• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Lock Down

China Lock Down
ପୁଣି ଘାରିଲା କରୋନା ଭୟ ! ଚୀନ୍‌ରେ ଲକ୍‌ଡାଉନ୍‌ ଆରମ୍ଭ

ଦିନେ ଛଡ଼ା ଦିନେ ଘରର ଜଣେ ଲୋକ ଅତ୍ୟାବଶ୍ୟକ ଜିନିଷ କିଣିବାକୁ ଯିବେ । ଜଣକ ଛଡ଼ା ଆଉ କେହି ଘରୁ ବାହାରିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ଦିଆଯାଇଛି ।

Lock Down Shut Down
୩ ଦିନ ପରେ ଆସିବ ନୂଆ ଗାଇଡ୍‌ଲାଇନ୍‌, ଲୋକଙ୍କ ପାଇଁ କେତେ କୋହଳ ହେବ କଟକଣା ?

ଆଉ ତିନି ଦିନ ପରେ ସରିବ ଜୁଲାଇ ଗାଇଡ୍‌ଲାଇନ୍ । ତେବେ ଅଗଷ୍ଟ ପହିଲାରୁ ସଂପୂର୍ଣ୍ଣ ଭାବେ ଅନ୍‌ଲକ୍‌ ହେବ କି ଓଡ଼ିଶା ? ଗୋଟିଏ ପଟେ ରାଜ୍ୟରେ ସାମଗ୍ରିକ ଭାବେ କରୋନା ସଂକ୍ରମଣ ଖସୁଛି, କିନ୍ତୁ କଟକ ଓ ଭୁବନେଶ୍ୱର ଭଳି ବଡ଼ ସହରରେ ସ୍ଥିତି ଏବେ ବି ଉଦ୍‌ବେଗଜନକ ରହିଛି ।

Suicide
ବଢ଼ୁଛି ଆତ୍ମହତ୍ୟା ସଂଖ୍ୟା, ଲକ୍‌ଡାଉନ୍‌-ସଟ୍‌ଡାଉନ୍‌ ନେଉଛି ଜୀବନ ! ଜାଣନ୍ତୁ ପୁରା ରିପୋର୍ଟ..

ପାରିବାରିକ ହେଉକି ବ୍ୟକ୍ତିଗତ, ବିଭିନ୍ନ କାରଣକୁ ନେଇ ବଢୁଛି ଆତ୍ମହତ୍ୟା ପ୍ରବଣତା । ତେବେ କରୋନା କାଳରେ ବୃତ୍ତିଗତ ସମସ୍ୟା ସାଙ୍ଗକୁ ସଂକ୍ରମଣ ଭୟ ଏହି ସଂଖ୍ୟାକୁ ଆହୁରି ବଢ଼ାଇ ଦେଇଛି ।

Gujrat Lady Teacher
ପିଲାଙ୍କୁ ପାଠ ପଢାଇବା ପାଇଁ ଅଭିନବ କୌଶଳ ଆପଣାଇଛନ୍ତି ଏହି ଶିକ୍ଷୟିତ୍ରୀ

ଲକଡାଉନରେ ସମୟରେ ପିଲାଙ୍କୁ ପାଠ ପଢାଇବା ପାଇଁ ଅଭିନବ କୌଶଳ ଆପଣାଇଛନ୍ତି ଗୁଜରାଟର ଜଣେ ଶିକ୍ଷୟିତ୍ରୀ । ଯେଉଁ ପିଲାମାନେ ଅନଲାଇନ କ୍ଲାସରୁ ବଞ୍ଚିତ ହେଉଛନ୍ତି ସେମାନଙ୍କ ପାଇଁ ଖୋଲାସ୍ଥାନରେ ନିଜେ କ୍ଲାସ ନେଉଛନ୍ତି ସରକାରୀ ସ୍କୁଲର କିଛି ଶିକ୍ଷୟିତ୍ରୀ ।

Covid-impact
ପଞ୍ଚମ ପର୍ଯ୍ୟାୟ ଲକଡାଉନ୍ କଟକଣା, କିଏ ଖୁସି ତ ଆଉ କିଏ ନିରାଶ !

