ମହାପ୍ରଭୁଙ୍କ ରତ୍ନଭଣ୍ଡାରର ସ୍ଥିତି ଓ ସୁରକ୍ଷାକୁ ନେଇ ନାନା ଆଶଙ୍କା, ନାନା ଉଦବେଗ। ରତ୍ନଭଣ୍ଡାର ଖୋଲି ଶ୍ରୀଜୀଉଙ୍କ ଅଳଙ୍କାର ସହ ଆଭୂଷଣର ସ୍ଥିତି ଯାଞ୍ଚ କରିବାକୁ ଦାବି ଉଠୁଥିଲେ ବି କାହିଁକି ଓ କେଉଁ ଉଦ୍ଦେଶ୍ୟ ରଖି ନୀରବ ରହୁଛନ୍ତି ରାଜ୍ୟ ସରକାର ? ସେନେଇ ନାନା ପ୍ରଶ୍ନ ଛିଡ଼ା ହୋଇଛି।
ରତ୍ନଭଣ୍ଡାର ଖୋଲିବାକୁ ଦାବି କରି ବିଜେପିର ଜନସ୍ୱାର୍ଥ ମାମଲା । ରତ୍ନ ଭଣ୍ଡାର ଖୋଲିବା, ମରାମତି ଓ ଅଳଙ୍କାର ଗଣତି ଦାବି ।
ଆଜି ରଥାରୁଢ ଶ୍ରୀବିଗ୍ରହଙ୍କ ସୁନାବେଶ ନୀତି ଅନୁଷ୍ଠିତ ହେବ। ମହଣ ମହଣ ସୁନାରେ ଝଟକିବେ ଚତୁର୍ଦ୍ଧାମୂର୍ତ୍ତି। ଭିଡ ଓ ଠେଲାପେଲାକୁ ଖାତିର ନ କରି କାଳିଆ ଠାକୁରକୁ ଏହି ଅପୂର୍ବ ବେଶରେ ଦେଖି ନିଜକୁ ଧନ୍ୟ କରିବାକୁ ଚାହାନ୍ତି ପ୍ରତ୍ୟେକ ଭକ୍ତ।
ରାଧା କାନ୍ଦୁଛି କହ୍ନେଇଁ ପାଇଁ । ବଡ଼ଦାଣ୍ଡରେ କାଳିଆ ପାଦରେ ପାଦ ଛନ୍ଦି ନାଚିଲା ବେଳକୁ ଆଖି ତାର ଓଦା, ମନ ଜଗା ପ୍ରେମରେ ବନ୍ଧା । ଏତେ ଭାବବିହ୍ୱଳ ହୋଇ ପଡୁଛି ଯେ, କହୁଛି ଏଥର ଯଦି କାଳିଆ ଡୋରି ଲାଗି ନ ଥାଆନ୍ତା, ଆଉ କେବେ ତା ଦୁଆର ମାଡିନଥାନ୍ତି । ତା ଆଶୀର୍ବାଦ ଅଛି ବୋଲି ଆଜି ତା ଦୁଆରେ ନାଚୁଛି ।
ଶ୍ରୀକ୍ଷେତ୍ର ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଧର୍ମପତ୍ନୀ । ମୋଦିଙ୍କ ଧର୍ମପତ୍ନୀ ଯଶୋଦା ବେନ୍ ମୋଦି ପୁରୀ ଆସି ସକାଳେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ସକାଳ ପ୍ରାୟ ୧୦ଟାରେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯିବା ସହ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଆଡପ ମଣ୍ଡପରେ ଦର୍ଶନ କରିଛନ୍ତି ଯଶୋଦା ବେନ୍ ମୋଦି ।
ଶ୍ରୀକ୍ଷେତ୍ର ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଧର୍ମପତ୍ନୀ । ମୋଦିଙ୍କ ଧର୍ମପତ୍ନୀ ଯଶୋଦା ବେନ୍ ମୋଦି ପୁରୀ ଆସି ସକାଳେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ସକାଳ ପ୍ରାୟ ୧୦ଟାରେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯିବା ସହ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଆଡପ ମଣ୍ଡପରେ ଦର୍ଶନ କରିଛନ୍ତି ଯଶୋଦା ବେନ୍ ମୋଦି ।
ଆସନ୍ତାକାଲି ଶ୍ରୀଜୀଉଙ୍କ ବାହୁଡ଼ାଯାତ୍ରା। ଏନେଇ ବ୍ୟାପକ ପ୍ରସ୍ତୁତି ହୋଇଛି । ଏପଟେ ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାମୂରତୀଙ୍କୁ ସପରିବାର ଦର୍ଶନ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ଗଜପତି ଦିବ୍ୟସିଂହ ଦେବଙ୍କ ସହ ମହାରାଣୀ ଲୀଳାବତୀ ପାଟ ମହାଦେଇ ଓ ତାଙ୍କ ପରିବାର ସଦସ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଆସନ୍ତାକାଲି ବାହୁଡ଼ାରେ ରଥଉପରେ ଗଜପତି ମହାରାଜାଙ୍କ ଛେରାପହଁରା ନୀତି ରହିଛି।
ଶ୍ରୀମନ୍ଦିର ଅଧିକାରୀ, କର୍ମଚାରୀ ଓ ପୋଲିସ କର୍ମଚାରୀମାନେ ରଥକୁ ଦକ୍ଷିଣ ମୋଡ଼ କରାଉଛନ୍ତି ।
ଓଡ଼ିଶାର ମୂଳ ସଂସ୍କୃତି ହେଉଛି ଆଦିବାସୀ ସଂସ୍କୃତି । ଆଦିବାସୀ ସଂସ୍କୃତି ସହ ଜଗନ୍ନାଥଙ୍କର ରହିଛି ନିବିଡ ସଂପର୍କ । ଜଗନ୍ନାଥ ହେଉଛନ୍ତି ମୂଳତଃ ଶବର ଦେବତା । ଆଜି ସେହି ଶ୍ରୀଜଗନ୍ନାଥ ଓ ଶବର ସଂସ୍କୃତିକୁ ନେଇ ଦେଖିବା ଏହି ରିପୋର୍ଟ...
ରଥଯାତ୍ରା ପାଳନ ଅବସରରେ ହେରା ପଞ୍ଚମୀ ଉତ୍ସବ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ସାଧାଣତଃ ରଥଯାତ୍ରାଠାରୁ ପଞ୍ଚମୀ ଦିବସରେ ଅର୍ଥାତ ଆଷାଢ଼ ଶୁକ୍ଳ ଷଷ୍ଠୀ ଦିନ ହେରା ପଞ୍ଚମୀ ଉତ୍ସବ ପାଳିତ ହୋଇଥାଏ।
ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ପୂଜା କରିବା ପାଇଁ ୨୪୦୧ ଟଙ୍କା, ଶ୍ରୀମନ୍ଦିରରେ ଧ୍ୱଜା ବାନ୍ଧିବା ପାଇଁ ୨୧୫୧ ଟଙ୍କା, ମନ୍ଦିରରେ ନାମ ଏବଂ ଗୋତ୍ର ସଂକଳ୍ପ ପାଇଁ ୮୦୧ ଟଙ୍କା ଆଦାୟ କରୁଛି ଏହି ସଂସ୍ଥା।
ଚାଲିଛି ମହାପ୍ରଭୁଙ୍କ ରଥଯାତ୍ରା । ଆଜି ଆଡ଼ପ ବିଜେ କରିଛନ୍ତି ଶ୍ରୀ ଜିଉ । ଆସନ୍ତାକାଲି ଭକ୍ତଙ୍କ ପାଇଁ ବାହାରିବ ଆଡ଼ପ ଅବଢ଼ା । ରୀତିନୀତି ଅନୁଯାୟୀ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି ।
କଡ଼ା ସୁରକ୍ଷା ବଳୟରେ ଆରମ୍ଭ ହୋଇଛି ନିର୍ମାଣ କାମ । ଶ୍ରୀମନ୍ଦିରରେ ASI, ପୂର୍ତ୍ତ ବିଭାଗ ଓ ବୈଷୟିକ କୋର କମିଟି ।
ସିଏ ମନୁଆ ଠାକୁର.. କୋଟି ବ୍ରହ୍ମାଣ୍ଡ ନାୟକ । ମନ ହେଲେ ତାଙ୍କ ରଥ ଗଡ଼ିବ ମନ ନ ଥିଲେ ଇଞ୍ଚେ ହଲିବନି । ଆଉ କାଳିଆ ସାଆନ୍ତଙ୍କୁ ରଥ ଉପରେ ଥରେ ଦେଖିବା ପାଇଁ କିଏ କେତେଆଡ଼ୁ ଆସିଛି ।
