ଏହି ଲୁଟ୍ ଖବର ପାଇ ଘଟଣାସ୍ଥଳରେ ସାଣ୍ଟିଫିକ୍ ଟିମ୍ ସହ ଇନଫୋସିଟି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ଦେବଦତ୍ତ ପଟ୍ଟନାୟକ । କାଳି ପୂଜା ଛୁଟିରେ ସାର ଯାଇଛନ୍ତି ଗାଁକୁ । ଘରେ ତାଲା ପଡ଼ିଛି । ଦୁବୃର୍ତ୍ତଙ୍କୁ ଏ ଖବର ମିଳିବା ପରେ ସେମାନେ ନିଜ ଅଭିଯାନ ଆରମ୍ଭ କରନ୍ତି ।
ବଡ଼ ବୋହୂ ପ୍ରତି ଗ୍ରହମାନଙ୍କ ଅଶୁଭ ଦୃଷ୍ଟି ପଡ଼ିଛି। ଏହାର ପ୍ରତିକାର କଲେ ଶୁଭ ଫଳ ମିଳିବ। ଏଭଳି ପ୍ରବର୍ତ୍ତାଇ ଲକ୍ଷାଧିକ ଟଙ୍କାର ସୁନା ଚେନ୍ ଲୁଟିନେଲେ ଜଣେ କିନ୍ନର।
ଲୁଟେରାଙ୍କ ଅଜବ କାଣ୍ଡ । ଭୁକିବା ବନ୍ଦ ପାଇଁ କୁକୁରଙ୍କୁ ନିଶା ଔଷଧ ଦେଇ ସବୁ ଲୁଟିନେଲେ ।
୪ ଲୁଟେରାଙ୍କୁ ଇମ୍ଫୋଭାଲି ପୋଲିସ ଗିରଫ କରିବା ସହ ତାଙ୍କ ନିକଟରୁ ୯ ଲକ୍ଷରୁ ଅଧିକ ଟଙ୍କା ଜବତ କରିଛି । ଏଥିସହ ୩ଟି ଗାଡ଼ି ଏବଂ ମୋବାଇଲ ଜବତ ହୋଇଛି ।
ଅକ୍ଟୋବର ୧୬ ଇନଫୋସିଟି ଥାନା ନିକଟ ରାଜବାଟିକା ଆପାର୍ଟମେଣ୍ଟରେ ବଡ଼ ଧରଣର ଚୋରି। ଆପାର୍ଟମେଣ୍ଟର ୪ଟି ଫ୍ଲାଟରୁ ପାଖାପାଖି କୋଟିଏରୁ ଅଧିକ ଟଙ୍କାର ସୁନା ଗହଣା ଓ ଟଙ୍କା ନେଇ ଚଂପଟ୍ ମାରିଲେ ଚୋର।
ଗତ ଶନିବାର ରାତିରେ ଭରତପୁର ଥାନା ଶ୍ରୀକ୍ଷେତ୍ର ଆପାର୍ଟମେଣ୍ଟର ୩ଟି ଫ୍ଲାଟରୁ ପାଖାପାଖି ୫୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ସହ କ୍ୟାସ୍ ଚୋରେଇ ନେଇଗଲେ ଦୁବୃର୍ତ୍ତ।
ଜଣେ ୩୦ ବର୍ଷ ବୟସ୍କା ମହିଳା ତାଙ୍କ ପ୍ରେମିକକୁ ଅତି ନିର୍ମମ ଭାବେ ଆକ୍ରମଣ କରିବା ସହ ଶାହପୁର ରାଜପଥରେ ଉଲଗ୍ନ ଅବସ୍ଥାରେ ପକାଇବା ଦେଖାଯାଇଛି। ଏହା ପୂର୍ବରୁ ସେ ତାଙ୍କ ପ୍ରେମିକାଠାରୁ ଲକ୍ଷ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି।
ଘର ଆଗରେ ଖବର କାଗଜ ଦେଖିଲେ ଏହି ଘଟଣା ସମ୍ପର୍କରେ ମନେ ପକାଇବେ । ଆପଣଙ୍କ ଛାତିରେ ଛନକା ପଶିବ ।
ଭୁବନେଶ୍ୱରରେ ଲିଫ୍ଟ ଦେଇ ଲୁଟ୍ ଗ୍ୟାଙ୍ଗର ୨ ଲୁଟେରା ଗିରଫ । ସହିଦନଗର ପୋଲିସ ୨ ଜଣ ଲୁଟେରାଙ୍କୁ ଗିରଫ କରିଛି । ଲୋକଙ୍କୁ ଲିଫ୍ଟ ଦେବା ବାହାନାରେ ନିଶା ଦେଇ ଲୁଟ କରୁଥିଲେ ଲୁଟେରା । ତେବେ ଏକାଧତ୍କ ଲୁଟ୍ ମାମଲାରେ ଉଭୟଙ୍କ ସଂପୃକ୍ତି ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି ।