ରତ୍ନଭଣ୍ଡାରର ଲେଜର ସ୍କାନିଂ ପାଇଁ ASIକୁ ଅନୁମତି...ପ୍ରଥମେ ରତ୍ନଭଣ୍ଡାର ବାହାର କାନ୍ଥର ଲେଜର ସ୍କାନିଂ ହେବ...ରିପୋର୍ଟ ଆସିବା ପରେ ପରବର୍ତ୍ତୀ ନିଷ୍ପତ୍ତି...
ଶ୍ରୀଗୁଣ୍ଡିଚା ଯାତ୍ରା ପରେ ହେବ ଶ୍ରୀମନ୍ଦିରର ଲେଜର ସ୍କାନିଂ । ଏଏସ୍ଆଇ ବୈଷୟିକ କମିଟି ଦ୍ୱାରା ଗର୍ଭଗୃହ, ଜଗମୋହନ, ନାଟମଣ୍ଡପ ଆଦିର ଅନୁଧ୍ୟାନ କରାଯିିବ ଶ୍ରୀଗୁଣ୍ଡିଚା ପରଦିନ ।