୯୬ ବର୍ଷ ବୟସ୍କ ଆଡଭାନୀ ବାର୍ଦ୍ଧକ୍ୟ ସମ୍ବନ୍ଧୀୟ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତେଣୁ ସମୟ ସମୟରେ ତାଙ୍କୁ ଘରେ ଏକ ଡାକ୍ତରୀ ଟିମ୍ ପକ୍ଷରୁ ଚେକ୍ ଅପ୍ ମଧ୍ୟ କରାଯାଏ ।
ସୂଚନା ଅନୁସାରେ ଯେ ବାର୍ଦ୍ଧକ୍ୟ ସମ୍ବନ୍ଧୀୟ ସମସ୍ୟା ହେତୁ ତାଙ୍କୁ ଗତକାଲି ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ AIIMS ର ଜିରିଆଟ୍ରିକ୍ ବିଭାଗ (ବୃଦ୍ଧମାନଙ୍କୁ ଚିକିତ୍ସା କରୁଥିବା ବିଭାଗ) ଡାକ୍ତରଙ୍କ ତତ୍ତ୍ୱାବଧାନରେ ରଖାଯାଇଥିଲା ।
ହସ୍ପିଟାଲରେ ଭର୍ତ୍ତି ହେଲେ ଭାରତ ରତ୍ନ ଲାଲକୃଷ୍ଣ ଆଡଭାନୀ । ଦିଲ୍ଲୀ ଏମ୍ସରେ ତାଙ୍କୁ ଭର୍ତ୍ତି କରାଯାଇଛି । ସେପଟେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି ।
ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଡଭାନୀଙ୍କ ଦିଲ୍ଲୀ ସ୍ଥିତ ବାସଭବନକୁ ଯାଇ ତାଙ୍କୁ ସର୍ବୋଚ୍ଚ ବେସାମରିକ ସମ୍ମାନ 'ଭାରତ ରତ୍ନ' ପ୍ରଦାନ କରିଛନ୍ତି ।
ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବିଜେପି ଭେଟେରାନ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ। ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନିତ ହେବେ ଆଡଭାନୀ।
ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବିଜେପି ଭେଟେରାନ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ। ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନିତ ହେବେ ଆଡଭାନୀ।
ମରଣୋତ୍ତର ଭାବେ ଏହି ସମ୍ମାନ ଦିଆ ନ ଯିବାକୁ ସ୍ଥିର କରାଯାଇଥିଲେ ହେଁ ପରେ ଏଥିରେ ସଂଶୋଧନ କରାଯାଇ ମରଣୋତ୍ତର ବ୍ୟକ୍ତିବିଶେଷଙ୍କୁ ମଧ୍ୟ ଏହା ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା ।
ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ। ଏନେଇ ଏକ୍ସରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଗତକାଲି ବିଶ୍ୱ ହିନ୍ଦୁ ପରିଷଦର ଆନ୍ତର୍ଜାତିକ କାର୍ଯ୍ୟକାରୀ ସଭାପତି ଆଲୋକ କୁମାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ବାସଭବନକୁ ଯାଇ ନିମନ୍ତ୍ରଣ ପତ୍ର ଦେଇଥିଲେ ।
ସମସ୍ତେ ଏକାଠି ହୋଇ ଆଜି କେକ୍ କାଟିଥିଲେ। ଆଡଭାନୀଙ୍କୁ କେକ୍ ଖୁଆଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ। ବେଶ କିଛି ସମୟ ଏକାଠି ହୋଇ ସମସ୍ତେ ଆଲୋଚନା କରିଥିଲେ।