ଦେଶୀ ମଦ ଭାଟିଟି ଗତ ୩୦ ବର୍ଷ ହେଲା ଜଣେ ବ୍ୟକ୍ତିଙ୍କ ନାମରେ ରହିଛି । କେବେ ଟେଣ୍ଡର ହେଉଛି, କେବେ ପୁଣି ତାଙ୍କୁ ଲାଇସେନ୍ସ ମିଳିଯାଉଛି, ସର୍ବସାଧାରଣ ଜାଣିପାରୁନାହାନ୍ତି । ଏମିତିକି ଏଇ ମଦଭାଟି ମାଲିକ ନିର୍ବାଚନ ସମୟରେ ନିଜଆଡ଼ୁ ତାଙ୍କୁ ୭ ଲକ୍ଷ ଟଙ୍କା ଯାଚିଥିବା ନେଇ ଖୁଲାସା କରିଛନ୍ତି ପୂର୍ବତନ କାଉନସିଲର ପ୍ରାର୍ଥୀ।
ଗଞ୍ଜାମରେ ବ୍ରହ୍ମପୁର ଓ ଛତ୍ରପୁର ଭଳି ଦୁଇଟି ଅବକାରୀ ଜିଲ୍ଲା ରହିଛି । ବ୍ରହ୍ମପୁର ଅବକାରୀ ଜିଲ୍ଲାରେ ୨୫ଟି ଦେଶୀ ମଦଭାଟି ଥିବା ବେଳେ ଛତ୍ରପୁର ଅବକାରୀ ଜିଲ୍ଲାରେ ଚାଲିଛି ୪୭ଟି ଭାଟି।
ଓଡ଼ିଶାରେ ଦେଶୀ ମଦର ସାମ୍ରାଜ୍ୟ କେତେ ବଡ଼ ? ରାଜ୍ୟରେ କେତେ ଲୋକ ପିଉଛନ୍ତି ଦେଶୀ ? ଦେଶୀ ମଦ କାରାବାରରେ ହେଉଛି କି ସ୍କାମ ? ଅସାଧୁ ମଦ ବେପାରୀଙ୍କ ସାମ୍ରାଜ୍ୟ କେବଳ ପଶ୍ଚିମ ଓଡ଼ିଶାରେ ସୀମିତ, ନା ଏହା କବଳରେ ସାରା ଓଡ଼ିଶା ? କେମିତି ଅସାଧୁ ଉପାୟରେ କୋଟି କୋଟି କମାଉଛନ୍ତି ମଦ ବେପାରୀ ?
ରାଜ୍ୟରେ ବଢି ଚାଲିଛି ମଦ ଦୋକାନ ସଂଖ୍ୟା। ଏବେ ରାଜ୍ୟରେ ୧୭୪୯ଟି ଦେଶୀ ଏବଂ ୬୭୩ଟି ଠିପି ଖୋଲା ବିଦେଶୀ ମଦ ଦୋକାନ ରହିଛି। ସେହିପରି ୪୬ଟି ବିୟର ପାର୍ଲର, ୧୯ଟି କ୍ଳବ୍ ଅନ୍, ୩୫ଟି ମିଲିଟାରୀ କ୍ୟାଣ୍ଟିନ୍, ୫୧ଟି ତାଡି ଦୋକାନ ସହ ୨ଟି ପାଚୋଇ ଦୋକାନ ମଧ୍ୟ ରହିଛି।
ଜଙ୍ଗଲରେ ଚାଲିଥିଲା ଚୋରା ମଦ ବେପାର । ଖବର ପାଇବା ପରେ ଚଢାଉ ପାଇଁ ଯାଇଥିଲା ପୂରା ଟିମ୍...ହେଲେ ହାତରେ ଥିଲା ଖାଲି ଲାଠି । କିନ୍ତୁ ଚୋରା ବେପାରୀ ପୂରା ପ୍ରସ୍ତୁତ ଥିଲେ, ମାରଣାସ୍ତ୍ର ସଜେଇ ରଖିଥିଲେ । ଅବକାରୀ ଟିମ୍ ପହଞ୍ଚିବା ମାତ୍ରେ ମୁଖା ପିନ୍ଧି ଆସିଲେ, ମାଡ ମାରିଲେ...ହାଣି ପକାଇଲେ ।
ମଦ କିଣିବା ପରେ ଆପଣ ଅନ୍ଲାଇନ୍ ହେଉ କିମ୍ବା କ୍ୟାସ୍ରେ ପେମେଣ୍ଟ କରିବାର ଉଭୟ ସୁବିଧା ମଧ୍ୟ ରହିଛି ।
ଯୁବକ ଜଣକ ହେଲେ ପାଟଣାଗଡ଼ ବଥର୍ଲା ଗାଁର ହିରୁ ସାହୁ। ଗଙ୍ଗାସାଗର ଗାଁର ଦୁଇ ଜଣ ସାଙ୍ଗ ତାଙ୍କୁ ମଦ ପିଇବାକୁ ଦେବେ ବୋଲି କହିଥିଲେ ।
ସଂପୃକ୍ତ ରୋଗୀ ଜଣକ ମଦ ନ ପିଇଲେ ଯିବେ ନାହିଁ ବୋଲି ଜିଦ୍ ଧରିଥିଲେ।
ଯଦି ହଠାତ୍ ପୁରୁଣା ପଲିସିକୁ ଲାଗୁ କରାଯିବ ତା’ହେଲେ ଲୋକମାନେ ମଦ ଦୋକାନରେ ଭିଡ଼ ଜମାଇବେ। ଏହାକୁ ଦୃଷ୍ଟିରେ ରଖି ଶନିବାର ସନ୍ଧ୍ୟାରେ ନିଷ୍ପତ୍ତି ନିଆଯାଇଥିଲା ଯେ, ପୂର୍ବରୁ ଲାଗୁ ଥିବା ପଲିସିକୁ ୧ ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯିବ।
ହରିଆଣାର ଅମ୍ବାଲା ପୋଲିସ ଅମ୍ବାଲା ଜିଲ୍ଲା ଶାହଜାଦପୁର ଥାନାରେ ଗଛିତ ରଖାଯାଇଥିବା ପ୍ରାୟ ୪୦ ହଜାର ଲିଟର ମଦକୁ ନଷ୍ଟ କରିଦେଇଛି । ଏହି ମଦର ମୂଲ୍ୟ ପାଖାପାଖି ଏକ କୋଟିଏ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି ।
ଆରେ ଆରେ !! ଏ ଗାତରେ ଭିତରେ ଏତେ ଢକଲମ ପୂରାଇଲା କିଏ? ଇଏ କଣ ଗାତୁଆ ସାପ ପରି ସବୁ ଗୁଡ଼େଇ ତୁଡ଼େଇ ହୋଇ ରହିଛନ୍ତି? ସେପଟୁ ପୁଣି କିଏ କହିଲାଣି ଲମ୍ବା ହାତ ଯାହାର ସିଏ ଆସୁ ଆଗକୁ...
ତୁମ ବୁଦ୍ଧିକୁ ଶହେ ସଲାମ : ଅବକାରୀ ବାବୁଙ୍କୁ ଡରି ଗଛ ଉପରେ ଲୁଚାଯାଇଥିଲା ଦେଶୀ ମଦ, ଆଉ ତା'ପରେ ହେଲା କଣ?