ଆଜି ରାଜ୍ୟ କ୍ୟାବିନେଟ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। କୃଷି ସମ୍ପର୍କିତ ଏକ ଘୋଷଣା ହୋଇପାରେ ବୋଲି ସୂଚନା...
କୁଆଡ଼େ ଗଲେ IPS ଅଫିସର ଡିଏସ୍ କୁଟ୍ଟେ ? ତାଙ୍କ ଉପରୁ ନିଲମ୍ୱନ ଆଦେଶ ପ୍ରତ୍ୟାହାର ହୋଇଛି ନା ନାହିଁ ?
ପୁଣି ଚର୍ଚ୍ଚାରେ ବିବାଦୀୟ IPS ଅଫିସର ଡିଏସ କୁଟ୍ଟେ । ନିର୍ବାଚନ ପରେ ନିଲମ୍ବନ ହଟିଲା, ହେଲେ ଏବେ ସେ କେଉଁଠି, କେଉଁ ପଦବୀରେ । ତାକୁ ନେଇ ପାୱାର କରିଡରରେ ଚର୍ଚ୍ଚା ।
ମୋହନ ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ପ୍ରସ୍ତୁତି । ନୂଆ ତରିକା, ନୂଆ ଅନ୍ଦାଜ୍ । ଅର୍ଥ ବିଭାଗ ଦାୟିତ୍ବରେ ଥିବା ଖୋଦ୍ ମୁଖ୍ୟମନ୍ତ୍ରୀ ସବୁ ଅଂଶୀଦାରଙ୍କଠୁ ମତାମତ ଶୁଣିଲେ, ନୋଟ୍ ମଧ୍ୟ କଲେ ।
୪ ବର୍ଷ ପରେ ଲୋକସେବା ଭବନକୁ ପ୍ରବେଶ ଅନୁମତି ମିଳିଲା । ୨୦୨୦ ମାର୍ଚ୍ଚ ମାସଠାରୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ଲୋକସେବା ଭବନକୁ ପ୍ରବେଶ ମନା ଥିଲା ।
ବିଧିବଦ୍ଧ ଭାବେ ଗ୍ରହଣ କରିଛନ୍ତି ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ।