• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Lady Doctor Murder Case

RG Kar rape-murder case
କୋଲକାତା ଅଭୟାକାଣ୍ଡ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଡାକ୍ତର 

ମମତା ସରକାରଙ୍କ ଉପରେ ଭରସା ହରାଇଛନ୍ତି ଜୁନିୟର୍ ଡାକ୍ତର । ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ମାମଲାରେ ହସ୍ତକ୍ଷେପ ପାଇଁ ନିବେଦନ ।

Kolkata Nabanna March
ଅଭୟାକାଣ୍ଡ ପ୍ରତିବାଦ; ବିକ୍ଷୋଭବେଳେ ସୀମା ଟପିଲା କୋଲକାତା ପୋଲିସର ବର୍ବରତା

ଅଭୟା କାଣ୍ଡ ପ୍ରତିବାଦରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଫିସ ନବାନ୍ନ ଘେରାଉ ପାଇଁ ସ୍ୱତଃସ୍ଫୂର୍ତ୍ତ ଭାବେ ଏକାଠି ହୋଇଥିଲେ ହଜାର ହଜାର ଛାତ୍ରଛାତ୍ରୀ । ହାତରେ ପ୍ଲାକାର୍ଡ, ମୁହଁରେ ଏକମାତ୍ର ନାରା, ଜଷ୍ଟିସ୍ ଫର୍ ଅଭୟା ।

RG Kar Medical College
ମେଡିକାଲରେ ଚାଲିଥିଲା ସେକ୍ସ ରାକେଟ୍

ସ୍ୱାସ୍ଥ୍ୟ ସେବା ନାଁରେ ଚାଲିଥିଲା ଦେହବେପାର । ମେଡିକାଲକୁ ଆସୁଥିଲେ ସୁନ୍ଦରୀ ଦେହଜୀବୀ । ପର୍ଣ୍ଣ ଭିଡିଓ ସୁଟିଂ ହେଉଥିଲା ।

Sandip Ghosh
କିଏ ଏ ସନ୍ଦୀପ ଘୋଷ ?

ପକ୍କା ସୈତାନ ସନ୍ଦୀପ ଘୋଷ ! ଅପରାଧର ପୃଷ୍ଠ ଭୂମିରେ କରିଥିଲା ଘର । ଡେଲି ଡେଲି ସୁନ୍ଦରୀଙ୍କ କରୁଥିଲା ସଉଦା । ହେଲେ କିଏ ଏ ସନ୍ଦୀପ ଘୋଷ ? କେମିତି କଲା ଏତେ ବଡ଼ ଅପରାଧର ସାମ୍ରାଜ୍ୟ ?

Sourav Ganguly
କୋଲକାତା ପୀଡିତାଙ୍କୁ ନ୍ୟାୟ ଦାବି, ଆନ୍ଦୋଳନରେ ସାମିଲ ହେବେ ଗାଙ୍ଗୁଲି

କୋଲକାତା ଲେଡି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପୀଡିତାଙ୍କୁ ନ୍ୟାୟ ଦାବି । ଆନ୍ଦୋଳନରେ ସାମିଲ ହେବେ ଭାରତୀୟ କ୍ରିକେଟ ଟିମର ପୂର୍ବତନ କ୍ୟାପଟେନ ସୌରଭ ଗାଙ୍ଗୁଲି ।