ଗୁପ୍ତ ନୀତି ପାଇଁ ଆଜି ୪ ଘଣ୍ଟା ଭକ୍ତମାନେ ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ହେବେ ।
ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଅନନ୍ତ ତିଆଡ଼ି କିନ୍ତୁ ଚୁଲି ଭଙ୍ଗା ଅଭିଯୋଗକୁ ଖଣ୍ଡନ କରିଛନ୍ତି । ସେ କହିଛନ୍ତି କୌଣସି ଚୁଲି ଭଙ୍ଗାଯାଇ ନାହିଁ । ବ୍ୟକ୍ତିଗତ ବିବାଦରୁ ଏଭଳି ଅଭିଯୋଗ ଆସିଥାଇପାରେ ।
କରୋନା କଟକଣା ହଟିବା ପରେ ଇଟାମାଟିରେ ଅଫତାବଙ୍କ ଉଦ୍ୟମରେ ମହାପ୍ରଭୁଙ୍କ ରଥଯାତ୍ରା ଆୟୋଜନ କରାଯାଇଥିଲା ।
ନୃତ୍ୟ-ସଂକୀର୍ତ୍ତନରେ ବିଭୋର ହୋଇଗଲେ ଶ୍ରଦ୍ଧାଳୁ । ଭକ୍ତଙ୍କ ସେବା କରି ସ୍ୱେଛାସେବୀ ଲଭିଲେ ଆତ୍ମସନ୍ତୋଷ ।
ହାଇଦ୍ରାବାଦରେ ରଥଯାତ୍ରାରେ ସାମିଲ ହେଲେ ବୈଜୟନ୍ତ । ଚିଲିକାରେ ନୌକାରେ ନିର୍ମିତ ରଥରେ ଠାକୁରଙ୍କ ଜଳଯାତ୍ରା ।
ପ୍ରାୟ ୧୨ଟା ୩୮ରେ ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥକୁ ଗୁଣ୍ଡିଚା ଅଭିମୁଖେ ଟାଣିନେଇଥିଲେ ଭକ୍ତ । ଏହା ପରେ ମା’ ସୁଭଦ୍ରାଙ୍କ ଦେବଦଳନ ଆଉ ଶେଷରେ ଘର୍ଘର୍ନାଦରେ, ଲକ୍ଷ ଲକ୍ଷ ଭକ୍ତଙ୍କ ଗହଳିରେ ବଡ଼ଦାଣ୍ଡରେ ଗଡ଼ିଥିଲା କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ।
ଓଡିଆ ପ୍ରାଣ ଓ ହୃଦୟର ଠାକୁର ହେଉଛନ୍ତି ମହାପ୍ରଭୁ ଜଗନ୍ନାଥ। ଜଗନ୍ନାଥଙ୍କୁ ନେଇ ତିଆରି ହୋଇଛି ଅନେକ ଓଡିଆ ଫିଲ୍ମ। ତେବେ ଆସନ୍ତୁ ଏହି ୫ଟି ଫିଲ୍ମ ଉପରେ ନଜର ପକେଇ ନେବା।
ନବଦିନାତ୍ମକ ଘୋଷଯାତ୍ରାରେ ବାହାରି ଭକ୍ତଙ୍କ ଗହଣକୁ ଆସିବାକୁ ବ୍ୟାକୁଳ ହେଲେଣି ଭଗବାନ।
ରାତି ପାହିଲେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା...ଶେଷ ପର୍ଯ୍ୟାୟରେ ସମସ୍ତ ପ୍ରସ୍ତୁତି...ଦେଖନ୍ତୁ କିଛି ଝଲକ...
