ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦିଆଯାଇଛି । ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ଜାଲିଆତି ଅଭିଯୋଗ ହୋଇଛି ।
ଗୋଟିଏ ଜମିର ଦୁଇ ଦୁଇ ଜଣ ମାଲିକ । ଗୋଟିଏ ମ୍ୟୁଟେସନରେ ଉଭୟଙ୍କୁ ମିଳିଛି ଜମିପଟ୍ଟା । ଜମିର ପ୍ରକୃତ ମାଲିକଙ୍କ ଅଗୋଚରରେ ହୋଇଛି ବିକ୍ରି, ବାହାରିଛି ପଟ୍ଟା । କେନ୍ଦ୍ରାପଡ଼ା ଜିଲ୍ଲା କନିକା ତହସିଲରେ ହୋଇଛି ଏଭଳି ଜାଲିଆତି ।
ବ୍ରହ୍ମପୁରରେ ମାତିଛନ୍ତି ଜମି ଦଲାଲ । ମୃତ ବ୍ୟକ୍ତିଙ୍କ ନାଁରେ ଡୁପ୍ଲିକେଟ୍ ଆଧାର କାର୍ଡ କରି ବିକୁଛନ୍ତି ଜମି । ଯେଉଁଠି ଘର ଛିଡ଼ା ହୋଇଛି ସେହି ଜାଗାକୁ ଜମି ଡିହ ବୋଲି ଦର୍ଶାଇ ବିକ୍ରି କରାଯାଉଛି ।
ଜଗତସିଂହପୁର ଜିଲ୍ଲାର ବାବୁ ଭାୟାଙ୍କୁ ବସୁନ୍ଧରା ବିପଦ, ବସୁନ୍ଧରା ଜମି ଜାଲିଆତି ମାମଲାରେ ପଶିଲା ଭିଜିଲାନ୍ସ