ଚାଲିଛି ପରିବହନ ବିଭାଗର ସ୍ପେଶାଲ୍ ଡ୍ରାଇଭ୍ । ଗାଡ଼ିର ପରମିଟ୍, ଇନସୁରାନ୍ସ, ଟ୍ୟାକ୍ସ ଆଦି ସବୁ ଦସ୍ତାବିଜ୍ର କରାଯାଉଛି ଯାଞ୍ଚ ।
ଘରେ ୪ ବୋତଲରୁ ଅଧିକ ମଦ ରଖିଲେ ଆପଣଙ୍କୁ ଦେବାକୁ ପଡ଼ିବ ୬୩ ହଜାର ଟଙ୍କାର ଜୋରିମାନା ରାଶି। ଅବକାରୀ ବିଭାଗ ଚଢ଼ାଉ କରିବା ସମୟରେ ଏହା ଜଣାପଡ଼ିଲେ ଆପଣଙ୍କୁ ଫାଇନ୍ ଦେବା ସହ ଦୃଢ କାର୍ଯ୍ୟାନୁଷ୍ଠାନ ବି ନିଆଯାଇପାରେ