ବନ୍ୟା ଏବଂ ପ୍ରବଳ ବର୍ଷାରେ ହୋଇଥିବା ଭୂସ୍ଖଳନ ଯୋଗୁ ଆସାମରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ୬ଟି ଜିଲ୍ଲାର ପ୍ରାୟ ୨୫ ହଜାର ଲୋକ ପ୍ରଭାବିତ।