଜିରା ବେଳେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନାର ବିଷୋଦ୍ଗାର । କୁଆଡ଼େ ଗଲେ ସୋ କଲ୍ଡ଼ ଭିକ୍ଟିମ୍ ବୋଲି ପଚାରିଥିଲା ଅର୍ଚ୍ଚନା ।
୧୫ ଦିନ ରିମାଣ୍ଡରେ ନେବା ପାଇଁ ଆବେଦନ କରିଥିଲା ED । ହେଲେ ୭ ଦିନ ପାଇଁ ମିଳିଲା ଅନୁମତି ।
ଭୁବନେଶ୍ୱର କୋର୍ଟରେ ହାଜର ବେଳେ ଅର୍ଚ୍ଚନା ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, କାହିଁକି ଲୁଚିଛିନ୍ତି ସୋ-କଲ୍ଡ୍ ଭିିକ୍ଟିମ୍ ? ମୋତେ ଆର୍ବିଟାରିଲି ଆରେଷ୍ଟ କରାଗଲା।
ସିନେ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ୩ କୋଟି ଟଙ୍କା ବ୍ଲାକମେଲିଂ ମାମଲାରେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ଖାରଜ ହୋଇଛି।
ପଚରାଉଚରା ବେଳେ ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳିଙ୍କ ସହ ଲିଙ୍କ୍ର ଗୁମର ଖୋଲିବାକୁ ଇଡି ପ୍ରୟାସ କରିବ ।
ଶ୍ରଦ୍ଧାଞ୍ଜଳି, ଡ୍ରାଇଭର ଚନ୍ଦନ ଓ ଖଗେଶ୍ୱରର ବୟାନ ଆଧାରରେ ତାଲିକା ପ୍ରସ୍ତୁତ
ଆଜି ଇଡିରେ ହାଜର ହୋଇଛନ୍ତି ଅର୍ଚ୍ଚନାଙ୍କ ଡ୍ରାଇଭର ଚନ୍ଦନ ।