ହେଲେ ଶ୍ରୀମନ୍ଦିର ଭିତରେ ପଶି ଜଣେ ମାତ୍ର ଅଭିଯୁକ୍ତ ଅନାୟାସରେ ଏତେବଡ଼ କାଣ୍ଡ ଭିଆଇବା ଭଳି ଘଟଣା ଶ୍ରୀମନ୍ଦିର ଓ ମହାପ୍ରଭୁ ଜଗନ୍ନାଥଙ୍କ ସୁରକ୍ଷା ପ୍ରତି ବଡ଼ ଆହ୍ୱାନ ସୃଷ୍ଟି କରିଛି।
‘ପ୍ରଭୁ ଜଗନ୍ନାଥଙ୍କୁ ମୁଁ ବହୁତ ଭଲ ପାଏ, ତାଙ୍କୁ ଭକ୍ତି କରେ । କିନ୍ତୁ କିଛି ଲୋକ ଖାଇବାକୁ ପାଉନାହାନ୍ତି, କାହାର ବହୁତ ଖାଦ୍ୟ ଅଛି । ଏହାକୁ ନେଇ ମନରେ ଅଭିମାନ ଥିଲା ବୋଲି କହିଲା ଅଭିଯୁକ୍ତ । ଘଟଣା ଦିନ ରୋଷ ଘରକୁ ଗଲି, ସେଠାରେ କେହି ନଥିଲେ ।
ASI ଓ NMA କହିଛନ୍ତି, ଆମେ କୌଣସି ପ୍ରକାରର ସ୍ଥାନୀୟ ନିର୍ମାଣ ପ୍ରକଳ୍ପ ପାଇଁ ଅନୁମତି ଦେଇନାହୁଁ । ପ୍ରକୃତରେ ବାସ୍ତବତା କଣ ବୋଲି ପ୍ରଶ୍ନ କରିଛନ୍ତି ଜୟନ୍ତ ଷଡ଼ଙ୍ଗୀ । ବିଧାନସଭାର ଏକ କମିଟି ଗଠନ କରି ପୁରୀ ପଠାଇବାକୁ ସେ ଦାବି କରିଛନ୍ତି ।
ଗିରଫ ଅଭିଯୁକ୍ତମାନେ ହେଲେ କାଳିଆ ସିଂହାରୀ, ଦୋଳଗୋବିନ୍ଦ ସିଂହାରୀ, ମୁନା ପାତ୍ର, ସନ୍ଦୀପ ଜେନା, କାଳୁ ପାଣିଗ୍ରାହୀ ଓ ବାବା ମହାପାତ୍ର । କୃଷ୍ଣ ପ୍ରତିହାରୀଙ୍କୁ ହତ୍ୟା ପଛରେ ଏମାନଙ୍କ ମଧ୍ୟରୁ କାହାର ଥିଲା କେଉଁ ରୋଲ୍ ?
ଯେମିତି ପଶ୍ଚିମ ଦ୍ୱାର ଦେଇ ପୁରୀ ସହରବାସୀ ଶ୍ରୀମନ୍ଦିରରେ ପ୍ରବେଶ କରୁଥିଲେ ଆଗାମୀ ଦିନରେ ମଧ୍ୟ ପୁରୀ ସହରବାସୀଙ୍କ ପାଇଁ ପଶ୍ଚିମଦ୍ୱାର ଖୋଲା ରହିବ । ଅନ୍ୟ ଶ୍ରଦ୍ଧାଳୁମାନେ ପୂର୍ବ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ।
ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଚାଲିଛି ସେହି ରାଜ୍ୟରେ ଭକ୍ତଙ୍କୁ ଭଗବାନଙ୍କଠାରୁ କାହିଁକି ଦୂରରେ ରଖାଯାଉଛି ବୋଲି ପ୍ରଶ୍ନ କରିଛନ୍ତି ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ।
ଶ୍ରୀମନ୍ଦିରରେ ଆଜିଠୁ ଜଗାଦର୍ଶନ ବନ୍ଦ ରହିଛି । ସାଧାରଣ ଭକ୍ତଙ୍କ ପାଇଁଶ୍ରୀମନ୍ଦିର ପ୍ରବେଶ ମନା । ବଢ଼ି ଚାଲିଥିବା କରୋନା ସଂକ୍ରମଣ ସ୍ଥିତିକୁ ଦେଖି ଶ୍ରୀମନ୍ଦିରକୁ ସାଧାରଣ ଭକ୍ତଙ୍କ ପ୍ରବେଶ ଉପରେ ଲାଗିଛି କଟକଣା । ଆଜି ରରିବାରରେ ସାନିଟାଇଜେସନ୍ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିବା ବେଳେ ଆସନ୍ତା କାଲିଠାରୁ ଅର୍ଥାତ୍ ସୋମବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ।
୨୦୧୮ ପ୍ରାରମ୍ଭରେ ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାର ସୁରକ୍ଷା ନେଇ ହଲ୍ଲାପଟା ଭିତରେ ଆସିଥିଲା ଭିତରଭଣ୍ଡାର ଚାବି ହଯିଯିବା ଖବର। ଏନେଇ ତମ୍ବିତୋଫାନ ଚାଲିଥିବାବେଳେ ଜାନୁଆରୀ ୧୩ ତାରିଖରେ ସେତେବେଳର ଜିଲ୍ଲାପାଳ ସୂଚନାରେ କଣ କହିଥିଲେ, ଆଉ ଏବେ କଣ ଘଟିଲା ଜାଣନ୍ତୁ
ଆଜି ମହାପ୍ରଭୁ ରାଧା ଦାମୋଦର ବେଶରେ ଦର୍ଶନ ଦେଉଛନ୍ତି..ଦଶହରାରେ ମହାପ୍ରଭୁଙ୍କ ଦର୍ଶନ ସୁଯୋଗ ପାଇ ନ ଥିବା ବେଳେ ଆଜି ଜଗା ଦର୍ଶନ ପାଇଁ ବ୍ୟାକୁଳ ହୋଇପଡ଼ିଛନ୍ତି ଭକ୍ତ..