ଯେଉଁମାନେ ପୁରୀ ଆସି ପାରୁନାହାନ୍ତି ସେମାନେ ଘରେ ରହି ବି ଟେଲିଭିଜନ୍ରେ ଶ୍ରୀଜିଉଙ୍କୁ ଦେଖିପାରିବେ । ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରଦ୍ଧାଳୁଙ୍କ ପାଇଁ ଏପରି ପରାମର୍ଶ ଦେଇଛନ୍ତି ।
୧୫ଦିନର ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ । ଦୁଇବର୍ଷ ପରେ ନବଯୌବନ ଦର୍ଶନ ଲାଗି ଭକ୍ତଙ୍କୁ ସୁଯୋଗ ।
ଯଦି ସଂକ୍ରମଣ ବଢେ ଓ ହସପିଟାଲର ଆବଶ୍ୟକତା ପଡେ, ତେବେ ପୂର୍ବ ଭଳି ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।
ଅପରାହ୍ନ ୨ଟାରୁ ୩ଟା, ସନ୍ଧ୍ୟା ୬ଟାରୁ ସାଢେ ୬ଟା, ରାତି ୯ଟାରୁ ସାଢେ ୧୦ଟା ଏବଂ ରାତି ସାଢେ ୧୧ରୁ ସାଢେ ୧୨ଟା ଯାଏଁ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ ।
ଘୋଷଯାତ୍ରା ପାଇଁ ବଡଦାଣ୍ଡରେ ଠିଆ ତିନି ରଥ ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ । ରଥରୁ ମେଣ୍ଡି କଢ଼ାଯିବା ପରେ ତିନି ପାର୍ଶ୍ୱରେ ୨୭ଟି ଶିଖର ଡମ୍ବୁରୁ ଲଗାଯାଇଛି ।
ଅତିରିକ୍ତ ପୋଲିସ ଡିଜି ରାଧାକୃଷ୍ଣ ଶର୍ମାଙ୍କ ନେତୃତ୍ୱରେ ତିନୋଟି ରଥରେ ନିଯୁକ୍ତ ପୋଲିସ ଓ ମାଜିଷ୍ଟ୍ରେଟଙ୍କୁ ଉପସ୍ଥିତିରେ ଏହି ଅଭ୍ୟାସ କରାଯାଇଛି ।
କୋଭିଡ୍ ଲକ୍ଷଣ ଥିଲେ ଘରେ ବସି ଟିଭି ଦେଖିବାକୁ ପରାମର୍ଶ । ଘୋଷଯାତ୍ରାରେ ଭକ୍ତଙ୍କୁ ସୁରକ୍ଷା ସହ ସେବା ଯୋଗାଇବ ପୋଲିସ୍ ।
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯିବ ।
ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ଗହଣକୁ ଯାଇଥାନ୍ତି ମହାପ୍ରଭୁ । ଯାତ୍ରାରେ ସାମିଲ ହୋଇ ସୌଭାଗ୍ୟପ୍ରାପ୍ତି କରିଥାନ୍ତି ଶ୍ରଦ୍ଧାଳୁ ।
ରଥଖଳାରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ । ତିନି ରଥର ୨୪ଟି ନାଟଗୋଡ ଦୁଆର ବେଢାରେ ସଂଯୁକ୍ତ ହେଲା ।
ଗତକଲି ରାଜବୈଦଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ସେବନ ପରେ ଆଜି ସୁସ୍ଥ ହୋଇଛନ୍ତି ଶ୍ରୀଜୀଉ।
ଜଗନ୍ନାଥ ବନ ପ୍ରକଳ୍ପରେ ଥିବା ଗଛ ବ୍ୟବହାର ହୋଇପାରିବ । ସମୀକ୍ଷା ପରେ ସୂଚନା ।
ଜ୍ୱରରେ ପୀଡ଼ିତ ଅଛନ୍ତି ଶ୍ରୀଜିଉ । ସେବାରେ ଲାଗିଛନ୍ତି ଶ୍ରୀଅଙ୍ଗ ସୁରକ୍ଷାରେ ଥିବା ଦଇତାପତି ।
ଆଜିଠୁ ଅଲାରନାଥ ପୀଠରେ ଅଣସର ଦର୍ଶନ ଆରମ୍ଭ ହୋଇଛି। ପରମ୍ପରା ଅନୁଯାୟୀ ରାତି ପ୍ରାୟ ସାଢ଼େ ତିନିଟାରୁ ଦ୍ୱାର ଖୋଲାଯାଇ ମଙ୍ଗଳ ଆଳତି, ତଡ଼ପ ଲାଗି, ଅବକାଶ ବେଶ କରାଯାଇଛି। ସକାଳ ପ୍ରାୟ ସାଢ଼େ ପାଞ୍ଚଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି।
ପୂର୍ବରୁ ସୂର୍ଣ୍ଣକୂପର ସଂସ୍କାରାଦି ପରେ ସ୍ନାନବେଦୀ ସୁସସ୍କୃତ ହୋଇ ଚନ୍ଦ୍ରାତପାଦି ଦ୍ୱାରା ସୁସଜିତ ଥାଏ । ଶ୍ରୀ ସୁଦର୍ଶନ, ଶ୍ରୀ ବଳଭଦ୍ର, ଶ୍ରୀ ଶୁଭଦ୍ରା, ଶ୍ରୀ ଜଗନ୍ନାଥ ଯଥାକ୍ରମେ ସ୍ନାନବେଦୀକୁ ଯାତ୍ରା କରିବା ପରେ ଶ୍ରୀ ମଦନ ମୋହନ ବିଜେ ହୁଅନ୍ତି । ଦେବବିଗ୍ରହ ଯାତ୍ରା ମାନଙ୍କର ଏହି ବିଜେ ଯାତ୍ରାକୁ ପହଣ୍ଡି ବିଜେ କୁହାଯାଏ ।
ଆଜି ମହାପ୍ରଭୁଙ୍କ ପବିତ୍ର ସ୍ନାନଯାତ୍ରା । ଭକ୍ତଙ୍କୁ ହାତୀବେଶରେ ଦେଖାଦେବେ କାଳିଆ ଠାକୁର । ବଡ଼ଦାଣ୍ଡରୁ ଭକ୍ତ ଦେଖିବ ଚତୁର୍ଦ୍ଧା ମୂରତି। ପବିତ୍ର ସ୍ନାନଯାତ୍ରାର ଟିକିନିକି ଖବର ଓ ଭିଡିଓ ଦେଖନ୍ତୁ ଓଟିଭିର ଏହି ଲାଇଭ୍ ପେଜ୍ରେ ।