• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Lightning Alert

Lightning
ବର୍ଷାରେ ବେହାଲ ବାଲେଶ୍ୱର; ବିଜୁଳି ନେଲା ପ୍ରାଣ, ଯୁବକ ଜୀବନ୍ତ ଦଗ୍ଧ

ବଜ୍ରପାତରେ ଜଳିଗଲେ ଯୁବକ । ଏଭଳି କିଛି ଘଟଣା ଘଟିଛି ବାଲେଶ୍ୱର ଭୋଗରାଇ ବ୍ଲକ ଟୁକୁରିହାଜିରା ଗାଁରେ ।

Heavy rainfall alert for these Odisha districts; thunderstorm, lightning till May 26
ଝଡ଼ବର୍ଷା ନେଇ ୧୧ ଜିଲ୍ଲାକୁ ୱାର୍ଣ୍ଣିଂ

ପାଣିପାଗ ବିଭାଗର ସତର୍କ ସୂଚନା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ।

rain
କାଳବୈଶାଖୀ ସମ୍ଭାବନା : ୧୦ଟି ଜିଲ୍ଲାରେ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ପବନ ଓ ଘଡଘଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଏହି ସମୟରେ ଘରୁ ନବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲା ପାଇଁ ଆଜି ରାତି ୭ଟା ଯାଏ ଏବଂ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ କୋରାପୁଟ […]

lightening
ଦେଶର ସର୍ବାଧିକ ବଜ୍ରପାତ ରାଜ୍ୟ ତାଲିକାରେ ଓଡ଼ିଶା ଆଗରେ

ରାଜ୍ୟରେ ମହାବିପତ୍ତି ଭାବେ ଉଭା ହେଲାଣି ବଜ୍ରପାତ । ଏମିତିକି ଦେଶର ସର୍ବାଧିକ ବଜ୍ରପାତ ରାଜ୍ୟ ତାଲିକାରେ ସବୁଠୁ ଆଗରେ ବି ଓଡ଼ିଶା । କେବଳ ସେତିକି ନୁହେଁ ଗଲା ବର୍ଷକ ଭିତରେ ରାଜ୍ୟରେ ବଜ୍ରପାତ ସଂଖ୍ୟାରେ ୩୭ ପ୍ରତିଶତ ବୃଦ୍ଧି ବି ଚିନ୍ତାର କାରଣ ପାଲଟିଛି ।