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପଞ୍ଚମ ପର୍ଯ୍ୟାୟ ଲକଡାଉନ୍ କଟକଣା ଘୋଷଣା ପରେ କିଏ ଖୁସି ତ ଆଉ କିଏ ନିରାଶ । ଆଜିର ଘୋଷଣା କେତେକଙ୍କ ପାଇଁ ଆଶା ସଂଚାରିଛି, ତ ଆଉ କାହା ପାଇଁ ଆଣିଛି ଘୋର ନିରାଶା ।…

vlcsnap-error134
ଟିକାକରଣ କେନ୍ଦ୍ରରେ ଦଳାଚକଟା, ଠେଲା ପେଲା

ମୁମ୍ବାଇ: ଟିକାକରଣ କେନ୍ଦ୍ରରେ ଦଳାଚକଟା, ଠେଲା ପେଲା । ଏଭଳି ଚିତ୍ର ପୁଣି ଥରେ ଦେଖିବାକୁ ମିଳିଛି ମହାରାଷ୍ଟ୍ରର ଔରଙ୍ଗାବାଦ ସ୍ଥିତ ଏକ ସ୍ୱାସ୍ଥ୍ୟକେନ୍ଦ୍ରରେ । ଏହି ଟିକାକରଣ କେନ୍ଦ୍ରରେ ଏତେ ଲୋକଙ୍କ ଭିଡ଼ ଜମିଥିଲା ଯେ ସେଠାରେ ଦଳାଚକଟା ଭଳି…

Marrege
ବିବାହ-ଶୁଦ୍ଧିକ୍ରିୟା ହେବ, ହେଲେ ଖୋଲିବନି ଲୁଗା ଦୋକାନ ! ଲୋକଙ୍କ ମନରେ ବଢ଼ିଲାଣି ଅସନ୍ତୋଷ

ଭୁବନେଶ୍ୱର: ବିବାହ ଓ ଶୁଦ୍ଧିକ୍ରିୟା ହେବ, ହେଲେ ଖୋଲିବନି ଲୁଗା ଦୋକାନ । ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ଅସନ୍ତୋଷ । କାରଣ ଉଭୟ କାର୍ଯ୍ୟ ଲାଗି ନୂଆ ଲୁଗା ଅପରିହାର୍ଯ୍ୟ । ଏଣେ ଲକ୍‌ଡାଉନ୍‌ ଓ ସଟ୍‌ଡାଉନରୁ ଫାଇଦା ନେଉଛନ୍ତି…

abhay
ଅମାନିଆଙ୍କଠାରୁ ୧୬ କୋଟିରୁ ଅଧିକ ଫାଇନ୍ ଆଦାୟ ହୋଇଛି

ଭୁବନେଶ୍ୱର: ୧୭ ଜିଲ୍ଲାରେ କରୋନା କଟକଣା କୋହଳ ହେବା ପରେ ଲୋକେ ଅଧିକ ସତର୍କ ଓ ସଜାଗ ହେବାକୁ ପଡ଼ିବ । ଏବେ ବି ବହୁ ଲୋକେ ନିୟମ ଖିଲାପ କରୁଛନ୍ତି । ଫଳରେ ଏପ୍ରିଲରୁ ଏବେ ଯାଏଁ ୧୬ କୋଟିରୁ…

Asha-Karmi
୪ ମାସର ଗର୍ଭବତୀ, ତଥାପି ଏଭଳି ବିପତ୍ତି ବେଳେ ଘର ଘର ବୁଲି ଲୋକଙ୍କୁ କରୁଛନ୍ତି ସଚେତନ..

ରାୟଗଡ଼ା: ମହାମାରୀ କରୋନା ସମୟରେ ସାମ୍ନାକୁ ଆସୁଛନ୍ତି ଅନେକ ଯୋଦ୍ଧା । ସମ୍ମୁଖ ଯୁଦ୍ଧରେ ସାମିଲ ଥିବା ସେହି ଯୋଦ୍ଧାଙ୍କ ଭିତରେ ଅଛନ୍ତି ଆଶା ଓ ଅଙ୍ଗନଓ୍ୱାଡ଼ି କର୍ମୀ । ଏହି ଅସମୟରେ ନିଜ ଜୀବନକୁ ବାଜି ଲଗାଇ ମହାମାରୀ ବିରୋଧରେ…