ମୁମ୍ବାଇର ଏକ ସ୍ୱତନ୍ତ୍ର କୋର୍ଟ ୨୦୦୧ ମସିହାରେ ମୁମ୍ବାଇର ବ୍ୟବସାୟୀ ଜୟା ସେଟ୍ଟୀଙ୍କ ହତ୍ୟା ମାମଲାରେ ଅଣ୍ଡରୱାର୍ଲ୍ଡ ଡନ୍ ଛୋଟା ରାଜନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।
କଳିଙ୍ଗ ନଗର ଥାନା ନିମପଲ୍ଲୀ ଗାଁର ସୁରିସାହିରେ ଗୁଣିଗାରେଡି ସନ୍ଧ୍ୟାରେ ଦମ୍ପତିଙ୍କୁ ପୋଡି ହତ୍ୟା କରାଯାଇଥିଲା । ଏହି ଘଟଣାରେ ଆଜି ଯାଜପୁର ରୋଡ କୋର୍ଟ ଜିଲ୍ଲା ଦୌରା ଜର୍ଜ ୧୭ ଜଣଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି ।
୨୫ ବର୍ଷ ପୂର୍ବରୁ ଘଟିଥିଲା ହତ୍ୟାକାଣ୍ଡ ,ଏବେ ଏହି ମାମଲାରେ ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ ଜେଲ୍ ହୋଇଛି ।
୨୬ ଜୁଲାଇ ୨୦୦୮ ବେଙ୍ଗଳୁରୁ ସିରିଏଲ୍ ବ୍ଲାଷ୍ଟ୍ ପରଦିନ ଅହମ୍ମଦାବାଦରେ ୭୦ ମିନିଟ୍ ଭିତରେ ଫୁଟିଥିଲା ୨୧ଟି ବୋମା । ଗୋଟିକ ପରେ ଗୋଟିଏ ବିସ୍ଫୋରଣରେ ଥରିଉଠିଥିଲା ଗୁଜରାଟର ପ୍ରମୁଖ ସହର ।
୨୬ ଜୁଲାଇ ୨୦୦୮ ବେଙ୍ଗଳୁରୁ ସିରିଏଲ୍ ବ୍ଲାଷ୍ଟ୍ ପରଦିନ ଅହମ୍ମଦାବାଦରେ ୭୦ ମିନିଟ୍ ଭିତରେ ଫୁଟିଥିଲା ୨୧ଟି ବୋମା । ଗୋଟିକ ପରେ ଗୋଟିଏ ବିସ୍ଫୋରଣରେ ଥରିଉଠିଥିଲା ଗୁଜରାଟର ପ୍ରମୁଖ ସହର ।
ବଧୂହତ୍ୟା ମାମଲାରେ ଯାଜପୁର ଜିଲ୍ଲା ଦୌରାଜଜ୍ ସ୍ୱାମୀ, ଶ୍ୱଶୁର, ଦିଅର ଓ ଶାଶୁଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ବୋହୂକୁ କିରୋସିନି ଢାଳି ନିଆଁ ଲଗାଇ ହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା।
ବଧୂହତ୍ୟା ମାମଲାରେ ୪ ଜଣଙ୍କୁ ଆଜୀବନ କାରାଦଣ୍ଡ । ସ୍ୱାମୀ, ଶ୍ୱଶୁର, ଦିଅର ଓ ଶାଶୁଙ୍କୁ ଯାଜପୁର ଜିଲ୍ଲା ଦୌରାଜଜ୍ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।