• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Legendary Singer Lata Mangeshkar

40 foot veena in as tribute to the legendary singer
ସରଯୂ ନଦୀ ତଟରେ ଲତାଜୀଙ୍କ ସ୍ମୃତିରେ ୪୦ ଫୁଟର ବୀଣା

ଲତାଜୀଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାର୍ଦ୍ଦିକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଅଯୋଧ୍ୟାର ସରଯୂ ନଦୀ ଘାଟରେ ନିର୍ମାଣାଧୀନ ୪୦ ଫୁଟର ବୀଣାର ପ୍ରତିକୃତିଙ୍କୁ ଲତାଙ୍କ ସ୍ମୃତିରେ ଉତ୍ସର୍ଗୀକୃତ କରିଛନ୍ତି ପ୍ରଧାନମନ୍ତ୍ରୀ । ପାଖାପାଖି ୧୪ ଟନ ଓଜନର ବୀଣାକୁ ସ୍ଥାପନ କରିବା ପାଇଁ କ୍ରେନ୍‌ର ସହାୟତା ନିଆଯାଇଥିଲା। ଏବେ ଏହି ବୀଣା ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି।