ବର୍ତ୍ତମାନର ଯୁବକ ଯୁବତୀଙ୍କ ପାଇଁ ସବୁଠାରୁ ବଡ଼ ଚିନ୍ତା ହେଉଛି ଚୁଟି ଝଡ଼ିବା ଓ ଚୁଟି ପାଚିବା। ସେଥିପାଇଁ କିଏ କେତେ ପ୍ରକାର ତେଲ ଲଗାଉଛନ୍ତି, ପୁଣି କିଏ କିଏ ଔଷଧ ଖାଉଛନ୍ତି। ତେବେ କୌଣସି ଉପଚାର କରିବା ପୂର୍ବରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ନିଜ ଚୁଟିର କିସମ ବା ପ୍ରକାର ଜାଣିବା ନିହାତି ଜରୁରୀ । ଜାଣିଲେ ତାହା ଆପଣଙ୍କୁ ଔଷଧ ପ୍ରୟୋଗରେ ସାହାଯ୍ୟ କରିବ।
ଅନେକ ଲୋକ ଅଛନ୍ତି ଯେଉଁମାନେ ଖରାପ ମନ୍ତବ୍ୟ ଶୁଣି ହଠାତ୍ ପ୍ରତିକ୍ରିୟା କରନ୍ତି ଏବଂ ଆକ୍ରମଣାତ୍ମକ ହୋଇପଡନ୍ତି। ପରେ କିନ୍ତୁ ପରିସ୍ଥିତି ଅଣାୟତକୁ ଚାଲିଯାଏ। ତେବେ ଏଭଳି ପରିସ୍ଥିତିରେ କିପରି ରଖିବେ ନିଜ ଉତ୍ତର ଆସନ୍ତୁ ଜାଣିବା।