• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Lord Jagannath Temple Opens

Puri Jagannath Temple Reopens For Devotees Today
୩ ସପ୍ତାହ ପରେ ଖୋଲିଲା ଶ୍ରୀମନ୍ଦିର; ଦିଅଁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ଖୋଲିଲା ଶ୍ରୀମନ୍ଦିର । ପ୍ରାୟ ୩ ସପ୍ତାହର ବ୍ୟବଧାନ ପରେ ଭକ୍ତଙ୍କ ଲାଗି ଆଜିଠୁ ଖୋଲିଛି ଶ୍ରୀମନ୍ଦିର । କାଳିଆକୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । କରୋନା କଟକଣା ଭିତରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି ।

Lord Jagannath Temple Opens
ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିଲା ଶ୍ରୀମନ୍ଦିର,ସକାଳ ୭ଟାରୁ ସଂଧ୍ୟା ୭ଟା ଯାଏ ଶ୍ରୀଜିଉଙ୍କୁ ଦର୍ଶନ କରିବେ ସମସ୍ତ ଶ୍ରଦ୍ଧାଳୁ

ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିଲା ଶ୍ରୀମନ୍ଦିର । ୪ ମାସ ପରେ ରତ୍ନସିଂହାସନରେ ଶ୍ରୀଜିଉଙ୍କୁ ଦେଖିବାର ସୁଯୋଗ ପାଇଛନ୍ତି ସର୍ବସାଧାରଣ । କରୋନାର ଦ୍ୱିତୀୟ ଲହର କମିବା ପରେ ସେବାୟତ, ତାଙ୍କ ପରିବାର ଓ ପୁରୀବାସୀ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୌଭାଗ୍ୟ ପାଇଛନ୍ତି । ତେବେ ଆଜିଠାରୁ ରାଜ୍ୟ ଓ ରାଜ୍ୟ ବାହାରର ସମସ୍ତ ଭକ୍ତ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରିପାରିବେ । ଏଥିପାଇଁ ଆରଟିପିସିଆର ନେଗେଟିଭ ରିପୋର୍ଟ କିମ୍ବା କରୋନା ଟିକାର ୨ଟି ଡୋଜ୍ ନେଇଥିବାର ସାର୍ଟିଫିକେଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି ।