ମହାପ୍ରଭୁଙ୍କ ଦୁର୍ଲଭ ରତ୍ନଭଣ୍ଡାରର ମରାମତି ସହ ରତ୍ନଅଳଙ୍କାର ସବୁର ଗଣତି ଓ ମଣତି କଥା ?
ଏଜେଣ୍ଡାରେ ନଥିବା କହି ଏଡ଼ାଇଗଲେ ମୁଖ୍ୟ ପ୍ରଶାସକ । ମହାପ୍ରଭୁଙ୍କ ଜମିଜମା ରେକ଼ର୍ଡର ଡିଜିଟାଇଜେସନ୍ ନିଷ୍ପତ୍ତି ।
ପରିଚାଳନା କମିଟି ଏଜେଣ୍ଡାରେ ନଥିବାରୁ ଆଲୋଚନା ହେଲାନି ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ ।
ଏହାର ଉଚ୍ଚତା ମଧ୍ୟ କମ କରିବାକୁ ଏନ୍ଏମ୍ଏ ପ୍ରସ୍ତାବ ଦେଇଛି । ଏନ୍ଏମ୍ଏର ସୁପାରିଶ ଜଗନ୍ନାଥ ପ୍ରେମୀଙ୍କୁ ଆଶ୍ୱସ୍ତି ଦେଇଛି ।
ଆସନ୍ତା ୨୭ରେ ଏନେଇ ହୋଇପାରେ ଆଲୋଚନା । ଶ୍ରୀମନ୍ଦିର ପରିଚାଳନା ବୈଠକରେ ଆଲୋଚନା ସମ୍ଭାବନା ।
କୋହିନୂର ବଡ ଠାକୁର ଜଗନ୍ନାଥଙ୍କର। ବ୍ରିଟିଶ୍ ଶାସକ ଭାରତରୁ ଏହି ଦୁର୍ଲଭ ହୀରାକୁ ନିଜ ଦେଶକୁ ଲୁଟିନେଇଥିବା ଅଭିଯୋଗ ହୋଇ ଆସୁଥିବା ବେଳେ; କୁଇନ୍ ଏଲିଜାବେଥ୍ ଦ୍ୱିତୀୟଙ୍କ ଦେହାନ୍ତ ପରେ ଏହାକୁ ପୁଣି ସ୍ୱଦେଶ ଫେରାଇ ଆଣିବାକୁ ଦାବି ଜୋର୍ ଧରିଛି। ତେବେ ଏ ଭିତରେ ସାମ୍ନାକୁ ଆସିଛି ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଐତିହାସିକ ତଥ୍ୟ।
ଏବେ ସମୟ ଆସିଛି କୋହିନୂରକୁ ଫେରାଇ ଆଣିବା ପାଇଁ ପ୍ରୟାସ ଆରମ୍ଭ ହେଉ ବୋଲି କୁହାଯାଇଛି।
ଯାହାଙ୍କୁ ଦେଖିଲେ ଦଣ୍ଡବତ କରିବାକୁ ଦୁଇ ହାତ ଆପେ ଯୋଡ଼ି ହୋଇଯାଏ, ତାଙ୍କୁ ବାଉଁଶ ବୋଝେଇ ଗାଡ଼ି ପଛରେ ବାନ୍ଧିବାକୁ କେଉଁ ମଣିଷର ବା ହାତ ଗଲା! ମହାପ୍ରଭୁ ଜଗନ୍ନାଥଙ୍କୁ ଗାଡ଼ି ପଛରେ ବାନ୍ଧିକି ନେଲେ। ଦୃଶ୍ୟ ଜଗନ୍ନାଥପ୍ରେମୀଙ୍କୁ ଶକ୍ତ ଆଘାତ ଦେଲା ଭଳି। ଦୃଶ୍ୟ କୋଟି ଓଡ଼ିଆଙ୍କ ମଉଡ଼ମଣିଙ୍କୁ ଅପମାନ କଲା ଭଳି।
ସୋସିଆଲ୍ ମିଡିଆରେ ଦୃଶ୍ୟ ଭାଇରାଲ୍ ପରେ ଜଳେଶ୍ୱରର ଟେଣ୍ଟ ହାଉସ ମାଲିକ ଗୌତମ ପ୍ରଧାନ, ତାଙ୍କ କର୍ମଚାରୀଙ୍କୁ ସାଙ୍ଗରେ ଧରି ସିଧା ପହଞ୍ଚିଥିଲେ ସ୍ଥାନୀୟ ଜଗନ୍ନାଥ ମନ୍ଦିରରେ।
ପିକ୍ଅପ୍ ଭ୍ୟାନ୍ରେ ଗଦା ହୋଇଥିବା ବାଉଁଶ, କାଠ ଓ କପଡ଼ା ଉପରେ ଅଳିଆ ବୋହିଲା ଭଳି ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତିକୁ ଲଦି ନିଆ ଯାଉଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଅଧିକ ସଶକ୍ତ କରିବା ଲାଗି ପ୍ରସ୍ତୁତ ବ୍ଲୁ-ପ୍ରିଣ୍ଟକୁ କାର୍ଯ୍ୟକାରୀ କରିବାକୁ ପୁରୀ ଜିଲ୍ଲା ପ୍ରଶାସନ ଅଣ୍ଟା ଭିଡ଼ିଛି ।
ସୁନିଆରେ ପ୍ରଚଳନ ହେଲା ନୂଆ ସ୍ୱର୍ଣ୍ଣ ମୁଦ୍ରା। ଶ୍ରୀମନ୍ଦିରରେ ପାରମ୍ପରିକ ରୀତିରେ ବାମନ ଜନ୍ମନୀତି ପାଳିତ।
