LICରେ ଜଣେ ଅଧିକାରୀ ହେବାର ସ୍ୱପ୍ନ ଦେଖୁଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। LIC AAO ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି। ମୋଟ ୩୦୦ ପୋଷ୍ଟ ପୂରଣ ହେବ।