ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ନେଇ ଆସୁଥିବା ବିବାଦ ଦିନକୁ ଦିନ ନୂଆମୋଡ଼ ନେଉଛି । ପରିକ୍ରମା ପ୍ରକଳ୍ପ ପାଇଁ ଖନନ ବେଳେ ମାଟିତଳୁ ସିଂହମୂର୍ତ୍ତି ମିଳିବା ପରେ ଏହାକୁ ଏବେ ସ୍ଥାନାନ୍ତର କରାଯାଇଛି ।