ଭୁବନେଶ୍ୱର ଲୋକସଭା ଆସନରୁ ପୁଣି ବିଜେପି ଟିକେଟରେ ଲଢିବେ ଅପରାଜିତା ଷଡ଼ଙ୍ଗୀ । ଦଳୀୟ ଟିକଟ୍ ପାଇବା ପରେ ଅପରାଜିତା କେନ୍ଦ୍ର ଓ ରାଜ୍ୟ ନେତୃତ୍ୱ ସହ ଭୁବନେଶ୍ୱରବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ।
ଜେପି ୧୯୫ ଜଣିଆ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଥିବା ବେଳେ, କଂଗ୍ରେସ ମଧ୍ୟ ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ବୋଲି କହିଛନ୍ତି ଦଳୀୟ ନେତା।
ବିଜେଡି-ବିଜେପି ମେଣ୍ଟ ହେବା ଏକ ପ୍ରକାର ଥୟ । ଭୁବନେଶ୍ୱରରେ ବିଜେଡିର ଓ ଦିଲ୍ଲୀରେ ବିଜେପିର ମାରାଥନ ମିଟିଂ ପରେ ଆପାତତଃ ଏହା ଚୂଡ଼ାନ୍ତ ହୋଇଥିବା ଜଣାପଡ଼ିଛି ।
ବଜେଟ ଅଧିବେଶନର ଶେଷ ଦିନରେ ଲୋକସଭାରେ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିଛନ୍ତି । ମୋଦି କହିଛନ୍ତି, ୫ ବର୍ଷରେ ଦେଶ ହିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।
ଲୋକସଭା ଓ ରାଜ୍ୟସଭାରୁ ନିଲମ୍ବିତ ହୋଇଥିବା ସମସ୍ତ ୧୪୬ ଜଣ ସାଂସଦଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ହୋଇଛି। ଆସନ୍ତାକାଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ବଜେଟ୍ ଉପସ୍ଥାପନ କରିବେ। ୨୦୨୪ ନିର୍ବାଚନ ପୂର୍ବରୁ ମୋଦି ସରକାରଙ୍କ ଏହା ଶେଷ ବଜେଟ୍।
ରାଜ୍ୟର ମହିଳା ଓ ଯୁବକ ବିଜେପି ସପକ୍ଷରେ ଅଛନ୍ତି । ଏଠି ଜଣେ ସୁପର୍ ସିଏମ୍ ସରକାର ଚଳାଉଥିବା ଲୋକେ ଜାଣିଲେଣି ବୋଲି କହିଛନ୍ତି ବିଜୟପାଲ ସିଂ ।
ବୁଧବାର ଗଣତନ୍ତ୍ରର ସର୍ବୋଚ୍ଚ ମନ୍ଦିରରେ ବଡ଼ ସୁରକ୍ଷା ବିଭ୍ରାଟ ପଛର ରହସ୍ୟ ଭେଦିବାକୁ ଚାଲିଛି ଚେଷ୍ଟା। ୬ ଅଭିଯୁକ୍ତଙ୍କ ମଧ୍ୟରୁ ୫ ଜଣଙ୍କୁ ଗୁଡ଼େଇ ତୁଡ଼େଇ ପ୍ରଶ୍ନ କରୁଛନ୍ତି ଦିଲ୍ଲୀ ପୋଲିସ୍ ଓ ଗୃହ ମନ୍ତ୍ରାଳୟର ହାଇଲେବଲ୍ ତଦନ୍ତ କମିଟି। ଗିରଫ ଅଭିଯୁକ୍ତଙ୍କୁ ପାତିଆଲା ହାଉସ୍ କୋର୍ଟରେ ହାଜର କରି ୪ଜଣଙ୍କୁ ୭ଦିନିଆ ରିମାଣ୍ଡରେ ନେଇଛି....
ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବିତ ହୋଇଥିବା ସାଂସଦ ମଧ୍ୟରୁ କଂଗ୍ରେସର ୯ ଜଣ, ସିପିଏମର ୨, ସିପିଆଇର ଜଣେ ଏବଂ ଡିଏମକେର ଜଣ ସାଂସଦ ଅଛନ୍ତି। ସେହିପରି ରାଜ୍ୟସଭାରୁ ଟିଏମସି ସାଂସଦ ଡେରିକ୍ ଓବ୍ରେନଙ୍କୁ ବି ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବନ କରିଛନ୍ତି ଅଧ୍ୟକ୍ଷ ଜଗଦୀପ ଧନକଡ଼ ।
ଆଜି ଲୋକସଭାରେ ଗୃହ ମନ୍ତ୍ରୀ ଅମିତ ଶାହ କାଶ୍ମୀର ପ୍ରସଙ୍ଗରେ ନେହରୁଙ୍କର ଦୁଇଟି ଭୁଲ୍ ବିଷୟରେ ଉଲ୍ଲେଖ କରିଥିଲେ । ସେ କହିଥିଲେ ଯେ ନେହରୁଙ୍କର ପ୍ରଥମ ଭୁଲ ଥିଲା ଯେ ସେ ୧୯୪୭ ମସିହାରେ ଯେତେବେଳେ ଆମ ସେନା ବିଜୟୀ ହେଉଥିଲା ସେ ସମୟରେ ନେହରୁ ଅସ୍ତ୍ରବିରତି ଘୋଷଣା କରିଥିଲେ।
ଲାଞ୍ଚ ମାମଲାରେ ମହୁଆଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ କରୁଥିବା ସଂସଦୀୟ ଏଥିକ୍ସ କମିଟି ତାଙ୍କୁ ‘ସଂସଦରୁ ବହିଷ୍କାର’ କରିବା ସୁପାରିସକୁ ଅନୁମୋଦନ କରିଛି ।
ଲୋକସଭାରେ ବିଲ୍ ସପକ୍ଷରେ ୪୫୪ ଭୋଟ ପଡ଼ିଥିବା ବେଳେ ବିପକ୍ଷରେ ୨ଟି ଭୋଟ୍ ପଡ଼ିଥିଲା ।
ନୂଆ ପାର୍ଲାମେଣ୍ଟରେ ଆରମ୍ଭ ହେବ ସଂସଦ ଅଧିବେଶନ ..ଲୋକସଭା ଓ ରାଜ୍ୟସଭାର ଗୃହକାର୍ଯ୍ୟ ଚାଲିବ
ମୋଦି ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ କାଟ୍ ଖାଇଲା । ଅନାସ୍ଥା ପ୍ରସ୍ତାବରେ ପୁଣି ଜିତିଲା ମୋଦି ସରକାର । ବାଚନିକ ଭୋଟରେ ହେଲା ଭୋଟିଂ । ଭୋଟ୍ ପୂର୍ବରୁ କକ୍ଷତ୍ୟାଗ କରିଥିଲେ ବିରୋଧୀ ।
ସଂସଦକୁ ଫେରିଲେ ରାହୁଲ ଗାନ୍ଧୀ। ଲୋକସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।
ଦିଲ୍ଲୀ ବିଲ୍କୁ ସଂସଦରେ ବିଜେଡିର ସମର୍ଥନ ପ୍ରସଙ୍ଗରେ ଲୋକସଭାରେ ପ୍ରତିକ୍ରିୟା ରଖିଲେ ସାଂସଦ ପିନାକୀ ମିଶ୍ର ।
ଏସବୁ ଭିତରେ କିନ୍ତୁ ସାଂସଦ ପ୍ରାର୍ଥୀ ହେବା ପାଇଁ ବିଜେଡିରେ ନେତାମାନେ ଅମଙ୍ଗ ହେଉଥିବାରୁ ବଢିଛି ଦଳର ଚିନ୍ତା ।
ବିଲ୍ ପାରିତ ହେବା ପୂର୍ବରୁ କଂଗ୍ରେସ, ତୃଣମୂଳ ସହ ବିରୋଧୀ ଦଳ କୃଷି ଆଇନ୍ ସମ୍ପର୍କରେ ଚର୍ଚ୍ଚା ପାଇଁ ଦାବି କରିଥିଲେ। ସେମାନଙ୍କ ଚର୍ଚ୍ଚା ଆବେଦନ ଆଗ୍ରାହ୍ୟ ହେବାରୁ ବିରୋଧୀ ଗୃହରେ ହୋ ହଲ୍ଲା କରିଥିଲେ। ଫଳରେ ଗୃହ ଅଚଳ ହୋଇଯାଇଥିଲା।
ନୂଆଦିଲ୍ଲୀ: ନରେନ୍ଦ୍ର ମୋଦି ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ନୋଟିସ ଉପରେ ଆଲୋଚନା ପୂର୍ବରୁ ମୁଲତବୀ ହୋଇଗଲା ଲୋକସଭା। ଆଜି ଗୃହ ଆରମ୍ଭ ହେବା ମାତ୍ରକେ ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବିରେ YSR କଂଗ୍ରେସ ଓ ଟିଡିପି ପକ୍ଷରୁ ହଟ୍ଟଗୋଳ ହୋଇଥିଲା। ସେହିପରି କାବେରୀ ଜଳ ବିବାଦ ପ୍ରସଙ୍ଗକୁ ନେଇ AIADMK ସଦସ୍ୟମାନେ ମଧ୍ୟ ଗୃହର ମଧ୍ୟଭାଗକୁ ଆସି ହୋ ହଲ୍ଲା କରିଥିଲେ। ଏହାକୁ ନେଇ ଗୃହକୁ ଦିନ ୧୨ଟା ପଯର୍ୟନ୍ତ ମୁଲତବୀ ରଖିଥିଲେ […]