ରଥ ପ୍ରସ୍ତୁତ... ପଥ ପ୍ରସ୍ତୁତ... ସିଂହଦ୍ୱାର ଆଗରେ ତିନି ରଥଙ୍କ ଅପେକ୍ଷା, କେତେବେଳେ ଭାଇଭଉଣୀଙ୍କୁ ସାଥୀରେ ନେଇ ବିରାଜିବେ କାଳିଆଠାକୁର ।
ରାତି ପାହିଲେ ଶ୍ରୀଜିଉଙ୍କ ରଥଯାତ୍ରା। ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ତେବେ ରଥଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ସାରିଛି ।
ନିଜ ହାତର ସ୍ପର୍ଶରେ ରଥକୁ ସୁନ୍ଦରପଣରେ ଭରିବା ପାଇଁ ସିଲେଇ କାମରେ ବ୍ୟସ୍ତ ଅଛନ୍ତି ଦରଜୀ ସେବାୟତ ।
ଏଭଳି ସାତ୍ତ୍ୱିକ ଗୀତଗୋବିନ୍ଦ ଖଣ୍ଡୁଆକୁ ଦେଖି ବେଶ୍ ଖୁସି ହୋଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ସେବାୟତ। ବିନା ଦ୍ୱିଧାରେ ବି ଠାକୁରଙ୍କୁ ଲାଗି ପାଇଁ ସହମତି ଦେଇଛନ୍ତି।
ସ୍ନାନ ଓ ରଥଯାତ୍ରା ପାଇଁ ଚଢା ଦର କଷୁଛନ୍ତି ମାଲିକ । ଗତବର୍ଷ ଅପେକ୍ଷା ଏଥର ୪୦% ଅଧିକ । ଅଫଲାଇନ୍ ବୁକିଂକୁ ଟୁର ଅପରେଟରଙ୍କ ନାପସନ୍ଦ ।
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକ ଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସଂପାଦନ କରିବେ । ଶ୍ରୀଜିଉଙ୍କ ବନକ ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।
ସେପଟେ ବିଜେଡି ବିରୋଧୀଙ୍କ ପ୍ରଶ୍ନର ସିଧା ଉତ୍ତର ଦେଇପାରିନଥିବା ବେଳେ ଜଗନ୍ନାଥଙ୍କୁ ନେଇ ରାଜନୀତି କଲେ ଓଡ଼ିଶା ଲୋକେ କ୍ଷମା ଦେବିନି ବୋଲି କହିଛି ।
ଚାପ ଖେଳିବାକୁ ବିରାଟ ପଟୁଆରରେ ପାଲିଙ୍କିରେ ବିରାଜମାନ କରି ଘଣ୍ଟ କାହାଳିର ଶବ୍ଦରେ ଝୁମି ଝୁମି ଶ୍ରୀମନ୍ଦିରରୁ ବାହାରିଛନ୍ତି ମଦନମୋହନ।
ଅକ୍ଷୟ ତୃତୀୟା ଅବସରରେ ଲଣ୍ଡନରେ ଆୟୋଜିତ ଶ୍ରୀଜଗନ୍ନାଥ ସମ୍ମିଳନୀ ଅବସରରେ ପୁରୀ ଗଜପତି ମହାରାଜାଙ୍କ ଉପସ୍ଥିତିରେ ମନ୍ଦିର ନିର୍ମାଣ ନେଇ ଘୋଷଣା ହୋଇଛି ।
କୋର୍ଟଙ୍କ ଏ ନିର୍ଦ୍ଦେଶ ପରେ ତୁରନ୍ତ ରତ୍ନଭଣ୍ଡାର ଖୋଲାଯିବାକୁ ଦାବି ଉଠିଛି ।
ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ଜୁଲାଇ ୧୦ ସୁଦ୍ଧା ଜବାବ ଦେବାକୁ ନିର୍ଦ୍ଦେଶ । ଜୋର ଧରିଲା ରତ୍ନଭଣ୍ଡାର ଖୋଲାଯିବା ଦାବି ।