ଜିଲ୍ଲାପାଳ କହିଛନ୍ତି ରାସ୍ତା ପ୍ରଶସ୍ତୀକରଣ ପାଇଁ ପର୍ଯ୍ୟାୟକ୍ରମେ ସମସ୍ତ ପକ୍ଷଙ୍କ ସହ ସବିଶେଷ ଆଲୋଚନା ହେଉଛି, କାମ ଶୀଘ୍ର ଆଗେଇବ ।
ଶ୍ରୀମନ୍ଦିର ରତ୍ନଭଣ୍ଡାର କେବଳ ବାହାର,ମଝି କି ଭିତର ଭଣ୍ଡାରରେ ସୀମିତ ନୁହେଁ, ଏଥିରେ ଆହୁରି ଦୁର୍ଭେଦ୍ୟ କୋଠରୀ ରହିଛି।
ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ କହିଛନ୍ତି ପରବର୍ତ୍ତୀ ପରିଚାଳନା କମିଟି ବୈଠକରେ ଏନେଇ ଆଲୋଚନା ହେବ । ହେଲେ ଏନେଇ ଚୂଡ଼ାନ୍ତ ନିଷ୍ପତ୍ତି ରାଜ୍ୟ ସରକାର ନେବେ ।
ରତ୍ନଭଣ୍ଡାରର ମରାମତି ପାଇଁ ASI ର ଚିଠିକୁ ନେଇ ଚର୍ଚ୍ଚା । ଚୂଡ଼ାନ୍ତ ନିଷ୍ପତ୍ତି ନେବେ ରାଜ୍ୟ ସରକାର । ବିପଦପୂର୍ଣ୍ଣ ସ୍ଥିତିରେ ଅଛି ଶ୍ରୀମନ୍ଦିର ରତ୍ନଭଣ୍ଡାର ।
ରତ୍ନଭଣ୍ଡାରର କଣ୍ଟ୍ରୋଲ ଏଏସ୍ଆଇ ପାଖରେ ନାହିଁ । ଶ୍ରୀମନ୍ଦିର ପ୍ରଶାସନ ଆବେଦନ କଲେ ହେବ ରତ୍ନଭଣ୍ଡାର ମରାମତି ।
ଜଗନ୍ନାଥଙ୍କ ସଂପତ୍ତିକୁ ଭୋଗ ଦଖଲ କରୁଥିବା ସେବାୟତଙ୍କ ନାଁରେ କରିବା ଲାଗି ଦାବି । ତେବେ ସମାଧାନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଲ୍ୟାଣ୍ଡ ସବ୍ କମିଟି ଗଠନ ହୋଇଥିଲେ ବି ଏଯାଏ କୌଣସି ପଦକ୍ଷେପ ନିଆଯାଇନାହିଁ ।
ଏଏସ୍ଆଇକୁ ଦୋଷ ଦେଲେ ସେବାୟତ ଓ ଭକ୍ତ । ଏତେ ଗୁରୁତର ଘଟଣା ନୁହଁ କହିଲେ ଏଏସ୍ଆଇ ଅଧିକାରୀ । ଆଗକୁ ପୁଣି ଏମିତି ପ୍ଲାଷ୍ଟର ଖଣ୍ଡ ଖସିବନି ତ ?
ରତ୍ନଭଣ୍ଡାର ସ୍ଥିତି ଅତ୍ୟନ୍ତ ଶୋଚନୀୟ ଥିବାରୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ବି କ୍ଷୋଭ ପ୍ରକାଶ କରିବା ସହ ଶୀଘ୍ର ମରାମତି ଓ ଅଳଙ୍କାର ଗଣତି ପାଇଁ ପୂର୍ବରୁ କରିଥିଲେ ଅପିଲ୍ ।
ଆଜିର ଅଧରପଣା ନୀତି ସମାପ୍ତ ପରେ ଆସନ୍ତାକାଲି ନବଦିନାତ୍ମକ ଯାତ୍ରା ସାରି ନିଳକନ୍ଦରକୁ ବାହୁଡିବେ ଚତୁର୍ଦ୍ଧାମୂରତି । ଅଧରପଣା ନୀତି ଦର୍ଶନ ପାଇଁ ସିଂହଦ୍ୱାର ସମ୍ମୁଖରେ ଭକ୍ତଙ୍କ ଭିଡ଼ ଲାଗିଛି ।
ରାଣୀ ସୁଶ୍ରୀ ସୁଲକ୍ଷଣା ଗୀତାଞ୍ଜଳି ଦେବୀ କଲେ ଛେରାପହଁରା । ୨ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଲୋକଙ୍କ ଭିଡ଼ ।
ଭକ୍ତମାନେ ରାତି ୧୧ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ବା ରାଜରାଜେଶ୍ୱର ଦର୍ଶନ କରିପାରିବେ।
ମୀନା ବଜାରରେ ପଡୁଥିବା ଦୋଳିର ଯାଞ୍ଚ ହେଉଛି ତ ? ରାଜ୍ୟରେ ବେଧଡକ ଚାଲିଛି ବିପଦପୂର୍ଣ୍ଣ ଦୋଳି ।