• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Lightning

Earth Quake
ବିରଳ...ଷ୍ଟାଚ୍ୟୁ ଅଫ୍ ଲିବର୍ଟିକୁ ଛୁଇଁଲା ବଜ୍ରପାତ, ଭୂକମ୍ପ କାଟିଲା ୨୪୦ ବର୍ଷର ରେକର୍ଡ

ଦୁଇ ଦିନ ମଧ୍ୟରେ ନ୍ୟୁୟର୍କ ସିଟିରେ ଦୁଇଟି ବିରଳ ପ୍ରାକୃତିକ ଘଟଣା ଘଟିଯାଇଛି । ଗତ ଏପ୍ରିଲ୍ ୪, ୨୦୨୪ ରେ ଏକ ଭୟଙ୍କର ବଜ୍ରପାତ ହୋଇଥିଲା । ବଜ୍ରପାତଟି ନ୍ୟୁୟର୍କରେ ଥିବା ଷ୍ଟାଚ୍ୟୁ ଅଫ୍ ଲିବର୍ଟିକୁ ଛୁଇଁଥିଲା ।

Palm trees plantation underway in Paradeep to prevent lightning deaths
ବଜ୍ରପାତ ରୋକିବ ତାଳ ଗଛ

ପାରାଦୀପର ଅନେକ ସ୍ଥାନରେ ଆଦର୍ଶ ପ୍ରୟାସ ସ୍ୱେଚ୍ଛାସେବୀ ସଂଗଠନର ଯୁବକମାନେ ଲଗାଉଛନ୍ତି ତାଳ ଗଛ.. ଯାହା ବଜ୍ରପାତ ଜନିତ ମୃତ୍ୟୁକୁ ରୋକିପାରିବ ବୋଲି କୁହାଯାଉଛି..

lightning attack
ଏହି ଗୋଟିଏ ଗଛ...ବଜ୍ରଘାତରୁ ବଞ୍ଚାଇ ଦେବ

ବିଜୁଳି ନେଉଛି ଜୀବନ । ଆକାଶରେ ମେଘ ଆସିଲେ ଲୋକେ ଘରୁ ବାହାରିବାକୁ ଡରୁଛନ୍ତି..କାରଣ ପ୍ରତି ମୁହୂର୍ତ୍ତରେ ଜୀବନ ଯିବାର ଭୟ ରହୁଛି । ହେଲେ ଆଉ ଡରନ୍ତୁନି...ବରଂ ଏହି ଗଛ ଲଗାଇଲେ ବଜ୍ରଘାତରୁ ଦେବ ସୁରକ୍ଷା

Lightning Death
ଘନଘନ ବଜ୍ରପାତ, କାଲି ରାଜ୍ୟରେ ୧୨ ଜଣଙ୍କ ମୃତ୍ୟୁ

ବଢ଼ୁଛି ବଜ୍ର ବିପତ୍ତି । ଯାଉଛି ଜୀବନ । ରାଜ୍ୟ ସରକାରଙ୍କ ତଥ୍ୟ କହୁଛି, କେବଳ ଗତକାଲି ଅପରାହ୍ନ ସାଢ଼େ ୫ଟା ସୁଦ୍ଧା ରାଜ୍ୟରେ ୬୨ ହଜାର ୩୫୦ ଥର ବିଜୁଳି ମାରିଛି ।

odisha weather
ଆସୁଛି ବର୍ଷା; ୫ ଦିନ ଭିଜିବ ଓଡ଼ିଶା !

ସେହିପରି ଯାଜପୁର, ବାଲେଶ୍ୱର, ଭଦ୍ରକ, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ସୋନପୁର ଜିଲ୍ଲରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ବଲାଙ୍ଗୀର, ମାଲକାନଗିରି, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

weather
ଆହୁରି ତାତିବ ଓଡ଼ିଶା; ୧୫ରୁ ସକ୍ରିୟ ହେବ ପଶ୍ଚିମା ଝଡ଼

୧୬ ତାରିଖରେ ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, କେଉଁଝର, ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ଆଚଂଳିକ ପାଣିପାଗ ବିଭାଗ ।

4 Killed In lightning Strike In Nuapada
ଆକାଶରୁ ଖସିଲା ମୃତ୍ୟୁ, ନେଲା ୪ ଜୀବନ

ଆକାଶରୁ ଖସିଲା ମୃତ୍ୟୁ, ନେଲା ୪ ଜୀବନ। ନୂଆପଡା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ମଲ୍ଲିକମୁଣ୍ତା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। 

