ଅଘଟଣ ପୂର୍ବରୁ କଲରାପତରିଆ ବାଘକୁ ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ ଟିମ୍ । ସାତକୋଶିଆ ଅଭୟାରଣ୍ୟର ଗୋପାଳପୁର ଅଞ୍ଚଳରେ ଫସିଥିଲା ବାଘ ।
ଅନ୍ୟପଟେ ମହାନଦୀ ମହାନଦୀ ମଝିରେ ଫସିଛନ୍ତି ୨ ହାତୀ । ଲୋକ ଦେଖି ଭୟରେ ବାହାରୁ ନାହାନ୍ତି ପାଣିରୁ । ସେହିଭଳି ବାଘ ଗଣନା ବେଳେ ୨ କର୍ମଚାରୀଙ୍କୁ କାମୁଡ଼ିଲା ଭାଲୁ ।
ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ ପ୍ରାୟ ୧୦ରୁ ଅଧିକ କଲରାପତରିଆ ବାଘ ଥିବା ଅନୁମାନ କରାଯାଉଛି ।
ବାଘଟି କଲେଜ କ୍ଲାସ୍ ରୁମ୍ରେ ପ୍ରବେଶ କରିବା ନେଇ ସିସିଟିଭିରେ ପୂରା ଦୃଶ୍ୟ କଏଦ ହୋଇଛି । ଯାହା ଏବେ ଭାଇରାଲ ହେବାରେ ଲାଗିଛି ।
ଢେଙ୍କାନାଳ ଜଙ୍ଗଲରେ ୭ କଲରାପତରିଆ ବାଘ। ଜଙ୍ଗଲ ଭିତରେ ଅଣ୍ଡିରା କଲରାପତରିଆ ବାଘ ବୁଲୁଥିବା ଦୃଶ୍ୟ ବନବିଭାଗର କ୍ୟାମେରାରେ କଏଦ ହୋଇଛି।
ଗୁଜରାଟ: ଗୁଜରାଟ ତାପି ଜିଲ୍ଲା ବାଲୋଡ ଅଞ୍ଚଳର ଚିତାବାଘ ଯୋଡ଼ାକୁ ନେଇ ଚର୍ଚ୍ଚା। ଏହି ଚିତାବାଘ ଯୋଡ଼ା ଜନବସତିକୁ ପଶି ଆସିଥିବାରୁ ସେମାନଙ୍କୁ ଧରିବାକୁ ଯନ୍ତା ବସାଯାଇଥିଲା। ଗୋଟିଏ ଜନ୍ତୁ ତ ଧରା ପଡ଼ିଲା, କିନ୍ତୁ ସେଠାରେ ଥିବା କ୍ୟାମେରାରେ କଏଦ୍ ଦୃଶ୍ୟ ଦେଖିବା ପରେ ସ୍ଥାନୀୟ ଲୋକେ ତାଜୁବ। ଦୁଇ ଚିତାବାଘ ମଧ୍ୟରେ ପ୍ରେମ। ପିଞ୍ଜରା ଭିତରେ ଅଛି ଅଣ୍ଡିରା ଚିତାବାଘ। ପିଞ୍ଜରା ବାହାରେ ତାକୁ ଅପେକ୍ଷା କରି ରହିଛି ମାଈ ଚିତାବାଘ। ଯନ୍ତାରୁ ପ୍ରେମିକକୁ […]