• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Lady Blackmailer

archana nag's Explosive statement
'୩୦ ମିନିଟ୍‌ ସମୟ ଦିଅନ୍ତୁ, ମୁଁ ସବୁ ପ୍ରମାଣ ଦେଇଦେବି'

ଗତକାଲି କୋର୍ଟରେ ହାଜର ବେଳେ ପୋଲିସ ବିରୋଧରେ ଗର୍ଜିଥିବା ଅର୍ଚ୍ଚନା ସବୁ ଗୁମର ଖୋଲିପାରେ ବୋଲି ଚର୍ଚ୍ଚା ହେଉଛି।

Archana Nag
ରାଗ ଗରଗର ଅର୍ଚ୍ଚନା, ‘କହିବାକୁ ସୁଯୋଗ ଦେଉନି ପୋଲିସ.. ବନ୍ଦ କରିଦେଉଛି ମୁହଁ’

କୋର୍ଟ ହାଜିରା ବେଳେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନାର ବିଷୋଦ୍‌ଗାର । କୁଆଡ଼େ ଗଲେ ସୋ କଲ୍ଡ଼ ଭିକ୍ଟିମ୍ ବୋଲି ପଚାରିଥିଲା ଅର୍ଚ୍ଚନା ।

Archana Nag
ଅର୍ଚ୍ଚନାଙ୍କଠାରୁ ED ବାହାର କରିବ ସତ, ମିଳିଲା ୭ ଦିନିଆ ରିମାଣ୍ଡ ଅନୁମତି

୧୫ ଦିନ ରିମାଣ୍ଡରେ ନେବା ପାଇଁ ଆବେଦନ କରିଥିଲା ED । ହେଲେ ୭ ଦିନ ପାଇଁ ମିଳିଲା ଅନୁମତି ।

sArchana Nag Case:  Where are the so-called victims Says Archana
ରାଗ ଗର ଗର ନାଗ, କହିଲେ- କାହିଁକି ଲୁଚିଛନ୍ତି ସୋ-କଲ୍‌ଡ୍ ଭିିକ୍ଟିମ୍‌ ?

 ଭୁବନେଶ୍ୱର କୋର୍ଟରେ ହାଜର ବେଳେ ଅର୍ଚ୍ଚନା ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, କାହିଁକି ଲୁଚିଛିନ୍ତି ସୋ-କଲ୍‌ଡ୍ ଭିିକ୍ଟିମ୍‌ ? ମୋତେ ଆର୍ବିଟାରିଲି ଆରେଷ୍ଟ କରାଗଲା।

Court Rejects Bail Plea Of Lady Blackmailer Archana Nag
ଲେଡି ବ୍ଲାକମେଲର ଅର୍ଚ୍ଚନାଙ୍କୁ ମିଳୁନି ଜାମିନ୍‌, ଗଲେ ଉପର କୋର୍ଟ...

ସିନେ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ୩ କୋଟି ଟଙ୍କା ବ୍ଲାକମେଲିଂ ମାମଲାରେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ଖାରଜ ହୋଇଛି। 

Pramod Swain
EDରେ ହାଜର ହେଲେ ଫିଲ୍ମ ପ୍ରଡ୍ୟୁସର ପ୍ରମୋଦ ସ୍ୱାଇଁ, କହିଲେ ମୋତେ ବ୍ଲାକ୍‌ମେଲ୍‌ କରୁଥିଲା ଅର୍ଚ୍ଚନା

ପଚରାଉଚରା ବେଳେ ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳିଙ୍କ ସହ ଲିଙ୍କ୍‌ର ଗୁମର ଖୋଲିବାକୁ ଇଡି ପ୍ରୟାସ କରିବ ।

Lady Blackmailer
କାଲିଠୁ କାହା ପାଳି ? ଅର୍ଚ୍ଚନା ମାମଲାରେ ଜେରା ହେବେ ଜମି ମାଲିକ, ସୁନା ବ୍ୟବସାୟୀ

ଶ୍ରଦ୍ଧାଞ୍ଜଳି, ଡ୍ରାଇଭର ଚନ୍ଦନ ଓ ଖଗେଶ୍ୱରର ବୟାନ ଆଧାରରେ ତାଲିକା ପ୍ରସ୍ତୁତ

Archana Nag
ଡ୍ରାଇଭର୍‌ ଚନ୍ଦନ ଓଗାଳିବ ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ଗୁମର

ଆଜି ଇଡିରେ ହାଜର ହୋଇଛନ୍ତି ଅର୍ଚ୍ଚନାଙ୍କ ଡ୍ରାଇଭର ଚନ୍ଦନ ।

Sradhanjali Behera
ଶ୍ରଦ୍ଧାଞ୍ଜଳିଙ୍କୁ ED ର ମାରାଥନ ଜେରା; କଳା ସାମ୍ରାଜ୍ୟର ଗୁମର ଖୋଲୁଛି ଇଡି

ଅର୍ଚ୍ଚନାଙ୍କ ନିକଟତମ ସହଯୋଗୀ ବ୍ଲାକମେଲିଂ ପାର୍ଟନର କୁହାଯାଉଥିବା ଶ୍ରଦ୍ଧାଞ୍ଜଳିଙ୍କଠୁ ଆହୁରି ତଥ୍ୟ ଓଗାଳିବ ଇଡି । 

Archana Nag
ଅର୍ଚ୍ଚନା ନାଗଫାଶ ମାମଲା: ED ଜାଲରେ କଲବଲ ପ୍ରଭାବଶାଳୀ, BJD ବିଧାୟକଙ୍କ ଭାଇଙ୍କୁ ଜେରା

ବିଜେଡି ବିଧାୟକ ସୁଧୀର ସାମଲଙ୍କ ବ୍ୟବସାୟୀ ଭାଇ ଗଙ୍ଗାଧର ସାମଲଙ୍କୁ ଜେରା । ୩୦ ଲକ୍ଷ ଟ୍ରାଞ୍ଜାକ୍ସନ୍ ସତ ଜାଣିବାକୁ ଘାଣ୍ଟୁଛି ଇଡି ।

Film Producer Akshay Parija
ଅର୍ଚ୍ଚନା ନାଗ ବ୍ଲାକ୍‌ମେଲ୍‌ ମାମଲା: ସକାଳ ୧୦ରୁ ରାତି ୧୦ ଯାଏ ଅକ୍ଷୟ ପରିଜାଙ୍କୁ ଜେରା

ଅର୍ଚ୍ଚନା ନାଗ ବ୍ଲାକ୍‌ମେଲ୍‌ ମାମଲାରେ ସିନେ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ଇଡି ମାରାଥନ୍ ଜେରା କରିଛି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଅକ୍ଷୟ କହିଛନ୍ତି, ଇଡି ତାଙ୍କୁ ଯାହା ପଚାରିଲେ ସେ ସବୁ ତଥ୍ୟ ଦେଇଛନ୍ତି।

Assembly Session
ଏଥର ଜମିବ ଅଧିବେଶନ ! ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ପାଖରେ ଅର୍ଚ୍ଚନା ଅସ୍ତ୍ର

ଚାଷୀ ବହୁଳ ପଦ୍ମପୁରରେ ଉପନିର୍ବାଚନ ଥିବାରୁ ବୀମା, ଇନ୍‌ପୁଟ୍ ସବସିଡିକୁ ବି ମୁଖ୍ୟ ଅସ୍ତ୍ର କରିବ ବିଜେପି । କଂଗ୍ରେସ, ଚାଷୀ ଓ ନାଗଫାସ ସମେତ ଆଇନ୍ ଶୃଙ୍ଖଳା ଓ ଦରଦାମ ବୃଦ୍ଧି ପ୍ରସଙ୍ଗ ବି ଗୃହରେ ଉଠାଇବ ।

Archana Nag
ନାଗଲୋକର ରହସ୍ୟ ଭେଦିବାକୁ ଆକ୍ସନ ମୋଡ୍‌ରେ ED ! ଖୋଳୁଛି ହନିଟ୍ରାପ୍‌ର ଗୁପ୍ତ ସୁଡ଼ଙ୍ଗ

କଳାଧନ ଅର୍ଜନର କଳଙ୍କିତ ଅଧ୍ୟାୟର ଫିଟାଉଛି ଗୁମର । ଅର୍ଚ୍ଚନା ସିଣ୍ଡିକେଟ୍‌ର ସୂତ୍ରଧର ଶ୍ରଦ୍ଧାଞ୍ଜଳିଙ୍କୁ ଇଡିର ଜେରା ।

Archana Nag Case: Sradhanjali Behera Appears Before ED
ଅର୍ଚ୍ଚନାଙ୍କ ପୋଲ୍‌ ଖୋଲିବେ ଶ୍ରଦ୍ଧାଞ୍ଜଳି

ଅର୍ଚ୍ଚନାଙ୍କ ଅନ୍ୟତମ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଆଜି ଇଡିରେ ହାଜର ହୋଇଛନ୍ତି। ବିଭିନ୍ନ ଟ୍ରାଞ୍ଜାକ୍ସନ ଓ ବ୍ୟବସାୟ ନେଇ ତାଙ୍କୁ ପଚରାଉଚରା କରାଯାଉଛି।

Lady Blackmailer
ପ୍ରଭାବଶାଳୀଙ୍କ ଛାତି ଧଡ଼ଧଡ଼: ଅର୍ଚ୍ଚନା ମାମଲାରେ ସମନ ପାଇଥିବା ବଡ଼ବଡ଼ିଆଙ୍କ ହାଜିରା ପ୍ରକ୍ରିୟା ଆରମ୍ଭ

ବ୍ୟବସାୟୀ ଅମିୟକାନ୍ତଙ୍କୁ ୧୦ ଲକ୍ଷର ତଥ୍ୟ ମାଗିଲା ଇଡି । ପ୍ରହ୍ୟୁସର ଅକ୍ଷୟ ପରିଜା ବି ହାଜର । ତେଣେ ଇଡ଼ିକୁ ଓଡ଼ିଶା ପୋଲିସର ଅସହଯୋଗକୁ ନେଇ ଉଠିଲା ପ୍ରଶ୍ନ ।

Akhaya Parija
ଇଡିରେ ହାଜର ହେଲେ ଅକ୍ଷୟ ପରିଜା

ବ୍ଲାକମେଲିଂ, ହନିଟ୍ରାପ୍ ଓ ଅର୍ଥ କାରବାର ମାମଲାରେ ଇଡିରେ ହାଜର ହୋଇଛନ୍ତି ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ।

Lady Blackmailer
ଅର୍ଚ୍ଚନା ନାଗଫାଶରେ ଫସିଥିଲେ ଆଉ ଜଣେ ବ୍ୟବସାୟୀ ! ଇଡିରେ ହାଜର ହେଲେ ଅମୀୟକାନ୍ତ

୨୦୨୧-୨୨ ମଧ୍ୟରେ ଉଭୟଙ୍କ ଆକାଉଣ୍ଟକୁ ଅମୀୟକାନ୍ତ ୧୦ ଲକ୍ଷ କାହିଁକି ପଠାଇଥିଲେ ?

Archana Nag case
ଅର୍ଚ୍ଚନାର ନାଗ ଫାଶରେ କେଉଁ କେଉଁ IAS ଏବଂ IPSଙ୍କ ରହିଛି ଲିଙ୍କ୍ ?

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ନାଗ-ଚାନ୍ଦ ଦମ୍ପତିିଙ୍କ ସହ ବ୍ୟୁରୋକ୍ରାଟ୍ ଲିଙ୍କ୍ କଥା ଉଠାଇଛନ୍ତି । କହିଛନ୍ତି, ବଡ଼ ବଡ଼ ନେତାଙ୍କ ସହ IAS ଏବଂ IPSଙ୍କ ନାଁ ମୁଁ ଜାଣିଛି । କିନ୍ତୁ କହି ହେବନି ।

Luxurious Ford Car
ଏଣ୍ଡେଭର୍ କିଣିବାକୁ ଅର୍ଚ୍ଚନାକୁ କିଏ ଦେଇଥିଲା ୪୦ ଲକ୍ଷ ?

ନାଗ-ଚାନ୍ଦ ଦମ୍ପତିଙ୍କ ସହ ପ୍ରଭାବଶାଳୀଙ୍କ ଭାବ-ପୀରତିର ଭଣ୍ଡାଫୋଡ୍ କରିବ ଏଣ୍ଡେଭର୍ । ଏହି କାର୍ ଖୋଲିବ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ୍‌ର କଳାଚିଠା ।

Archana Nag
ମିଳିଲା ଅର୍ଚ୍ଚନା ନାଗଙ୍କ ଏଣ୍ଡେଭର କାର

ଏଣ୍ଡେଭର କାରର ଆଗ ଓ ପଛ ପଟେ ନମ୍ବର ପ୍ଲେଟ ନାହିଁ।

Archana Nag
ଇଡି ପରେ ଏବେ ଏସ୍‌ଆଇଟି; ଖୋଲିବ କି ଅର୍ଚ୍ଚନା ସହ ପାୱାର କରିଡର୍ ଲିଙ୍କର ମହାଗୁମର ? 

ବ୍ଲାକମେଲିଂରୁ ବ୍ଲାକମନି ଅର୍ଜନର ମୂଳ କାଢ଼ିବାକୁ ଝାଳ ବୁହାଉଥିବା ଇଡ଼ି ଅଧିକାରୀ ହାତେଇବାରେ ଲାଗିଛନ୍ତି ଅର୍ଚ୍ଚନା ନାଗର ଧନ ଅର୍ଜନର କଳାଚିଠା ।

Archana Nag
ଟେର୍‌ ପାଉନଥିଲା ପୋଲିସ, ରେଡ୍‌ର ଦିନକ ପରେ ଖଗେଶ୍ୱରକୁ ଧରିଲା ED

ଗିରଫ ପରେ ଖଗେଶ୍ୱରଙ୍କୁ ରିମାଣ୍ଡରେ ଆଣିବ ଇଡି । କାଲି ଖଗେଶ୍ୱରଙ୍କ ଘର ଓ ସୋ ରୁମ୍‌ରେ ଚଢ଼ାଉ କରିଥିଲା ଇଡି ।