lightning
ବଜ୍ରାଘାତରେ ଚାଲିଗଲା ଜୀବନ

ଢ଼େଙ୍କାନାଳ: ବଜ୍ରାଘାତ ଜଣଙ୍କର ଜୀବନ ନେଇଯାଇଛି। ଆଜି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଆମ୍ବପଳାସ ଗାଁରେ ବଜ୍ରାଘାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ହେଲେ କନ୍ତୁର ଚାନ୍ଦପୁର ଗାଁର ନରେଶ ଦେହୁରୀ। ଗୁରୁତର ହୋଇପଡ଼ିଥିବା ଅମ୍ରିତ ମହାପାତ୍ରଙ୍କ ଘର ଆମ୍ବପଳାସ ଗାଁରେ। ଦୁଇଜଣ ଯାକ ଗାଁ ନିକଟସ୍ଥ ପୋଖରିକୁ ଗାଧୋଇବାକୁ ଯାଇଥିବା ବେଳେ ବଜ୍ରାଘାତ ହୋଇଥିଲା। ଫଳରେ ସେମାନେ ଗୁରୁତର ହୋଇପଡ଼ିଥିଲେ। ସେମାନଙ୍କୁ ପ୍ରଥମେ ପରଜଙ୍ଗ […]

lightning
ବଜ୍ରପାତ ନେଲା ପୁଣି ୫ ଜୀବନ

ଭୁବନେଶ୍ୱର: ପୁଣି ଜୀବନ ନେଲା ବଜ୍ରପାତ। ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ଗତକାଲି ୫ ଜଣଙ୍କ ମୃତ୍ୟୁ ଘଟିଛି। ମାଲ୍‌କାନଗିରିରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ବଜ୍ରପାତରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। କାଲିମେଳା ବ୍ଲକ୍ ଏମ୍ଭି-୪୧ ଗ୍ରାମରେ ଜଣଙ୍କର ମୃତ୍ୟୁ ହୋଇଥିଲା ବେଳେ ମାଥିଲି ବ୍ଲକ୍ ଭେଜାଗୁଡ଼ାରେ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ଦୁଇ ଜଣ ପ୍ରାଣ ହରାଇଛନ୍ତି। କଙ୍କଡ଼ାହାଡ଼ ଥାନା ମରୁଆବଲିରେ ଛେଳି ଚରାଇବାକୁ ଯାଇଥିଲା ବେଳେ ବଜ୍ରପାତରେ […]

monsoon
କାଳବୈଶାଖୀ ସମ୍ଭାବନା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୧୧ ଜିଲ୍ଲା- ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ନବରଙ୍ଗପୁର, କଳାହାଣ୍ଡି, କଟକ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧାରେ ସକାଳ ୮ଟା ଭିତରେ ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତ ମଧ୍ୟ ହେବ। ଏହି ସମୟରେ ୫୦ରୁ ୬୦ […]

monsoon
ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଗତ କିଛି ଦିନ ଧରି ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଛି। ଗତକାଲି ସନ୍ଧ୍ୟାରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ବିଜୁଳି ଘଡଘଡି ସହ କିଛି ସ୍ଥାନରେ କୁଆପଥର ବର୍ଷା ହୋଇଥିବା ମଧ୍ୟ ଜଣାପଡ଼ିଛି। କାଳବୈଶାଖୀ ବର୍ଷା ପ୍ରଭାବରେ ବିଦ୍ୟୁତ ସରବରାହ ବନ୍ଦ ରହିଥିଲା। ରାଜ୍ୟର ୧୧ଟି ଜିଲ୍ଲାକୁ ଏନେଇ ସତର୍କ ସୂଚନା ଜାରି କରିଥିଲା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରାଘାତ ହୋଇ […]

monsoon
ବଜ୍ରାଘାତରେ ଗଲା ଦମ୍ପତ୍ତିଙ୍କ ପ୍ରାଣ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁ ତାତିରୁ ମିଳିଛି ନିସ୍ତାର। ହେଲେ କାଳବୈଶାଖୀ ଯୋଗୁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ମିଳିଛି। ଆଜି ମଧ୍ୟ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗତକାଲି ବଜ୍ରାଘାତରେ କେନ୍ଦୁଝର ବାରିଆ ଥାନା ଗୁଡ଼ିପୋଖରୀ ନିକଟରେ ଏକ ଦମ୍ପତ୍ତି ପ୍ରାଣ ହରାଇଛନ୍ତି। ଝୁମ୍ପୁରା ବ୍ଲକ ତିଳିତିଆ ଗାଁର ମହେଶ୍ୱର ମହାନ୍ତ ଓ ପତ୍ନୀ ଯଶୋଦା ମହାନ୍ତ ବାଇକରେ […]

lightning death
ବଜ୍ରପାତ ନେଇଗଲା ୭୦ ଜୀବନ

ଦେଶର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୭୦ ଜୀବନ ନେଇଛି। ଉତ୍ତର ପ୍ରଦେଶରୁ ୪୩, ରାଜସ୍ଥାନରୁ ୨୦, ମଧ୍ୟପ୍ରଦେଶରେ ବଜ୍ରପାତରେ ୭ ଜଣଙ୍କର ମୃତ୍ୟୁ ଘଟିଛି।